Img 20240419 Wa0263

ଶ୍ରୀ ଶ୍ରୀ ଶିରିଡି ସାଇ ସତସଙ୍ଗ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାରିପଦା: ସ୍ଥାନୀୟ ଭଂଜପୁର ଜଗଦ୍ଧାତ୍ରୀ ମେଳା ପଡିଆରେ ୧୩ ତମ ଶ୍ରୀ ଶ୍ରୀ ଶିରିଡି ସାଇ ସତସଙ୍ଗ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ଆୟୋଜକ କମିଟିର ସଭାପତି ପୁରୁଷୋତ୍ତମ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପ ସଭାପତି ତଥା ପୂର୍ବତନ କାଉନସିଲର ଦେବାଶିଷ ଦାସ, ସାଧାରଣ ସମ୍ପାଦକ ବେଣୁଧର ମହାନ୍ତ, ଉପଦେଷ୍ଟା ସତ୍ୟନାରାୟଣ ଜୀ, ସହ ସମ୍ପାଦକ ପଦ୍ମଲୋଚନ ମହାନ୍ତ କୋଷାଧକ୍ଷ ଅବନୀ ଷଢଙ୍ଗୀ ତଥା ମୁଖ୍ୟ ଆୟୋଜକ କୁନା ବେଜ […]

Read More Text.
Img 20240418 Wa0244

ମୟୁରଭଞ୍ଜ ବାଲିମେଳା ବଳାଙ୍ଗୀ ମହୋତ୍ସବ ଉଦଯାପିତ

କଳା ସଂସ୍କୃତିର ଅବକ୍ଷୟକୁ ନରୋକିଲେ ସାମାଜିକ ଏବକ୍ଷୟ ଅବଶ୍ୟମ୍ଭାବି ବଳାଙ୍ଗୀ ମହୋତ୍ସବ ଜିଲ୍ଲାରେ ଏକ ସାଂସ୍କୃତିକ ଆନ୍ଦୋଳନ ର ନେତୃତ୍ୱ ନେଉଛି ବାରିପଦା : ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଠାରୁ ବାରିପଦା ଠାରେ ଆରମ୍ଭ ହୋଇଥିବା ମୟୁରଭଞ୍ଜର ମହାନ ଗଣପର୍ବ ବଳାଙ୍ଗୀ ମହୋତ୍ସବ ଗୁରୁବାର ସନ୍ଧ୍ୟାରେ ଉଦଯାପିତ ହୋଇ ଯାଇଛି | ମହୋତ୍ସବ କମିଟିର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି […]

Read More Text.
Img 20240417 Wa0322

ବଳାଙ୍ଗୀ ମହୋତ୍ସବର ଚତୁର୍ଥ ସଂନ୍ଧ୍ୟା, ଝୁମର ନୃତ୍ୟରେ ଝୁମିଲେ ଦର୍ଶକ

ବାରିପଦା: ବାରିପଦା ଠାରେ ଆରମ୍ଭ ହୋଇଥିବା ମୟୁରଭଞ୍ଜର ମହାନ ଗଣପର୍ବ ବଳାଙ୍ଗୀ ମହୋତ୍ସବର ଆଜି ଚତୁର୍ଥ ସନ୍ଧ୍ୟାରେ ବଳାଙ୍ଗୀ ଟେଲେଣ୍ଟ ହଣ୍ଟ ନୃତ୍ୟ ପ୍ରତିଯୋଗିତାର ଗ୍ରୁପ ବିଭାଗର ଫାଇନାଲ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି | ଅଡିସନ ରାଉଣ୍ଡ ରେ ଉତୀର୍ଣ୍ଣ ପ୍ରତିଯୋଗୀ ମାନେ ଫାଇନାଲ ରାଉଣ୍ଡ ରେ ନୃତ୍ୟ ପ୍ରଦର୍ଶନ କରିଥିବା ବେଳେ, ବିଚାରକ ଭାବରେ ଭୁବନେଶ୍ୱରରୁ ବିଶିଷ୍ଟ କରିଓ ଗ୍ରାଫର ମାଷ୍ଟର ସିମନ ଏବଂ ମୁମ୍ବାଇରୁ କରିଓଗ୍ରାଫର ମାଷ୍ଟର ଅଜିତ ଯୋଗଦେଇ ପିଲା […]

