ଆସୁଛି ଆଉ ଏକ ଲଘୁଚାପ, ୨୧ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଶୀତ ବଢିବାର ସମ୍ଭାବନା
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ୨୧ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୨୩ ତାରିଖରେ ଏହା ଅଧିକ ଘନିଭୂତ ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପରେ ପରିଣତ ହେବ । ତେବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏହା ଆହୁରି ଘନିଭୂତ ହେବାର ସମ୍ଭାବନା ରହିଛି । ୨ ଦିନ ଭିତରେ ଏହା ଅବପାତରେ ପରିଣତ ହେବ ବୋଲି […]
Read More Text.