Djs

ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଏବଂ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଏହି ପ୍ରସଙ୍ଗରେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି ଯେ, ଆଇନ ଅନୁସାରେ ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ। କେବଳ କେଶ ଡାଏରି କଲେ, ହେଲେ ପଦକ୍ଷେପ ନେଲେନି. ଓଲଟି ଏଏସଓଙ୍କୁ ବଦଳି କରିଦେଲେ। ଯେଉଁ ଓଡ଼ିଆ ଅସ୍ମିତା କଥା କହି ସରକାରକୁ […]

Read More Text.
Bjd F 669x430

ବିଜେଡିର ୧୬ ଜଣିଆ ନୂଆ ମିଡିଆ ଟିମ୍

ଭୁବନେଶ୍ବର: ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି। ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍,  […]

Read More Text.
Naveen Pattnaik 750x430

ASOଙ୍କୁ ମାଡ ମାରିବା ଘଟଣାରେ ବର୍ଷିଲେ ନବୀନ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଅଧିବେଶନ ଆରମ୍ଭରୁ ହିଁ ପୂରା ଫାୟାର ବିରୋଧୀ । ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଥିଲେ ବିରୋଧୀ ବିଜେଡି ଓ କଂଗ୍ରେସ । ସେହି ସମାନ ପ୍ରସଙ୍ଗ ନେଇ ବିଧାନସଭା ବାହାରେ ମଧ୍ୟ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ରାଜ୍ୟରେ ଆଇନ ବ୍ୟବସ୍ଥା ଭୁଶୁଡି ପଡିଲାଣି ବୋଲି କହିଛନ୍ତି ନବୀନ । ଏନେଇ ନବୀନ କହିଛନ୍ତି, ଲାଗୁଛି […]

Read More Text.
First Session Of Assembly 1 750x430

ଆରମ୍ଭରୁ ବିରୋଧୀଙ୍କ କଡା ଆଭିମୁଖ୍ୟ, ତ୍ୟାଗ କଲେ ଗୃହ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଗୃହ ଆରମ୍ଭ ହେଉ ହେଉ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ‘ଓଡିଆ ଅସ୍ମିତା’ ପ୍ରସଙ୍ଗ ଉଠାଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ବିଧାୟକ । ଯାହା ଏଥର ବିଧାନସଭା ଲଢେଇ ଆକ୍ରମଣାତ୍ମକ ହେବ ବୋଲି ଆହ୍ବାନ ଦେଲେଣି ବିରୋଧି । ତେବେ ଗୃହ ଆରମ୍ଭରୁ ହିଁ ମୋହନ ସରକାରଙ୍କ ପ୍ରତି କଡା ଆଭିମୁଖ୍ୟ ଦେଖାଇଛନ୍ତି […]

Read More Text.
Tara Prasad Bahinipati 1200x716 1 750x430

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା ଯୋଗ ଦେଇନଥିଲେ । ଏନେଇ ତାରାଙ୍କୁ ପଚାରଯିବାରୁ ମୋତେ ବୈଠକୁ ଡକାଯାଇନାହିଁ ବୋଲି କହିଛନ୍ତି ତାରା । ଓଲଟା ଆଉ କିଏ ଆସିନଥିଲା […]

Read More Text.
Jp Nadda 1

ଓଡ଼ିଶାରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ, ଯୋଗ ଦେଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ପୁରୀ: ପଦାଧିକାରୀ ବୈଠକ ପରେ ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ କ୍ଷେତ୍ରୀୟ ପ୍ରଭାରୀ, ରାଜ୍ୟ ପ୍ରଭାରୀଙ୍କ ସମେତ ବିଜେପିର ସମସ୍ତ ପଦାଧିକାରୀ ଉପସ୍ଥିତ ଅଛନ୍ତି। ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ବସିଛି। ବୈଠକରେ ଆଗାମୀ […]

Read More Text.
Image 1717563344

୫୦ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ନବୀନ

ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅନ୍ୟ ସମସ୍ତ ୫୦ ବିଧାୟକଙ୍କୁ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି। ସରକାରଙ୍କ କାର୍ଯ୍ୟକାରିତାକୁ ମନିଟର କରିବେ ବିଜୁ ଜନତାର ଦଳର ବିଧାୟକ । ବିଧାନସଭାର ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ସରକାରଙ୍କ ଗୃହରେ ଉପସ୍ଥାପନ ହେବ ରାଜବାସୀଙ୍କ ସ୍ବର ।ସରକାରଙ୍କ କାର୍ଯ୍ୟକ୍ରମ ଉପରେ ରହିବ ନଜର । […]

Read More Text.
Bjd Sankha Bhawan 750x430

୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର: ଆସନ୍ତା ଜୁଲାଇ ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ଅପରାହ୍ନରେ ଶଙ୍ଖ ଭବନରେ ବସିବ ବୈଠକ। ଶଙ୍ଖ ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୈଠକରେ ବିଧାନସଭା ପାଇଁ ପ୍ରସ୍ତୁତ ହେବ ରଣନୀତି। ଶୁକ୍ରବାର ସନ୍ଧ୍ୟା ୬ଟାରେ ବିଜେଡି ସାଂସଦଙ୍କ ବୈଠକ ହେବାର ଯୋଜନା ରହିଛି । ଆଗକୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏଥିରେ ଦଳର କ’ଣ ଭୂମିକା ରହିବ […]

Read More Text.
Lekha

ଏଏସଓଙ୍କୁ ମାଡ ମାରିବା ଘଟଣା; ପୁଣି ବର୍ଷିଲା ବିଜେଡି

ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ । ଲିଖିତ ଅଭିଯୋଗ ହେଲା ମାମାଲା ବି ରୁଜ୍ଜୁ ହେଲା ହେଲେ କିଛି ସୁଫଳ ମିଳିପାରିଲା ନାହିଁ । ଯାହାକୁ ନେଇ ଏବେ ପୁଣି ରାଜ୍ୟ ସରକାରଙ୍କୁ ପ୍ରଶ୍ନର କାଠଗଡାକୁ ଟାଣିଛି ବିଜେଡି । ଏନେଇ ବିଜେଡି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ରାଜ୍ୟ ସରକାରଙ୍କ ଉପରେ ଜୋରସୋର ଆକ୍ରମଣ କରିଛନ୍ତି । ସେ […]

Read More Text.
Jp Nad

୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ବର: ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ ଏହି ବୈଠକ ହେବ। ଏନେଇ ସୂଚନା ଦାେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ । ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ […]

Read More Text.