Img 20191224 Wa0030

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ । ଆସନ୍ତା ୨୭ ତାରିଖକୁ ବୃଦ୍ଧି କରାଯାଇଛି । ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଏହି ବର୍ଦ୍ଧିତ ସମୟସୀମା ଲାଗୁ ହେବ । ୨୦୨୫ ଜାନୁୟାରୀ ମାସରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୱେବସାଇଟ୍‌ ରେ ପରୀକ୍ଷା ପ୍ରବେଶପତ୍ର ଉପଲବ୍ଧ ହେବ ବୋଲି ଜଣାପଡ଼ିଛି । ରାଜ୍ୟର ୩୧୩ଟି […]

Read More Text.
Jxqojsp6za7frnabt1io

ଶାହଙ୍କ ପରେ କାନାଡା-ଆମେରିକା ଗୁପ୍ତଚର ଏଜେନ୍ସିର ଟାର୍ଗେଟରେ ପିଏମ ମୋଦୀ!

ଅଟୱା: ଖାଲିସ୍ତାନୀଙ୍କ ଉପରେ ହୋଇଥିବା ଆକ୍ରମଣ ପାଇଁ କାନାଡା ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ପ୍ରଶ୍ନ ଉଠାଇଛି। ବ୍ରିଟିଶ କଲମ୍ବିଆରେ ଖାଲିସ୍ତାନୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଏବଂ ଏହା ସହିତ ଜଡ଼ିତ ଅନ୍ୟାନ୍ୟ ଷଡ଼ଯନ୍ତ୍ର ବିଷୟରେ ନରେନ୍ଦ୍ର ମୋଦୀଙ୍କ ପାଖରେ ପୂର୍ବରୁ ସୂଚନା ଥିଲା ବୋଲି କାନାଡା ସୁରକ୍ଷା ଏଜେନ୍ସିମାନେ ମତ ଦେଇଛନ୍ତି। କାନାଡାରେ ଭାରତର ବୈଦେଶିକ ହସ୍ତକ୍ଷେପ କାର୍ଯ୍ୟର ଗୁପ୍ତଚର ମୂଲ୍ୟାଙ୍କନ ଉପରେ କାର୍ଯ୍ୟ କରୁଥିବା ଜଣେ ବରିଷ୍ଠ ଜାତୀୟ ସୁରକ୍ଷା ଅଧିକାରୀ […]

Read More Text.
Whatsapp Image 2020 11 01 At 12.31.01 Pm 750x430

୨୪୦୦ ବୋତଲ କଫ୍ ସିରଫ୍ ଜବତ, ୧୨ ଗିରଫ

ସମ୍ବଲପୁର: ଜବତ ହୋଇଛି ବିପୁଳ ପରିମାଣର କଫ୍‌ ସିରପ୍‌। ସମ୍ବଲପୁରରେ ପୁଣି ଥରେ ବିପୁଳ ପରିମାଣର ନିଷିଦ୍ଧ କଫ୍‌ସିରପ ଜବତ ହୋଇଛି। ହିରାକୁଦ ଥାନା ପୋଲିସ ଦ୍ୱାରା ବୁଧବାର ୨୪୦୦ ନିଷିଦ୍ଧ କଫ୍‌ ସିରପ୍‌ ଜବତ ହୋଇଛି। ଏହାସହ ସମ୍ପୃକ୍ତ ୧୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ବୁଧବାର ଅପରାହ୍ନରେ ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ଏସପି ମୁକେଶ ଭାମୁ ସୂଚନା ଦେଇଛନ୍ତି। ସୂଚନାନୁସାରେ, କୋଲକାତାରୁ ଭୁବନେଶ୍ବର ଦେଇ ବରଗଡ଼ ପଠାଇବା […]

Read More Text.
Tiger Nuapada 750x430

ଡେମୋ ଦେଖାଇଲେ ବାଘ ମାଂସ ଖାଇଥିବା ଶିକାରୀ, ଘଟଣାର ସିନ୍ ରିକ୍ରିଏସନ କଲା ବନବିଭାଗ

ନୂଆପଡ଼ା : କେମିତି ଶିକାର କଲେ, କେମିତି ଭୋଜି କରି ଖାଇଲେ ବାଘ ମାଂସ ? ଡେମୋ ଦେଖାଇଲେ ଶିକାରୀ। ନୂଆପଡ଼ାରେ କଲରାପତରିଆ ଶିକାର ପରେ ମାଂସ ଭୋଜି ଖାଇବା ଘଟଣାରେ ସିନ୍ ରିକ୍ରିଏସନ କରିଛି ବନବିଭାଗ । ଜଣେ ଶିକାରୀକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏସନ କରାଯାଇଛି ।  ଅଧିକ ପ୍ରମାଣ ତଥ୍ୟ ସଂଗ୍ରହ କରିବା ପାଇଁ ଖଡ଼ିଆଳ ବନବିଭାଗ ଏସିଏଫ ମହମ୍ମଦ ସାଲେହାଙ୍କ ନେତୃତ୍ୱରେ ବନବିଭାଗର ଏକ ଟିମ ଅଭିଯୁକ୍ତ ଜଣେ ଶିକାରୀଙ୍କୁ ନେଇ କୋମନା […]

Read More Text.
Image 30 1

ଗିରଫ ହେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ

ସୁବର୍ଣ୍ଣପୁର: ଗିରଫ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋନପୁର ସ୍ଥିତ ଭଡାଘରେ ଓ କାର୍ଯ୍ୟଳୟରେ ଭିଜିଲାନ୍ସ ବିଭାଗ ବିଳମ୍ବିତ ରାତିରୁ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ପୁଳା ପୁଳା ସୁନା ଅଳଙ୍କାର ଓ ଜମିବାଡ଼ି କାଗଜ ପତ୍ର ଭିଜିଲାନ୍ସ ଜବତ କରିଥିବା ସୂଚନା ରହିଛି । ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର, […]

