Onn 3

୬୯ କିଲୋଗ୍ରାମ ସୁନା, ୩୩୬ କିଲୋଗ୍ରାମ ରୁପାରେ ନିର୍ମିତ ହେଲା ଗଣେଶ ମୂର୍ତ୍ତି

ମୁମ୍ବାଇ: ରାତି ପାହିଲେ ଗଣେଶ ଚତୁର୍ଥୀ । ଏନେଇ ସବୁଆଡ଼େ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ରାସ୍ତାଘାଟଠାରୁ ଆରମ୍ଭ କରି ପୂଜା ମଣ୍ଡପଗୁଡ଼ିକ ଆଲୋକମାଳାରେ ଝଲସୁଛି । ଆଖି ଝଲସିଲା ପରି ତୋରଣ ବି ନିର୍ମାଣ କରାଯାଇଛି । ମୁମ୍ବାଇର ଜିଏସବି ସେବା ମଣ୍ଡଳ ସବୁଠାରୁ ଦାମୀ ଗଣେଶ ମୂର୍ତ୍ତି ସ୍ଥାପନ କରିଛିି । ଏହା ମୁମ୍ବାଇର ସବୁଠାରୁ ଧନୀ […]

Read More Text.
Onn 3

ଆଜି ପାଳନ ହେଉଛି ପବିତ୍ର ବିଶ୍ୱକର୍ମା ପୂଜା

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ୍ ଆଜିର ଦିନରେ ପୂରା ଦେଶରେ ବିଶ୍ୱକର୍ମା ଜୟନ୍ତୀ ପାଳନ ହେଉଛି । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କର କୂଳଦେବତା ହେଉଛନ୍ତି ବିଶ୍ୱକର୍ମା । ପ୍ରତ୍ୟକ ବର୍ଷ ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତୀ ଦିନ ବିଶ୍ୱକର୍ମାଙ୍କ ପୂଜା କରାଯାଏ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ସେ ସୃଷ୍ଟି ସର୍ଜନା କରିଥିଲେ । ସେ ସକଳ ଶିଳ୍ପକଳାର ଜନକ । ପ୍ରାଚୀନ […]

Read More Text.
Onn 3

ଉତ୍ତରଓଡିଶାର ସର୍ବବୃହତ ଗଣେଶ ପୂଜା ଏବଂ ମେଳା

ପୂଜା ପାଇବେ ରୁଦ୍ରାକ୍ଷ୍ୟ ରେ ନିର୍ମିତ ୧୫ଫୁଟ ରୁ ଅଧିକ ଉଚ୍ଚ ଗଣେଶ ବାରିପଦା: ବାରିପଦାରେ ପୂଜା ପାର୍ବଣ ବେଶ ଧୂମଧାମରେ ପାଳନ ହୋଇଥାଏ | ଠିକ ଯେମିତି ନୂତନ ସମ୍ଭାର ନେଇ ଆସୁଛି ଚଳିତ ବର୍ଷର ଗଣେଶ ଚତୁର୍ଥୀ| ବାରିପଦା ତୁଳସୀଚଉରା “ଫ୍ରେଣ୍ଡସ ୟୁନିଅନ”କ୍ଲବ ଆନୁକୂଲ୍ୟରେ ଏଥର ଉତ୍ତର ଓଡ଼ିଶାର ସର୍ବବୃହତ ଗଣେଶ ପୂଜା ଅନୁଷ୍ଠିତ ହେବାକୁ ଯାଉଅଛି| 50000 ରୁ ଉର୍ଦ୍ଧ ରୁଦ୍ରାକ୍ଷ୍ୟ ସାଙ୍ଗକୁ ଢୋଲ ବାଜା ରେ ନିର୍ମିତ 60 ଫୁଟ ରୁ […]

Read More Text.
Onn 3

ଜିଲ୍ଲାସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାଶିକ୍ଷା କାଯ୍ୟାଳୟ ତରଫରୁ ମହାରାଜା କୃଷ୍ନଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜ୍ଞାନ ରଞ୍ଜନ ଆଚାର୍ଯ୍ୟ ଙ୍କ ସଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏମକେସି ହାଇସ୍ଲୁଲ ର ପ୍ରଧାନଶିକ୍ଷକ ବାସନ୍ତୀ ଟୁଡୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ର ଜିଲ୍ଲା ଶିକ୍ଷା ଅଧକାରୀ ନିତ୍ୟାନନ୍ଦ ବାରିକ ମୁଖ୍ୟ ଅତିଥିଭାବେ ଯୋଗଦେଇ ସାମ୍ରତିକ ସମୟରେ ବିଜ୍ଞାନଭିତ୍ତିକ ନାଟକର ଉପଯୋଗିତା ସମର୍କରେ ଆଲକପାତ […]

Read More Text.
Onn 3

ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି  । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି  । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ପୂଜାପଣ୍ଡା ସେବକ ମାନେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ  ଆଜ୍ଞାମାଳ […]

