ଭରତପୁର ଥାନା ମାମଲା: ଉଭୟ ପକ୍ଷଙ୍କୁ ପଚରାଉଚରା କଲେ ତଦନ୍ତ କମିସନ
ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୁଲିସର ଦୁର୍ବ୍ୟବହାର ଓ ନିର୍ଯାତନା ଅଭିଯୋଗର ତଦନ୍ତ ଜାରି ରହିଛି। ଆଜି ଏହି ଘଟଣାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିସନ ତଦନ୍ତ କରିଛନ୍ତି। କମିସନ ନିଜେ ଆଜି ସ୍ପଟ୍ ଭିଜିଟ୍ କରିଛନ୍ତି। ଏହି ଅବସରର ସେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ଜଣ ପୁଲିସ କର୍ମଚାରୀଙ୍କୁ ପଚରାଉଚରା କରିଛନ୍ତି। ପୂର୍ବରୁ କମିସନଙ୍କ ନିକଟରେ ମେଜର ଓ ବାନ୍ଧବୀ ନିଜର ପକ୍ଷ ରଖିସାରିଛନ୍ତି। ଏହି […]
Read More Text.