କାର୍ତ୍ତିକ ପୂର୍ଣ୍ଣିମାର ବିଶେଷତ୍ବ
କାର୍ତ୍ତିକପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ । ଓଡ଼ିଶାର ଆଦିକବି ଶୂଦ୍ରମୁନି ସାରଳା ଦାସ ରଚିତ ମହାଭାରତର […]
Read More Text.