Onn 3

ତିନି ଦିଅଁ ଙ୍କ କାଞ୍ଚି ବିଜୟ ବେଶରେ ଭକ୍ତ ଙ୍କୁ ଦର୍ଶନ

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଠାରେ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ରୁ ତିନି ଠାକୁର ଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହୋଇ ମାଉସୀମା ମନ୍ଦିର ରେ ପହଞ୍ଚିବା ପରେ ତିନି ଦିଅଁ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁ , ବଡ ଠାକୁର ପ୍ରଭୁ ବଳଭଦ୍ର , ମା ସୁଭଦ୍ରା ମାଉସୀମା ମନ୍ଦିର ଠାରେ ପ୍ରତ୍ୟେକ ଦିନ ବିଭିନ୍ନ ବେଶରେ ସୁସଜିତ ହୋଇ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି । ଆଜି ତିନି ଠାକୁର ମଙ୍ଗଳବାର କାଞ୍ଚି […]

Read More Text.
Onn 3

କଲ୍କିକୀ ଅବତାରରେ ଠାକୁରଙ୍କୁ ଦର୍ଶନ କଲେ ଭକ୍ତ

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଗୁଣ୍ଡିଚା ବାଡ଼ି ଠାରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ପ୍ରଭୁ ଶ୍ରୀ ବଳଭଦ୍ରଙ୍କୁ କଲ୍କକୀ ଅବତାରରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି।ଠାକୁରଙ୍କ ଏହି ଅବତାର ଦେଖିବା ପାଇଁ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଶତାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତ ମାନେ ନଡ଼ିଆ କଦଳୀ, ଫୁଲ ଦୀପ ଧରି ଠାକୁରଙ୍କୁ ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିଥିଲେ। ପାଗ ଅନୁକୂଳ ହୋଇ ଥିବାରୁ ଆଖ ପାଖର ପୁରପଲ୍ଲୀରୁ […]

Read More Text.
Onn 3

ସରିଲା ଆଡପ ଦର୍ଶନ, ଆସନ୍ତାକାଲି ବାହୁଡା ଯାତ୍ରା

ପୁରୀ: ଆଡ଼ପମଣ୍ଡପ ମଣ୍ଡପରେ ଚଳିତବର୍ଷର ଶେଷ ଦର୍ଶନ ଦେଲେ ମହାପ୍ରଭୁ ।ଜନ୍ମବେଦୀରେ ନବମୀ ତିଥିରେ ଶ୍ରୀଜୀଉଙ୍କ ସନ୍ଧ୍ୟାଦର୍ଶନ କଲେ ଲକ୍ଷାଧିକ ଭକ୍ତ,ଶ୍ରଦ୍ଧାଳୁ । ସନ୍ଧ୍ୟା ଦର୍ଶନ ଅବଧିକୁ ନେଇ ଅସନ୍ତୋଷ ଦେଖାଦେଇଥିବା ବେଳେ ଆସନ୍ତାକାଲି ବାହୁଡା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।ସେପଟେ ଦୀର୍ଘଦିନ ପରେ ଆଡ଼ପମଣ୍ଡପରେ ଗଜପତି ଦିବ୍ୟସିଂହ ଦେବ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି  ଭାବବିହ୍ଵଳ ହୋଇ ପଡ଼ିଛନ୍ତି ମହାପ୍ରଭୁ । ଆସନ୍ତାକାଲି ବାହୁଡା । ଶ୍ରୀମନ୍ଦିର ଫେରିଯିବେ ମହାପ୍ରଭୁ । […]

Read More Text.
Onn 3

କୃଷ୍ଣ ଓ ବଳ ରାମ ଅବତାରରେ ଠାକୁରଙ୍କୁ ଦର୍ଶନ କଲେ ଭକ୍ତ

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଗୁଣ୍ଡିଚା ବାଡ଼ି ଠାରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ପ୍ରଭୁ ଶ୍ରୀ ବଳଭଦ୍ରଙ୍କୁ କୃଷ୍ଣ ଓ ବଳରାମ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ଠାକୁରଙ୍କ ଏହି ଅବତାର ଦେଖିବା ପାଇଁ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଶତାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତ ମାନେ ନଡ଼ିଆ କଦଳୀ, ଫୁଲ ଦୀପ ଧରି ଠାକୁରଙ୍କୁ ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିଥିଲେ। ପାଗ ଅନୁକୂଳ ହୋଇ ଥିବାରୁ ଆଖ […]

Read More Text.
Onn 3

ତିନି ଦିଅଁ ଙ୍କ ବିଭିନ୍ନ ବେଶରେ ଭକ୍ତ ଙ୍କୁ ଦର୍ଶନ

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଠାରେ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ରୁ ତିନି ଠାକୁର ଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହୋଇ ମାଉସୀମା ମନ୍ଦିର ରେ ପହଞ୍ଚିବା ପରେ ତିନି ଦିଅଁ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁ , ବଡ ଠାକୁର ପ୍ରଭୁ ବଳଭଦ୍ର , ମା ସୁଭଦ୍ରା ମାଉସୀମା ମନ୍ଦିର ଠାରେ ସାତ ଦିନରେ ସାତ ବେଶରେ ସୁସଜିତ ହୋଇ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି । ଗତକାଲି ରବିବାର ନୃସିଂହ ବରାହ ଅବତାର […]

