Rajya Sabha 1

ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ଜଗା ଓହରିଲେ, ମମତା ରହିଲେ ।  ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ବିଜେପି ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ ଦାଖଲ କରିବା ପରେ ଜଗନ୍ନାଥ ମଧ୍ୟ ନାମାଙ୍କନ ଦାଖଲ କରିଥିଲେ। ଯାହାକି ସଭିଁଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ବର୍ତ୍ତମାନ ଦଳର ନିଷ୍ପତ୍ତି ଅନୁସାରେ ସେ ସ୍ୱାଧୀନ ଭାବେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ।  ନାମାଙ୍କନ ପ୍ରତ୍ୟାହାର ପରେ ଜଗନ୍ନାଥ ପ୍ରଧାନ କହିଛନ୍ତି […]

Read More Text.
Img 20240822 Wa0202

ବିଜେପି ସରକାରଙ୍କ ଭତା ବୃଦ୍ଧି ପ୍ରତିଶୃତି କଲା ନିରାଶ : ଏହାକୁ ବିରୋଧ କରି ବାରିପଦା ବିଜେଡି ପକ୍ଷରୁ ବିକ୍ଷୋଭ

ବାରିପଦା:  ମୟୁରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରିପଦା ପୌରପାଳିକା ଅଧକ୍ଷ ଶ୍ରୀ କୃଷ୍ନାନନ୍ଦ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ବିଜେଡି ସମର୍ଥକ ଓ ବିଜେଡି ଛାମୁଆ ସଂଗଠନ ନେତୃମଣ୍ଡଳୀ କର୍ମକର୍ତ୍ତାଙ୍କୁ ନେଇ ରାଜ୍ୟ ବିଜେପି ସରକାର ବିରୋଧ ରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଏକ ନେତୃମଣ୍ଡଳୀ ଜିଲ୍ଲାପାଳଙ୍କୁ ଭେଟି ଲିଖିତ ଦାବିପତ୍ର ଦ୍ୱାରା ଅବଗତ କରାଇଛନ୍ତି l ଯେଉଁ ସାଧାରଣ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତି ସ୍ୱରୂପ ଭତ୍ତା ବୃଦ୍ଧି ଆଜି ପର୍ଯ୍ୟନ୍ତ ନହେବା ଏବଂ ଇସ୍ତାହାର […]

Read More Text.
ୖମୂ୍ଯ 691x430

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚ: ‘ତଦନ୍ତ ଚାଲିଛି, ସବୁ ସ୍ପଷ୍ଟ ହେବ’

ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚକୁ ନେଇ ଏବେ ତାତିଛି ରାଜନୀତି । ସେ ତାଙ୍କ ବ୍ୟକ୍ତିଗତ କାମରେ ସରକାରୀ ଖର୍ଚ୍ଚରେ ହେଲିକପ୍ଟର ବ୍ୟବହାର କରୁଥିଲେ ବୋଲି ଅଭିଯୋଗ ହୋଇଥିଲା । ଯାହାକୁ ନେଇ କେତେ ଖର୍ଚ୍ଚ ହୋଇଛି, ସରକାରୀ ପାଣ୍ଠିରୁ ହୋଇଛି କି, କାହା ଅନୁମତିରେ ଖର୍ଚ୍ଚ ହୋଇଛି, ଜଣେ ସଚିବ ହୋଇ ସ୍ବତନ୍ତ୍ର ହେଲିକପ୍ଟର ବ୍ୟବହାର ପାଇଁ ତାଙ୍କୁ ଅନୁମତି କିଏ ଦେଇଥିଲା, ଏସବୁ ନେଇ […]

Read More Text.
Tara Bahini Patiiiiii 1 750x430

କଂଗ୍ରେସରେ ବିଭାଜନ ସୃଷ୍ଟି ହେଉଛି : ତାରା ପ୍ରସାଦ ବାହିନୀପତି

ଭୁବନେଶ୍ବର: କଂଗ୍ରେସର ଫାୟାର ବ୍ରାଣ୍ଡ ନେତା ହେଉଛନ୍ତି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି। ହେଲେ ତାଙ୍କୁ କୁଆଡ଼େ କଂଗ୍ରେସ ଭିତରେ ବିରୋଧ କରାଯାଉଛି। ବିଜେପି ଓ ବିଜେଡିଙ୍କ ପରି କଂଗ୍ରେସରେ ତାଙ୍କୁ ବିରୋଧ କରାଯାଉଛି। ସେଥିପାଇଁ ସେ ନିଜକୁ ନିଜ ନିର୍ବାଚନମଣ୍ଡଳୀ ଭିତରେ ରଖିଛନ୍ତି। ଆଜି ଏପରି ଚାଞ୍ଚଲ୍ୟକର ବୟାନ୍‌ ଦେଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ଖାଲି ଏତିକି ନୁହେଁ, ତାରା ଆହୁରି କହିଛନ୍ତି- କଂଗ୍ରେସରେ ବିଭାଜନ ସୃଷ୍ଟି କରାଯାଉଛି। ଗଣ ମାଧ୍ୟମକୁ […]

