Odisha Secretariat

୩୦ ଜଣ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପାହ୍ୟାକୁ ପଦୋନ୍ନତି

ଡେସ୍କ: ୩୦ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବାକୁ ପଦୋନ୍ନତି ମିଳିଛି। ପ୍ରଶାସନିକ ସେବା (ନିଯୁକ୍ତି) ନିୟମ, ୧୯୫୪ ଅନୁଯାୟୀ ଜାରି କରାଯାଇଥିବା ଏହି ପଦୋନ୍ନତି ୨୦୨୩ ଏବଂ ୨୦୨୪ର ଚୟନିତ ତାଲିକା ପାଇଁ ଉପଲବ୍ଧ ଖାଲି ସ୍ଥାନ ସହିତ ସମାନ। ବିଜ୍ଞପ୍ତି ଅନୁଯାୟୀ, ଆଇଏଏସ୍ (ପଦୋନ୍ନତି ଦ୍ୱାରା ନିଯୁକ୍ତି) ନିୟମାବଳୀ, ୧୯୫୫ର ନିୟମ ୯(୧) ଅନୁଯାୟୀ ଏହି ଅଧିକାରୀମାନଙ୍କୁ ଚୟନ କରାଯାଇଛି। ଚୟନ ତାଲିକା ୨୦୨୩ ପାଇଁ ପଦୋନ୍ନତି ପାଇଥିବା ଅଧିକାରୀଙ୍କ […]

Read More Text.
Images

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର ଥାନାକୁ ନ ଯାଇ ଅନଲାଇନରେ ଏତଲା ଦେଲେ । ସେ କଳାକାର ମହସଂଘ ଓ ବରିଷ୍ଠ କଳାକାରଙ୍କ ସହ କଥା ହେବା ପରେ ଆଇନର ଆଶ୍ରୟ ନେଇଛନ୍ତି । ସେ କହିଛନ୍ତି ନ୍ୟାୟ ନ […]

Read More Text.
Puri Temple 750x430

ବନକଲାଗି ନୀତି: ଆସନ୍ତାକାଲି ଜଗାଙ୍କୁ ୫ଘଣ୍ଟା ଦର୍ଶନ କରିପାରିବେନି ସାଧାରଣ ଦର୍ଶକ

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି। ବନକଲାଗି […]

Read More Text.
I4ujhvhgbcivt4amq8zb

ବିଫଳ ହେଲା ଯୋଜନା: ୧୩ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ପୁଲିସକୁ ମିଳିଛି ପୁଣି ସଫଳତା। ଆଜି ୧୩ ଜଣ ମାଓବାଦୀ ବିଜାପୁର ପୁଲିସ ଗିରଫ କରିଛି। ବିଜାପୁର ଜିଲ୍ଲା ପୁଲିସ ବିଭିନ୍ନ ଥାନା ଅଂଚଳରେ ଚଢାଉ କରାଯାଇ ଏମାନଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି। ଏମାନଙ୍କ ମଧ୍ୟରୁ ଜଣକ ନାମରେ ଏକ ଲକ୍ଷ ଟଂକାର ପୁରସ୍କାର ରହିଥିଲା। ଏମାନେ ଉସୁର ଥାନାର ପୁଲିସ ପାର୍ଟି ଉପରେ ବୋମା ବିସ୍ଫୋରଣ କରିବା ନେଇ ୭ ଜଣ ନକ୍ସଲ ନାମରେ କେଶ ରହିଛି। ସେହିପରି ମାରୁଡବାକା […]

Read More Text.
Chse

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁ ଅନେକ  ଶିକ୍ଷୟିତ୍ରୀଶିକ୍ଷକ ଖାତା ଦେଖିବାକୁ ଆସିବା ବେଳେ ସମସ୍ୟାରେ ପଡିପାରନ୍ତି। ଯାହାକୁ ଦୃଷ୍ଟିରେ ରଖି ମୂଲ୍ୟାଙ୍କନ କେନ୍ଦ୍ର […]

Read More Text.
E987a23d 7fab 4e71 9b20 Ba1f78a11824 873834

ରାଉରକେଲାରେ ସେକ୍ସ ରାକେଟ୍ ଠାବ: ୫ ମହିଳା ଉଦ୍ଧାର, ୫ ଦଲାଲ ଅଟକ

ରାଉରକେଲା: ସ୍ଥାନୀୟ ଜଗଦା ଅଞ୍ଚଳରେ ଏକ ବଡ଼ଧରଣର ସେକ୍ସ ରାକେଟ୍ ଠାବ କରିବାରେ ପୁଲିସ ସଫଳ ହୋଇଛି। ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୫ ଜଣ ଦଲାଲଙ୍କୁ ପୁଲିସ ଅଟକ ରଖିଛି। ଏହା ସହ ୫ ଜଣ ମହିଳାଙ୍କୁ ମଧ୍ୟ ପୁଲିସ ଉଦ୍ଧାର କରିଛି। ଅଟକ ଥିବା ଦଲାଲମାନେ ପୂର୍ବରୁ ମଧ୍ୟ ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଗିରଫ ହୋଇଥିଲେ। ରାଉରକେଲା ଜଗଦା ଅଞ୍ଚଳରେ ଏକ ସେକ୍ସ ରାକେଟ ଚାଲିଥିବା ସୂଚନା ପାଇବା […]

Read More Text.
Zz

ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ

ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏପରି ଏକ ଦୁଖଃଦ ଘଟଣା ଘଟିଛି ଭଦ୍ରକ ଜିଲା ସାବରଙ୍ଗ ଥାନା ସାହାଡ଼ା ଗ୍ରାମରେ। ଉକ୍ତ ଗ୍ରାମର ପାବନ ପୀଠରେ ସୋମବାର ସନ୍ଧ୍ୟାରେ ବାସୁଦେବପୁର ଅଢୁଆଁ ପଞ୍ଚାୟତ ଧାତପୁରର ପ୍ରବଚକ ଗୋପାଳ ପ୍ରସାଦ […]

Read More Text.
Ppp

ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ ପାଇଁ ଗର୍ବ ଓ ଗୌରବର ଦିବସ। ଜନସାଧାରଣଙ୍କ ସେବା ମନଭାବ ନେଇ ପୁଲିସ ନିଜକୁ ଉତ୍ସର୍ଗ କରିବା ଦରକାର । ଏହି ସଙ୍କଳ୍ପ ହିଁ ହେବ ଆମମାନଙ୍କ ପାଇଁ ସହିଦ୍‌ଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି […]

Read More Text.
X

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ

ପଟ୍ଟାଙ୍ଗି,୧।୪  : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ ପାଳନ କରି କଡା ଜବାବ ଦେଇଛି । ସୂଚନା ମୁତାବକ ସାରା ଦେଶରେ ଓଡ଼ିଶା ଦିବସ ପାଳନ କରା ଯାଉଥିବା ବେଳେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ମଧ୍ୟ ଏହାକୁ ପାଳନ କରିଛି । ବିଡିଓ […]

Read More Text.
Mohan

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରୁଛୁ। ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ ସବୁ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ। ଓଡ଼ିଆ ପର୍ବ ହେଉ ଆମ […]

Read More Text.