ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ରାଜ୍ୟ May 31, 2025ONNLeave a Comment on ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ । ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି । ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି । ସୂଚନା ଅନୁସାରେ ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ । ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ ଜବତ । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ହେବ । Share this: Click to share on Facebook (Opens in new window) Facebook Click to share on X (Opens in new window) X Like this:Like Loading...