Read More Text.
ୖମୂ୍ଂମୂ 750x430

ଭି. କେ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଓ ହେଲିପ୍ୟାଡ ନିର୍ମାଣର ତଦନ୍ତ କରାଯିବ: ପୂର୍ତ୍ତ ଓ ଆଇନ ମନ୍ତ୍ରୀ

ଭୁବନେଶ୍ବର:୨୦୨୪ ନିର୍ବାଚନ ବେଳେ ଓ ତା ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ବୋଲି ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା। ଏହାକୁ ନେଇ ଏବେ ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସିଛନ୍ତି। ଏନେଇ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି କି ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର। ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି। ତାଙ୍କ […]

Read More Text.
Bibhuti

ଭି.କେ.ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚର ତଦନ୍ତ ହେବ: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଭି.କେ ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚକୁ ନେଇ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଆରମ୍ଭ ହେବ ଏବଂ ଏନେଇ ଖୁବ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭି. କେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଚାଲିଛି। ପରିବହନ ମନ୍ତ୍ରୀ  ଆହୁରି କହିଛନ୍ତି, ଜଣେ ବ୍ୟକ୍ତି ଯଦି ସର୍ବସମ୍ମୁଖରେ ରାଜକୋଷକୁ ଲୁଣ୍ଠନ କରିବେ, ଏହା କେବେ ଗ୍ରହଣୀୟ ନୁହେଁ। ଆମ ସରକାର ଏ କଥାକୁ […]

Read More Text.
Naveen

ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ନବୀନ

ଭୁବନେଶ୍ଵର: ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବସିଥିବା ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକରେ ଏନେଇ ସୂଚନା ଦେଇଛନ୍ତି ନବୀନ । ଦଳୀୟ କର୍ମୀ ଓ ତୃଣମୂଳ ସ୍ତରର ନେତାଙ୍କୁ ଭେଟିବେ ନବୀନ । ଏଥିପାଇଁ ନଭେମ୍ବରରୁ ବିଭିନ୍ନ ଜିଲ୍ଲା ଗସ୍ତ କରିବେ ନୀବନ । ଗତ ୨୪ ବର୍ଷ ହେବ ଓଡ଼ିଶାବାସୀ ବିଜେଡିକୁ ଆର୍ଶୀବାଦ ଦେଇଛନ୍ତି । ବିଜେଡି ଉପରେ ଭରସା କରିଥିବାରୁ ଓଡ଼ିଶାବାସୀଙ୍କ ନିକଟରେ ଆମେ […]

Read More Text.
Manmohan Samal 744x430

ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ

ଭୁବନେଶ୍ବର: ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ପଦାଧିକାରୀ ବୈଠକ ଚାଲିଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ପ୍ରଭାରୀ  ବିଜୟ ସିଂ ତୋମର ଓ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ଅଛନ୍ତି। ଦଳର ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ଏଥିରେ ଆଲୋଚନା ହେଉଛି।

Read More Text.
As

ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି

ଭୁବନେଶ୍ବର: ପାଲଲହଡ଼ା ବିଜେପି ବିଧାୟକ ଅଶୋକ ମହାନ୍ତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ବିଜେଡି ଛିଡୁଛି ଏବଂ ବିଜେପି ରାଜ୍ୟରେ ବଢୁଛି। ବହୁତ ଲୋକ ବିଜେଡି ଛାଡ଼ି ବିଜେପିରେ ମିଶିବାକୁ ଚାହୁଁଛନ୍ତି। ଅନେକ ନେତା ଲାଇନରେ ଅଛନ୍ତି। ଯେଉଁ ନେତାମାନଙ୍କୁ ବିଜେଡି ସେଠି ଅଣଦେଖା କରିଛି, ସେହିଭଳି କିଛି ନେତୃବୃନ୍ଦ ଖୁବ୍ ଶୀଘ୍ର ବିଜେଡି ଛାଡ଼ି ବିଜେପିରେ ଯୋଗ ଦେବେ।

Read More Text.
Tara

ପିସିସି ସଭାପତି ନେଇ ତାରାଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: ଏଥର ନିର୍ବାଚନରେ କଂଗ୍ରେସ ବହୁ ପଛରେ ଚାଲିଛି । ସେ ଭୋଟ ହେଉକି ନେତା ଚୟନ ସବୁଥିରେ ଫେଲ୍ ମାରିଛି କଂଗ୍ରେସ । ବହୁ କଳ୍ପନା ଜଳ୍ପନା ପରେ ଚଳିତ ବିଧାନସଭାର ପ୍ରଥମ ଅଧିବେଶନର ଦିନକ ପୂର୍ବରୁ ଓଡିଶା ପିସିସି ଭଙ୍ଗ କରିଥିଲା କଂଗ୍ରେସ । ଏହା ପରେ ରାମଚନ୍ଦ୍ର କାଡାମଙ୍କୁ ବିଧାୟକ ଦଳ ନେତା ଭାବେ ଚୟନ କରିଥିଲା । ହେଲେ ଏବେ ପର୍ଯ୍ୟନ୍ତ ଓଡିଶା ପିସିସି ମୁଖିଆ କିଏ ହେବ ତାହା ଉପରୁ […]

Read More Text.