ବିଳମ୍ବରେ ଅଫିସ ଆସିବାରୁ ୧୫ ଜଣଙ୍କ ଦରମା ବନ୍ଦ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ
କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଶ୍ଵେତ କୁମାର ଦାଶ। ବାରମ୍ବାର ତାଗିଦ୍ ସତ୍ତ୍ବେ କିଛି କର୍ମଚାରୀ ଅଫିସ୍କୁ ଠିକ୍ ସମୟରେ ଆସୁ ନଥିଲେ। କଟକ ଉନ୍ନୟନ କର୍ତ୍ତୃପକ୍ଷର ବହୁ କର୍ମଚାରୀ ନିର୍ଦ୍ଧାରିତ ସମୟରେ କାର୍ଯ୍ୟାଳୟକୁ ଆସୁନଥିବାରୁ ସାଧାରଣ ଲୋକେ […]
Read More Text.