Read More Text.
Cfwxpckgv0tv42otu64i

ଦଶ ବର୍ଷ ମଧ୍ୟରେ ଭାରତ ୪୦ ନିୟୁତ ପରିବାରଙ୍କୁ ଆବାସ ସୁବିଧା ଦେଇଛି: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଶିଖର ସମ୍ମିଳନୀରେ ‘ଦୀର୍ଘସ୍ଥାୟୀ ବିକାଶ ଓ ଇନ୍ଧନ ପରିବର୍ତ୍ତନ’ ପ୍ରସଙ୍ଗରେ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀରେ ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି କ୍ଷମତାକୁ ତିନି ଗୁଣ ଏବଂ ଶକ୍ତି ଦକ୍ଷତା ହାରକୁ ଦୁଇ ଗୁଣ କରିବାକୁ ନିଷ୍ପତ୍ତି ହୋଇଥିଲା । ଏହି ଦୀର୍ଘସ୍ଥାୟୀ ବିକାଶକୁ ଅଗ୍ରାଧିକାର ଦେବାକୁ ବ୍ରାଜିଲର ନିଷ୍ପତ୍ତିକୁ ସେ ସ୍ୱାଗତ କରିଥିଲେ । ଦୀର୍ଘସ୍ଥାୟୀ ବିକାଶକୁ ଆଗେଇ ନେବାକୁ ଭାରତ […]

Read More Text.
Image 1732108574

୨୪ରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌, ଆକଳନ କରିବେ ବାତ୍ୟା କ୍ଷତିକ୍ଷତି

ଭୁବନେଶ୍ୱର: ବାତ୍ୟା ଦାନା କ୍ଷତି ଆକଳନ ପାଇଁ ଆସିବେ କେନ୍ଦ୍ରୀୟ ଟିମ୍‌। ୨୪ ତାରିଖରେ ଟିମ୍‌ ପହଞ୍ଚିବ କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଟିମ୍‌ ରହିବେ ବୋଲି କହିଛନ୍ତି ସୁରେଶ ପୂଜାରୀ। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ପି.କେ ରାୟଙ୍କ ନେତୃତ୍ବରେ ଆସିବ ଟିମ୍‌। ୭ ଜଣିଆ ଟିମ୍‌ ଆସିବେ, କ୍ଷତିଗ୍ରସ୍ତ ଜିଲ୍ଲା ଗସ୍ତ କରିବେ। ୨୫ରେ ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଯିବ ଟିମ୍‌। ସେହିପରି ଜିଲ୍ଲାରୁ […]

Read More Text.
Odisha Exam 750x422

ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, କାର୍ଯ୍ୟସୂଚୀ ପ୍ରକାଶ କଲା ସିଏଚଏସଇ

ଫେବୃଆରୀ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କାର୍ଯ୍ୟସୂଚୀ ପ୍ରକାଶ କଲା ସିଏଚଏସଇ । ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ସୂଚନା ବୋର୍ଡ ପକ୍ଷରୁ ପ୍ରୋଗ୍ରାମ୍ ଘୋଷଣା ପରେ ଉତ୍ସାହିତ ଅଛନ୍ତି ଯୁକ୍ତଦୁଇ ଛାତ୍ରଛାତ୍ରୀ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ । ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡ଼ିଆ ପରୀକ୍ଷା ୧୮ ତାରିଖରେ ହେବା ସହ ୧୯ରେ କଳା ଓ ବାଣିଜ୍ୟ […]

Read More Text.
Screenshot 2024 11 20 134520 750x430

ଏଣିକି ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

ଭୁବନେଶ୍ୱର:୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍‌ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ। ସେହିପରି ନିରାମୟ ଖୋଲା ନ ଥିଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର। ଔଷଧ ନିଗମର ଔଷଧ ଠିକ୍‌ ସମୟରେ ପହଞ୍ଚୁଛି ନା ନାହିଁ ସମୀକ୍ଷା କରାଯାଇଛି। ଔଷଧ, ନାପକିନ୍‌ କିପରି ସ୍କୁଲ୍‌ରେ ପହଞ୍ଚିବ […]

Read More Text.
Image 1732098115

ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା!

ଉତ୍ତର ପ୍ରଦେଶରେ ଚାଲିଥିବା ବିଧାନସଭା ଉପନିର୍ବାଚନ ମଧ୍ୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବସ୍ତା ଭିତରୁ ଜଣେ ଦଳିତ ଯୁବତୀଙ୍କ ଉଲଗ୍ନ ମୃତଦେହ ଜବତ କରାଯାଇଛି। ସମାଜବାଦୀ ପାର୍ଟିକୁ ଭୋଟ ଦେବାକୁ ରାଜି ନହେବାରୁ ଯୁବତୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଅଭିଯୋଗ ଆଣିଛି। ରାଜନୈତିକ ଉଦ୍ଦେଶ୍ୟ ରଖି ପ୍ରଶାନ୍ତ ଯାଦବ ନାମକ ଅଭିଯୁକ୍ତ ନିଜର ସହଯୋଗୀ ସହ ମିଶି ଏହି ହତ୍ୟାକାଣ୍ଡ ଭିଆଇଥିବା କୁହାଯାଉଛି। ସୂଚନା ଅନୁସାରେ ଅଭିଯୁକ୍ତ ପ୍ରଶାନ୍ତ ଯାଦବ କରହାଲ […]

Read More Text.