ମାର୍ଚ୍ଚ ୭ରୁ ବଳାଙ୍ଗୀ ସାଂସ୍କୃତିକ ଜାଗରଣ ଯାତ୍ରା
୩ଦିନ ଧରି ଜିଲ୍ଲା ପରିକ୍ରମା କରିବ ମହାରାଜା ଶ୍ରୀରାମଚନ୍ଦ୍ର ଜ୍ୟୋତିରଥ ବାରିପଦା: ମୟୁରଭଞ୍ଜ ଜିଲ୍ଲାରେ ଓଡ଼ିଆ ଭାଷା ସାହିତ୍ୟ କଳା ସଂସ୍କୃତି ଐତିହ୍ୟ ଏବଂ ପର୍ଯ୍ୟଟନର ବିକାଶ ପାଇଁ 2003 ମସିହାରୁ ବାରିପଦାର ବୁଢା ବଳଙ୍ଗ, ଚିପଟ ଏବଂ ଇଟାଯୋଡ଼ି ନଦୀର ତ୍ରିବେଣୀ ସଙ୍ଗମ ସ୍ଥଳରେ ଅନୁଷ୍ଠିତ ହୋଇ ଆସୁଥିବା ବଳାଙ୍ଗୀ ମହୋତ୍ସବ କମିଟି ପକ୍ଷରୁ ବିଗତ 9 ବର୍ଷ ଧରି ଜିଲ୍ଲାର ଚାରିଟି ଯାକ ଉପଖଣ୍ଡର ଅଧିବାସୀଙ୍କ ମଧ୍ୟରେ ସାଂସ୍କୃତିକ ସମନ୍ୱୟ ରକ୍ଷା ଏବଂ ଭାଇଚାରାର […]
Read More Text.