67 750x430

କଟକ ଓ କେନ୍ଦ୍ରାପଡାରେ ଅଗ୍ନିକାଣ୍ଡ

କଟକ : କଟକରେ ଗୁରୁବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବକ୍ସି ବଜାର ମଣିସାହୁ ଛକ ନିକଟସ୍ଥ ଏକ ଇଲକ୍ଟ୍ରୋନିକ ମରାମତି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ, ୱାସିଂମେସିନ, କୁଲର ସଜଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ଟିମ ପହଁଚି ନିଆଁକୁ ଆୟତ୍ତ କରିଥିବା ବେଳେ ଏଯାବତ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି ବୋଲି ଅଗ୍ନିଶମ ଅଧିକାରୀ ସଂଜୀବ ବେହେରା […]

Read More Text.
1a 750x430

ବୈଦ୍ୟେଶ୍ୱରଟି ସେତୁ ନିକଟରୁ ୨୬ଗୋରୁ ଉଦ୍ଧାର: ୨ ଗାଈ ମୃତ, ୨ ବେପାରୀ ଗିରଫ

ବାଙ୍କୀ : ଆଜି ଭୋର ସମୟ ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦେଶ୍ଵର ଥାନା ପୁଲିସ ପକ୍ଷରୁ ଗୋରୁ ଚାଲାଣ ଖବର ପାଇ ହୋଇଥିଲା ଚଢ଼ାଉ କରାଯାଇଥିଲା। ଖବର ପାଇ ପୁଲିସ ଗୋରୁ ଗାଡିକୁ ଜବତ ପାଇଁ ଉଦ୍ୟମ କରିଥିବାବେଳେ ଗୋ ବେପାରୀ ମାଫିଆ ଓ ପୁଲିସ ମୁହାଁମୁହିଁ ହୋଇଥିଲେ। ଗୋରୁ ବେପାରୀଙ୍କୁ ସୁରକ୍ଷା ଦେଉଥିବା ବ୍ୟକ୍ତି ପ୍ରଥମେ ପୁଲିସ ଉପରକୁ ବୋମା ମାଡ଼ କରିଥିଲେ। ଏହାପରେ ବାଧ୍ୟ ହୋଇ ବୈଦେଶ୍ଵର ପୁଲିସ ନିଜକୁ ସୁରକ୍ଷା ଦେବା ପାଇଁ […]

Read More Text.
Subhadra

ଏଥର ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା; ୨୪ରେ ପାଇବେ ୨୦ ଲକ୍ଷ ମହିଳା

ଭୁବନେଶ୍ବର : ଆସନ୍ତା ୨୪ ତାରିଖରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ଏଥର ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡ଼ି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିସହ ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଆଜି ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ ବୈଠକ। ଆସନ୍ତା ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ସୁନ୍ଦରଗଡ଼ […]

Read More Text.
Jajpur 1732187582

ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍‌

ଭୁବନେଶ୍ବର : ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍‌। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ପୁଲିସ୍‌ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ସେମାନଙ୍କୁ ଯାଜପୁର SDJM କୋର୍ଟରେ ହାଜର କରାଇଛି। କୋର୍ଟ ସେମାନଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଦେଇଛନ୍ତି। ଯେଉଁଥିପାଇଁ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଅଭିଯୋଗରୁ ପ୍ରକାଶ ବୁଧବାର ସନ୍ଧ୍ୟା ବେଳେ […]

Read More Text.
Fish 1732190109

ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ବର : ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ। ଏ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସେପଟେ ସମ୍ବଲପୁରରେ ୧୦୦ ଏକର ଜମିରେ ହେବ ଆକୁଆ ପାର୍କ। ମଧୁର ମାଛ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା। ସାରା ଦେଶରେ ଓଡ଼ିଶା ୪ ନମ୍ବରରେ ଥିବା ବେଳେ ରପ୍ତାନି ମଧ୍ୟ ବଢିଛି। ବିଶ୍ୱ ମତ୍ସ୍ୟ ଦିବସରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଏବେ ରାଜ୍ୟର ଫୋକାସ୍‌ ମଧୁରମାଛ ଉପରେ। ଆଗାମୀ ୫ […]

Read More Text.
Photo

ସଂରକ୍ଷିତ ଜଙ୍ଗଲରୁ ଦନ୍ତା ହାତୀ ର ମୃତଦେହ ଠାବ

ବାରିପଦା: ଆଜି ମୟୁରଭଞ ଜିଲା ବେତନଟି ରେଞ ମୋରଡା ବ୍ଲକ ର ଦୂର୍ଗାପୁର ସଂରକ୍ଷିତ ଜଙ୍ଗଲ ର ସୁନାହଜାରୀ ନିକଟରୁ ଏକ ଦନ୍ତା ହାତ ର ମୃତଦେହ କୁ ବନବିଭାଗ ଉଦ୍ଧାର କରିଅଛି । ସୂଚନାଯୋଗ୍ୟ ଯେ ବିଗତ ତିନିଦିନ ହେବ ଏକ ଏଗାର ଟିକିଆ ହାତୀ ପଲ ସୁବାହଜାରେ ଗ୍ରାମ ନିକଟରେ ଉପଦ୍ରବ ଚଲାଇ ଆସୁଥିଲେ । ଆଜି ଅପରାହ୍ନ ପାଖାପାଖି ୨ ଟା ସମୟରେ ଉକ୍ତ ଗ୍ରାମର ବାସିନ୍ଦା ମହେଶ୍ୱର ମହାନ୍ତ ତାଙ୍କ ବିଲକୁ […]

