Onn 3

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ

ଆଗରପଡ଼ା:ରଘୁନାଥ ମିଶ୍ର,ନୀଳମାଧବ ସିଂହ,ଅଶୋକ ରଣା,ପ୍ରଶାନ୍ତ ସାହୁ,ଲକ୍ଷ୍ମଣ ଗୁପ୍ତା,ସଂଜୟ ନାୟମ ପ୍ରମୁଖଙ୍କ ପ୍ରଚେଷ୍ଠାରେ ରୁରୁପୂର୍ଣ୍ଣିମା ଦିବସରେ ପ୍ରତିଷ୍ଠିତ ଆଗରପଡ଼ା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁପୂର୍ଣ୍ଣିମା ଓ ବ୍ୟାସ ପୂର୍ଣ୍ଣିମା ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିର ସଭାପତି ଭାଗବତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ତଥା ବିଶିଷ୍ଟ ପାଲା ଗାୟକ ବସନ୍ତ ସ୍ୱାଇଁ ଯୋଗ ଦେଇ ଗୁରୁ ପୂର୍ଣ୍ଣିମାର ମାହାତ୍ମ୍ୟ ବିଷୟରେ ଶିଶୁମାନଙ୍କୁ କହିଥିଲେ । ଅନ୍ୟତମ ଅତିଥି ଭାବେ ପ୍ରତିଭା […]

Read More Text.
Onn 3

ଆଜି ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ ମହାପ୍ରଭୁ

ଆଜି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେ ପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି ରହିଛି। ଅଭିମାନ କରିଥିବା ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଜଗନ୍ନାଥ ମନାଇବାର ପରମ୍ପରା ରହିଛି। ରସଗୋଲା ଖାଇବା ପରେ ମହାଲକ୍ଷ୍ମୀ ସିଂହଦ୍ୱାର ଖୋଲିବେ। ଏଥର ରୂପା ଛାଉଣୀ ହୋଇଥିବା ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ […]

Read More Text.
Onn 3

ପାରଳାଖେମୁଣ୍ଡି ରେ ରଥ ଉପରେ ତିନି ଠାକୁରଙ୍କ ସୁନାବେଶ ଦେଖିବା ପାଇଁ ଭକ୍ତ ଙ୍କ ସମାଗମ

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ତିନି ଠାକୁରଙ୍କ ରଥ ଉପରେ ସୁନା ବେ ସ ରେ ଝଲିସି ଉଠିଥିଲେ ତୀ ନି ଠାକୁରପବିତ୍ର ହରି ଶୟନ ଏକ।ଦସୀ ତିଥି ରେ ସୁନା ବେଶ ରେ ଦର୍ଶନ ଦେଇଛନ୍ତି। ସୁନା ବେଶ ଦର୍ଶନ କରିବା ସକାଶେ ପୁର ପଲ୍ଲୀ ରୁ ଭକ୍ତ ଙ୍କ ସୁଅ ଛୁଟି ଥିଲା। ପାଗ ଅନୁକୂଳ ଥିବାରୁ ସନ୍ଧ୍ୟା ଆଳତୀ ଓ ତୀନି ଠାକୁର ଙ୍କ ସୁନାବେଶ ଦେଖିବ। ସକ।ସେ […]

Read More Text.
Onn 3

ଶ୍ରୀଜିଉଙ୍କ ଅଧରପଣା ନୀତି ସଂପନ୍ନ

ପୁରୀ: ଶ୍ରୀଜିଉଙ୍କୁ ଲାଗି ହେଲା ଅଧର ପଣା । ତିନି ରଥ ଉପରେ ଭଙ୍ଗାଗଲା ଅଧର ହାଣ୍ଡି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ପଣାକୁ ଶ୍ରୀବିଗ୍ରହଙ୍କ ଅଧର ପର୍ଯ୍ୟନ୍ତ ନିର୍ମିତ ତିନିଟି ଲେଖାଏଁ ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥିଲା । ସିଂହଦ୍ୱାର ସମ୍ମୁଖ ଛାଉଣୀମଠର କୂଅରୁ ପାଣିଆ ଆପଟ ସେବକମାନେ ବାଘମୁଖା ପିନ୍ଧି ପଣା ପାଇଁ ପାଣି ଯୋଗାଇଥିଲେ । ପରେ ପତ୍ରିବଡୁ, ସୁଆର ବଡ଼ୁ, ଗରାବଡୁ ସେବକ ତିନିରଥରେ ପଣା ପ୍ରସ୍ତୁତ କରିବା ସହ ପୂଜାପଣ୍ଡା […]