Read More Text.
Onn 3

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର : ନୃତ୍ୟ ସଙ୍ଗୀତରେ ଆମର ଶାସ୍ତ୍ରୀୟ ପରମ୍ପରାର ସଚେତନତା ସୃଷ୍ଟି କରିବା ଓ ତାହାକୁ ବଜାୟ ରଖିବାର ଲକ୍ଷ୍ୟ ନେଇ ଉଦ୍‌ଘାଟିତ ହେଲା ୨୯ତମ ଓଏମସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ । ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଆୟୋଜିତ ହୋଇଛି ଏହି ଉତ୍ସବ । ଏହି କାର୍ଯ୍ୟକ୍ରମ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟେକ ସନ୍ଧ୍ୟାର […]

Read More Text.
Onn 3

ଆଜି ପବିତ୍ର ଜନାଷ୍ଟମୀ, ଅର୍ଦ୍ଧରାତ୍ରିର ଅମୃତ ବେଳାରେ ଜନ୍ମ ନେବେ ଶ୍ରୀକୃଷ୍ଣ

ଭୁବନେଶ୍ୱର: ଆଜି ପବିତ୍ର ଜନାଷ୍ଟମୀ । ଆଜି ଅର୍ଦ୍ଧରାତ୍ରିର ଅମୃତ ବେଳାରେ ଜନ୍ମ ନେବେ ଶ୍ରୀ କୃଷ୍ଣ । କିମ୍ବଦନ୍ତୀ ଅନୁସାରେ, ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ ଶ୍ରୀକୃଷ୍ଣ, ଦେବକୀ ଓ ବସୁଦେବଙ୍କ ପୁତ୍ର ଭାବେ ମଥୁରାରେ ଜନ୍ମ ଗ୍ରହଣ କରିଥିଲେ । ଏହି ତିଥିର ରାତ୍ରିରେ କୃଷ୍ଣଙ୍କୁ ଧ୍ୟାନ କଲେ, ତାଙ୍କ ନାମ ନେଇ ମନ୍ତ୍ର ଜପ କଲେ, ସାଂସାରିକ ମୋହମାୟା ଜନିତ ଆସକ୍ତି ଦୂର ହୁଏ ବୋଲି ବିଶ୍ୱାସ ରହିଛି । ତେଣୁ […]

Read More Text.
Onn 3

ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ

ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ମାହାଲ ଦେବାକୁ ପଡ଼ିବ । ରୋଷଘର ଦର୍ଶନ, ରୋହିଣୀ କୁଣ୍ଡରୁ ଜଳ […]

Read More Text.
Onn 3

ରାକ୍ଷୀ ପିନ୍ଧିଲେ ମହାପ୍ରଭୁ, ପାଳନ ହୋଇଛି ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଵିଶାଳ ଓ ସ୍ୱତନ୍ତ୍ର ରାକ୍ଷୀକୁ ବଡ଼ ଭାଇ ବଳଭଦ୍ର ଓ ମହାପ୍ରଭୁ ଜଗନ୍ନାଥଙ୍କ ବାହୁରେ ବାନ୍ଧିଛନ୍ତି ମାଆ ସୁଭଦ୍ରା । ମଧ୍ୟାହ୍ନ ଧୂପ ନୀତି ବଢିବା ପରେ ସିଂହାରୀ ସେବକଙ୍କ ଦ୍ୱାରା ରକ୍ଷା ବନ୍ଧନ […]

Read More Text.
Onn 3

୨୦ବର୍ଷରେ ପଦାର୍ପଣ କଲା ନିଆରା ଜଙ୍ଗଲ ରକ୍ଷା ବନ୍ଧନ ଉତ୍ସବ

ବାରିପଦା: ସାଂସ୍କୃତିକ ତଥା ପାରମ୍ପରିକ ଉତ୍ସବ ମାଧ୍ୟମରେ ଜଙ୍ଗଲ ଓ ପରିବେଶ ସୁରକ୍ଷାର ଏହି ନିଆରା ପରମ୍ପରା ଜଙ୍ଗଲ ରକ୍ଷା ବନ୍ଧନ ଉତ୍ସବ ୨୦୦୪ ସେ ମସିହାରୁ ମୟୂରଭଞ୍ଜ ଜିଲାରୁ ଆରମ୍ଭ କରାଯାଇଥିଲା । ଭାରତୀୟ ସଂସ୍କୃତିରେ ରକ୍ଷାବନ୍ଧନ ଉତ୍ସବ ଏକ ସ୍ବତନ୍ତ୍ର ମୂଲ୍ୟ ବହନ କରେ । ଆବାହମାନ କାଳରୁ ଚାଲି ଆସିଥିବା ଏହି ପରମ୍ପରାକୁ ଜଙ୍ଗଲ ସୁରକ୍ଷା ପାଇଁ ଆଗଭର ଥିବା ଲୋକମାନଙ୍କ ମାଧ୍ୟମରେ ଆଦୃତ କରି ନିକଟବର୍ତ୍ତୀ ଜଙ୍ଗଲରେ ଗଛକୁ ରାକ୍ଷୀ ବାନ୍ଧିବାର […]

Read More Text.