Read More Text.
Img 20240416 Wa0214

ବଳାଙ୍ଗୀ ମହୋତ୍ସବର ତୃତୀୟ ସଂନ୍ଧ୍ୟା, ଝୁମର ନୃତ୍ୟରେ ଝୁମିଲେ ଦର୍ଶକ

ବାରିପଦା: ବାରିପଦା ଠାରେ ଆରମ୍ଭ ହୋଇଥିବା ମୟୁରଭଞ୍ଜର ମହାନ ଗଣପର୍ବ ବଳାଙ୍ଗୀ ମହୋତ୍ସବର ଆଜି 3ୟ ସନ୍ଧ୍ୟାରେ ବଳାଙ୍ଗୀ ଟେଲେଣ୍ଟ ହଣ୍ଟ ନୃତ୍ୟ ପ୍ରତିଯୋଗିତାର ସିନିୟର ବିଭାଗର ଫାଇନାଲ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି | ଅଡିସନ ରାଉଣ୍ଡ ରେ ଉତୀର୍ଣ୍ଣ ପ୍ରତିଯୋଗୀ ମାନେ ଫାଇନାଲ ରାଉଣ୍ଡ ରେ ନୃତ୍ୟ ପ୍ରଦର୍ଶନ କରିଥିବା ବେଳେ, ବିଚାରକ ଭାବରେ ଭୁବନେଶ୍ୱରରୁ ବିଶିଷ୍ଟ କରିଓ ଗ୍ରାଫର ମାଷ୍ଟର ସିମନ ଏବଂ ମୁମ୍ବାଇରୁ କରିଓଗ୍ରାଫର ମାଷ୍ଟର ଅଜିତ ଯୋଗଦେଇ ପିଲା […]

Read More Text.
Rukuna Rath 750x430

ଅଧାବାଟରେ ଅଟକିଲେ ପ୍ରଭୁ ଶ୍ରୀଲିଙ୍ଗରାଜ, ଆସନ୍ତାକାଲି ପୁଣି ଗଡ଼ିବ ରୁକୁଣା ରଥ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମଙ୍ଗଳବାର ସନ୍ଧ୍ୟାରେ ପାପନାଶିନୀ ଛକ ନିକଟରେ ଅଟକିଛି। ବିଧି ରହିଛି ସୂର୍ଯ୍ୟାସ୍ତ ପରେ ରଥ ଟଣା ହୁଏନି। ତେଣୁ ଅଧା ରାସ୍ତାରେରଥ ଅଟକିଛି। ଅଧଘଣ୍ଟା ବିଳମ୍ବରେ ନୀତିକାନ୍ତ ଆରମ୍ଭ ହୋଇ ଦେଢ଼ଘଣ୍ଟା ବିଳମ୍ବରେ ଗଡିଥିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ତେଣୁ, ଆଜି ଗୋଟିଏ ଦିନରେ ସମ୍ପୂର୍ଣ୍ଣ ରାସ୍ତା ଅତିକ୍ରମ କରିନାହିଁ। ଆସନ୍ତାକାଲି (ବୁଧବାର) ରଥର ନୀତିକାନ୍ତି ଓ ପୂଜାର୍ଚ୍ଚନା ହେବା ପରେ ପୁଣି ଦ୍ୱିପ୍ରହରରେ ରଥ ଗଡ଼ିବ […]

Read More Text.
Jagannath

ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ ନୀତି ପାଳିତ

ପୁରୀ : ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ । ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଛି । ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ମହାପ୍ରଭୁଙ୍କ ସକାଳ ଧୂପ ପରେ ଭଣ୍ଡାର ଘରୁ ଲୋକନାଥ ଦେବଙ୍କୁ ମହାଜନ ସେବକ ହାତରେ ଝୁଲଣ ମଣ୍ଡପ ତଳେ ଥିବା ପାଲିଙ୍କିରେ ବିଜେ କରାଯାଇଥିଲା । ପରେ ଲୋକନାଥଙ୍କୁ ପାଲିଙ୍କିରେ ଈଶାନେଶ୍ୱରଙ୍କ ମନ୍ଦିରକୁ ନିଆଯାଇଥିଲା । ସେଠାରେ ସମସ୍ତ ନୀତିକାନ୍ତି ଶେଷ […]

Read More Text.
Frw

ରାଜାରାଜୁଡ଼ା ଅମଳର ବାବା ଐଶ୍ବାନେଶ୍ବର ଶୈବପୀଠ ସମ୍ମୁଖରେ ପ୍ରସିଦ୍ଧ ଉଡାପର୍ବ ମହାସମାରୋହରେ ସଂପନ୍ନ; ୫୦ ହଜାରରୁ ଉର୍ଦ୍ଧ୍ବ ଜନ ସମାଗମ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବହୁ ପୁରାତନ ବାମନଘାଟୀଉପଖଣ୍ଡର ଗଢ ଗ୍ରାମରେ ପ୍ରସିଦ୍ଧ ବାବା ଐଶ୍ବାନେଶ୍ବରଙ୍କ ଶୈବ ପୀଠ ସମ୍ମୁଖରେ ରାଜାରୁଜୁଡା ଅମଳରୁ ୩୦୦ ବର୍ଷରୁ ଉର୍ଦ୍ଧ୍ବ ହେଵଭକ୍ତାଙ୍କ ପାରମ୍ପରିକ ଉଡା ପର୍ବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ଜୟ ଶଙ୍କର ମହାଦେବ କମିଟି ତରଫରୁ ଗତ ୧୧ ତାରିଖରୁ ରୀତିନୀତି ଅନୁସାରେ ପୂଜା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ପ୍ରଥମ ଦିନ ୧୧ ତାରିଖ ଗୁରୁବାର ଦିନ ପୂଣ୍ଯତୋୟା ଖଡଖାଈ ନଦୀରୁ ଶୁଭଘଟ ଅଣାଯାଇ ସ୍ଥାପନା କରାଯାଇଥିଲା ।୧୨ ତାରିଖ […]