Read More Text.
Img 20241120 Wa0302

ଭଂଜପୁର ଜଗଦ୍ଧାତ୍ରୀମେଳାର ଅଷ୍ଟମ ସନ୍ଧ୍ୟାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ବିମୋହିତ ହେଲେ ଦର୍ଶକ

ବାରିପଦା : ସ୍ଥାନୀୟ ଭଂଜପୁର ଜଗଦ୍ଧାତ୍ରୀ ମେଳା ପଡିଆରେ ଅନୁଷ୍ଠିତ ଜଗଦ୍ଧାତ୍ରୀ ମେଳାର ଅଷ୍ଟମ ସନ୍ଧ୍ୟାରେ ଜୀ କିରଣ ତେଜସ୍ୱିନୀ ଓ ଜୀ ପ୍ରଜ୍ଞା ଭାରତୀଙ୍କ ମେଲୋଡି ସହ ଲାଶ୍ୟକଳା ଡ୍ୟାନ୍ସ ଏକାଡେମୀର ଓଡିଶୀ ନୃତ୍ୟ ବେଶ ଆକର୍ଷଣୀୟ ହୋଇଥିଲା I ପରେ ପରେ ଗୁରୁକୁଳ ଡ୍ୟାନ୍ସ ଏଣ୍ଡ ଭିଜୁଆଲ ଏକାଡେମୀ ତାଙ୍କର କାର୍ଯ୍ୟକ୍ରମ ପରିବେଷଣ କରିଥିଲେ I ଅନଲି ୱାନ ଡ୍ୟାନ୍ସ ଗ୍ରୁପର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ତଥା ପରମେଶ୍ୱର ଡ୍ୟାନ୍ସ ଗ୍ରୁପର ନୃତ୍ୟଗୀତରେ ଝୁମିଲେ ଦର୍ଶକ […]

Read More Text.
Onn 3

ମହାଭାରତ ଜ୍ଞାନ ଯଂଜ୍ଞ ଉଦଯାପିତ

କାମନାରୁ ବସ୍ତୁ ପ୍ରାପ୍ତ ହୁଏ ଏବଂ ସୁଖ ଦେଇଥାଏ ପୁଣି ସେହି ପ୍ରାପ୍ତ ବସ୍ତୁର କ୍ଷୟ ରୁ ଦୁଃଖ ଜାତ ହୁଏ – ସ୍ୱାମୀ ଚିରୁପାନନ୍ଦ ସରସ୍ୱତୀ ବାରିପଦା – ବାରିଣୀ ରୋଡ଼ ମଧୁବନ ରେ ଚିନ୍ମୟ ମିଶନ ଆନୁକୂଲ୍ୟରେ ସ୍ୱାମୀ ଗୋବିନ୍ଦାନନ୍ଦ ସରସ୍ବତୀଙ୍କ ତତ୍ୱାବଧାନରେ ଚିନ୍ମୟ ମିଶନ ନୋଏଡା ଉତ୍ତର ପ୍ରଦେଶର ଆଚାର୍ଯ୍ୟ ସ୍ୱାମୀ ଚିଦ୍ରୁପାନନ୍ଦ ସରସ୍ବତୀଙ୍କ ଦ୍ୱାରା ସାତ ଦିନ ଧରି ଚାଲିଥିବା ମହାଭାରତ ଜ୍ଞାନ ଯଂଜ୍ଞ ଆଜି ଉଦଯାପିତ ହୋଇଯାଇଛି l ଉକ୍ତ […]

Read More Text.
Img 20241120 Wa0240

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ

ବାରିପଦା : ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ସ୍ଥାନୀୟକଲେଜ ପଡିଆ ଠାରେ ଆଜି ଅପରାହ୍ନରେ ଉଦଯାପିତ ହୋଇଯାଇଛି। ଆଜିର ଏହି ଉଦଯାପନ ସମାରୋହରେ ମାନ୍ୟବର ରାଜ୍ୟସଭା ସାଂସଦ, ଶ୍ରୀମତୀ ମମତା ମହନ୍ତ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ଲୋକସଭା ସାଂସଦ, ନଵଚରଣ ମାଝୀ, ମାନ୍ୟବର ବିଧାୟକ ଉଦଳା, ଶ୍ରୀ ଭାସ୍କର ଚନ୍ଦ୍ର ମଢେଇ, ମାନ୍ୟବର ବିଧାୟକ, ରାଇରଙ୍ଗପୁର, ଶ୍ରୀ ଜଳେଣ ନାଏକ, ମାନ୍ୟବର ବିଧାୟିକା ସୁଶ୍ରୀ ସଞ୍ଜଳି […]

Read More Text.
Sonu

ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ କଣ୍ଠଶିଳ୍ପୀ ସୋନୁ ନିଗମ

ପୁରୀ: ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଆଜି ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି । ଦୀର୍ଘ ଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ବେଶ ଭାବ ବିହ୍ୱଳ ହୋଇ ପଡ଼ିଥିଲେ । ମହାପ୍ରଭୁଙ୍କ ଦର୍ଶନ ପାଇ ସେ ନିଜକୁ ଭାଗ୍ୟବାନ ମନେ କରିଥିବା କହିଛନ୍ତି । ପ୍ରଥମେ ଶ୍ରୀମନ୍ଦିର ସିଂହଦ୍ଵାରରେ ସେବାୟତ ମାନେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରାଇଥିଲେ । ପରେ ଶ୍ରୀମନ୍ଦିର ଭିତର ବେଢାରେ […]

Read More Text.