Read More Text.
Onn 3

ରୂପାରେ ଆଚ୍ଛାଦିତ ହେଲା ସିଂହଦ୍ୱାର

ପୁରୀ: ଶ୍ରୀମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର ସିଂହଦ୍ୱାର ରୂପା ଛାଉଣୀରେ ଆଚ୍ଛାଦିତ ହେବା କାମ ଶେଷ ହୋଇଛି। ଭାଇ-ଭଉଣୀ ମନ୍ଦିର ଭିତରେ ପ୍ରବେଶ କରିବା ପୂର୍ବରୁ ଶେଷ ହୋଇଛି କାମ। ମୁମ୍ବାଇରୁ ଆସିଥିବା କାରିଗରମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ କରିଥିଲେ। ପ୍ରାଚୀନ ଉତ୍କଳୀୟ ସ୍ଥାପତ୍ୟ ଅନୁସାରେ ରୂପା କଳସ ନିର୍ମାଣ କରାଯାଇଛି ସିହଂଦ୍ୱାରରେ। ଏଥିପାଇଁ ମୁମ୍ବାଇର ଜଣେ ଶ୍ରୀଜଗନ୍ନାଥ ଭକ୍ତ ୫୦୦ କିଲୋ ରୂପା ଦାନ କରିଥିଲେ। ସିଂହଦ୍ୱାରରେ ହୋଇଥିବା ଏହି କାମ କରିବାର […]

Read More Text.
Onn 3

ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବାରିପଦା: ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଶ୍ରୀ ରାଧାମୋହନଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଜଗନ୍ନାଥ ଭକ୍ତ ସମାଜ ଆନୁକୂୂୂୁଲ୍ୟରେ ଗତ ୨୩ ତାରିଖରୁ ଚାଲିଥିବା ମାନବଧର୍ମ ସଂପର୍କୀୟ,ଆଧ୍ୟାତ୍ନିକ ପ୍ରବଚନ ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନସ କେଳି କଲୋ୍ଲଳ ପଣ୍ଡିତ ହୃଦାନନ୍ଦ ସାହୁ ଶ୍ରୀରାମଚରିତ ମାନସର ଭରତଚରିତ୍ର ଉପରେ ତାତ୍ତକ ପ୍ରବଚନଦେଇଥିବାବେଳେ ଜଗନ୍ନାଥ ସଂସ୍କୃତି ଗବେଷକ ଭାଗବତ ପଣ୍ଡା ଶ୍ରୀ ଜଗନ୍ନାଥଙ୍କ ମାନବୀୟ ଲୀଳା ଉପରେ ବିଭିନ୍ନ ଭକ୍ତ ଚରିତ୍ର ତଥା ସ୍କନ୍ଦ ପୁରାଣ […]

Read More Text.
Onn 3

ରଥଉପରେ ଶ୍ରୀଜିଉଙ୍କ ସୁନାବେଶ, ରାତି ୧୨ଟା ପର୍ଯ୍ୟନ୍ତ ଦେବେ ଦର୍ଶନ

ପୁରୀ : ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶ(ବଡ଼ତଢ଼ାଉ ବେଶ)ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମହାପ୍ରଭୁଙ୍କ ଏହି ବିରଳ ବେଶ ଦର୍ଶନ କରି ଲକ୍ଷାଧିକ ଭକ୍ତ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରଶାସନ ପକ୍ଷରୁ ବ୍ୟବସ୍ଥିତ ବେରିକେଡରେ ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ବିଗ୍ରହ। ରାତି ୧୨ଟା ଯାଏଁ ଭକ୍ତମାନଙ୍କୁ […]

Read More Text.
Onn 3

ସିଂହଦ୍ୱାର ନିକଟରେ ଲାଗିଲା ତିନି ରଥ

ପୁରୀ: ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ପହଣ୍ଡି ଓ ରଥଟଣା ହୋଇଥିଲା । ୫ ଲକ୍ଷରୁ ଅଧିକ ଭକ୍ତ ବାହୁଡା଼ ଯାତ୍ରା ରୁଣ୍ଢ ହୋଇଥିଲେ । ସୁରକ୍ଷା ଦୃଷ୍ଟିରୁ ୧୭୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ହଜାରେରୁ ଅଧିକ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିଲା । ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ପରେ ରାମକୃଷ୍ଣ ଓ ମଦନମୋହନ ରଥକୁ ବିଜେ କରିଥିଲେ । ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀନଅରରୁ  ମେହେନାରେ ଆସି ଛେରାପହଁରା କରିଥିଲେ । ଅପରାହ୍ନ ୧୨.୫୪ରେ […]

Read More Text.
Onn 3

ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ ଆରମ୍ଭ ହେବ କାମ। […]

Read More Text.
Onn 3

ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଆରମ୍ଭ ହେଲା ରଥଟଣା

ପୁରୀ: ଶରଧାବାଲି ଛାଡିଲେ ତିନି ଠାକୁର । ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଶେଷ ହୋଇଥିଲା ନୀତିକାନ୍ତି । ସଅଳ ସଅଳ ଶ୍ରୀମନ୍ଦିର ଅଭିମୁଖେ ବାହାରି ପଡିଥିଲେ ତିନି ଦିଅଁ । ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳକୁ ଆରମ୍ଭ ହୋଇଥିଲା ରଥଟଣା । ପ୍ରଥମେ ତାଳଧ୍ୱଜ ଶରଧାବାଲି ଛାଡି ସିଂହଦ୍ୱାର ଅଭିମୁଖେ ବାହାରିଥିଲା । ବଡଭାଇଙ୍କ ପଛେ ପଛେ ବାହାରିଥିଲେ ମା’ ସୁଭଦ୍ରା । ସମସ୍ତଙ୍କୁ ଛାଡି ସାରିବା ପରେ ବାହାରିଥିଲେ କାଳିଆ ଠାକୁର । ଘଣ୍ଟଘଣ୍ଟା, […]

Read More Text.