Read More Text.
Img 20240415 Wa0216

ବଳାଙ୍ଗୀ ମହୋତ୍ସବର ଦ୍ଵିତୀୟ ସଂନ୍ଧ୍ୟା, ସମ୍ବଲପୁରୀ ଏବଂ ଡାଲଖାଇ ନୃତ୍ୟରେ ଝୁମିଲେ ଦର୍ଶକ

ବାରିପଦା: ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ପାଳନ ଉପଲକ୍ଷେ ବାରିପଦା ଠାରେ ଆରମ୍ଭ ହୋଇଥିବା ମୟୁରଭଞ୍ଜର ମହାନ ଗଣପର୍ବ ବଳାଙ୍ଗୀ ମହୋତ୍ସବର 2ୟ ସନ୍ଧ୍ୟାରେ ବଳାଙ୍ଗୀ ଟେଲେଣ୍ଟ ହଣ୍ଟ ନୃତ୍ୟ ପ୍ରତିଯୋଗିତାର ସବ ଜୁନିୟର ଏବଂ ଜୁନିୟର ବିଭାଗର ଫାଇନାଲ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି | ପ୍ରତିବିଭାଗରୁ 10ଜଣ ଲେଖାଏଁ ଉତୀର୍ଣ୍ଣ ପ୍ରତିଯୋଗୀ ମାନେ ନୃତ୍ୟ ପ୍ରଦର୍ଶନ କରିଥିବା ବେଳେ, ବିଚାରକ ଭାବରେ ଭୁବନେଶ୍ୱରରୁ ବିଶିଷ୍ଟ କରିଓ […]

Read More Text.
Odia 3

ବାଲୁକା କଳାରେ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ  ; ଆଜି ମହାବିଷୁବ ସଂକ୍ରାନ୍ତି ଏବେ ଉତ୍କଳୀୟ ନବବର୍ଷ ବା ଓଡିଆ ନବବର୍ଷ । ଏହି ଉପଲକ୍ଷେ ପୁରୀ ସ୍ୱର୍ଣ୍ମାଭ ବେଳାଭୂମିରେ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାକଳାରେ ମହାପ୍ରଭୁଙ୍କ ପ୍ରତିକୃତି ନିର୍ମାଣ କରିବା ସହ ଓଡିଆ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି।  ଜୟ ଜଗନ୍ନାଥ ସହ ODIA NEW YEAR ଲେଖି ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଆ ପରମ୍ପରା ଅନୁଯାୟୀ ବାଲୁକାରାଶିରେ ସୁଦର୍ଶନ ତୁଳସୀ ଚଉରା,ପଣା ପାଇଁ […]

Read More Text.
Tarini

ଆଜି ମା’ ତାରିଣୀଙ୍କ ବିଶ୍ୱ ପ୍ରସିଦ୍ଧ ଚଇତି ପର୍ବ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳିତ ହେଉଛି ମା’ ଙ୍କ ୮୮ତମ ଚଇତି ପର୍ବ । ଅବସରରେ ଆଜି ସକାଳ ୪ଟାରୁ ଦେହୁରୀ ମାନେ ମାଙ୍କୁ କ୍ଷୀର, ଳହୁଣୀ, ହଳଦି, ଚୁଆ, ଚନ୍ଦନ, ମହୁ ଲେପନ କରି ମାଜଣା କରିବା ପରେ ମାଙ୍କ ସ୍ନାନ କାର୍ଯ୍ୟ ସମାପନ କରିଥିଲେ। ପରେ ମାଙ୍କୁ ସୁନା ଅଳଙ୍କାରରେ ସଜ୍ଜିତ କରି ମାଙ୍କୁ ସୁନାବେଶରେ ସଜ୍ଜିତ କରିଛନ୍ତି । ଧୂପ, ଦୀପ, ନୈବ୍ୟଦ, ଶଂଙ୍ଖ, ଘଂଟ […]

Read More Text.