Read More Text.
Onn 3

ବାମନ ଓ ପର୍ଶୁରାମ ଅବତାରରେ ଠାକୁରଙ୍କୁ ଦର୍ଶନ କଲେ ଭକ୍ତ

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଗୁଣ୍ଡିଚା ବାଡ଼ି ଠାରେ ପ୍ରଭୁ ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କୁ ବାମନ ଓ ପର୍ଶୁରାମ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ଠାକୁରଙ୍କ ଏହି ଅବତାର ଦେଖିବା ପାଇଁ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା। ଭକ୍ତ ମାନେ ନଡ଼ିଆ କଦଳୀ, ଫୁଲ ଦୀପ ଧରି ଠାକୁରଙ୍କୁ ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିଥିଲେ। ପାଗ ଅନୁକୂଳ ହୋଇ ଥିବାରୁ ଆଖ ପାଖର ପୁରପଲ୍ଲୀରୁ […]

Read More Text.
Onn 3

ତିନି ଦିଅଁ ଙ୍କ ବିଭିନ୍ନ ବେଶରେ ଭକ୍ତ ଙ୍କୁ ଦର୍ଶନ

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଠାରେ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ରୁ ତିନି ଠାକୁର ଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହୋଇ ମାଉସୀମା ମନ୍ଦିର ରେ ପହଞ୍ଚିବା ପରେ ତିନି ଦିଅଁ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁ , ବଡ ଠାକୁର ପ୍ରଭୁ ବଳଭଦ୍ର , ମା ସୁଭଦ୍ରା ମାଉସୀମା ମନ୍ଦିର ଠାରେ ସାତ ଦିନରେ ସାତ ବେଶରେ ସୁସଜିତ ହୋଇ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି । ଗତକାଲି ଶୁକ୍ରବାର ତିନି ଦିଅଁ ମତ୍ସ୍ୟ […]

Read More Text.
Onn 3

ଆଜି ପାଳିତ ହେବ ହେରାପଞ୍ଚମୀ ନୀତି

ପୁରୀ:ମହାଲକ୍ଷ୍ମୀଙ୍କୁ ଛାଡି ଜଗନ୍ନାଥ ମହାପ୍ରଭୁ ଭାଇ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମିକ ଯାତ୍ରା କରିଛନ୍ତି । ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ମହାଲକ୍ଷ୍ମୀ । ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଆସନ୍ତି ଲକ୍ଷ୍ମୀ । ହେଲେ ନଅଦିନ ଯାତ୍ରା ଶେଷ ନହେବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିରକୁ ଫେରିବେ ନାହିଁ ବୋଲି ମହାଲକ୍ଷ୍ମୀଙ୍କୁ କହିଛନ୍ତି । ଏଥିରେ ରାଗିଛନ୍ତି ମହାଲକ୍ଷ୍ମୀ । ଫେରିଗଲା ବେଳେ ରାଗରେ ମହାପ୍ରଭୁଙ୍କ ରଥ ଭାଙ୍ଗି ଦେଇଯାଆନ୍ତି । ଏହିପର […]

Read More Text.
Onn 3

ନୃସିଂହ ଓ ବରାହ ଅବତାରରେ ଦର୍ଶନ ଦେଲେ ଠାକୁର

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଗୁଣ୍ଡିଚା ବାଡ଼ି ଠାରେ ପ୍ରଭୁ ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥ ବରାହ ଓ ନୃସିଂହ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ଠାକୁରଙ୍କ ଏହି ଅବତାର ଦେଖିବା ପାଇଁ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା। ଭକ୍ତ ମାନେ ନଡ଼ିଆ କଦଳୀ, ଫୁଲ ଦୀପ ଧରି ଠାକୁରଙ୍କୁ ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିଥିଲେ। ପାଗ ଅନୁକୂଳ ହୋଇ ଥିବାରୁ ଆଖ ପାଖର ପୁରପଲ୍ଲୀରୁ […]

Read More Text.
Onn 3

ସାହିତ୍ୟ ଅକାଦେମି ପକ୍ଷରୁ ଘୋଷଣା ହେଲା ବାଲ୍ ସାହିତ୍ୟ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦୨୩ ବର୍ଷ ପାଇଁ ଆଜି ସାହିତ୍ୟ ଅକାଦେମି ପକ୍ଷରୁ ବାଲ୍ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି | ଚଳିତବର୍ଷ ୨୨ଟି ଭାଷାରେ ପ୍ରକାଶିତ ଶିଶୁସାହିତ୍ୟ ସମ୍ବଳିତ ପୁସ୍ତକ ପାଇଁ ପୁରସ୍କାର ଘୋଷଣା କରାଯାଇଛି | ଓଡ଼ିଆ ଭାଷାରେ ପ୍ରକାଶିତ ଯୁଗଳ କିଶୋର ଷଡ଼ଙ୍ଗୀଙ୍କ ଲିଖିତ  ‘ଜେଜେଙ୍କ ଗପ ଗଣ୍ଠିଲି'(କ୍ଷୁଦ୍ର ଗଳ୍ପ)କୁ ବାଲ୍ ସାହିତ୍ୟ ପୁରସ୍କାର ମିଳିବ ବୋଲି ଅକାଦେମି ପକ୍ଷରୁ ଘୋଷଣା କରାଯାଇଛି | ଲେଖକ ଯୁଗଳ କିଶୋର ଷଡ଼ଙ୍ଗୀଙ୍କୁ ପୁରସ୍କାର ବାବଦକୁ ଏକ ତାମ୍ରଫଳକ […]

Read More Text.