Defult onn2

ଓଡିଶା ସ୍ୱାର୍ଥକୁ ନେଇ ସାଲିସ କରାଯିବନି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର: ବିରୋଧୀ ସିଟରେ ବସିବା ପରେ ଏବେ ପୂରା ଆକ୍ଟିଭ୍ ବିଜେଡି ସୁପ୍ରିମୋ ନବୀନ ଓ ତାଙ୍କ ଦଳୀୟ ନେତା । ବିରୋଧୀ ହୋଇ କ୍ରମାଗତ ଭାବେ ଶାସକଙ୍କୁ ଘେରିବାରେ ଲାଗିଛି ବିଜେଡି । ସେ ରାଜ୍ୟ ହେଉକି କେନ୍ଦ୍ର ଏବେ ସବୁଠି ବିଜେଡି ନିଜକୁ ଶକ୍ତିଶଳୀ ବିରୋଧୀ ଭାବେ ଛିଡାକରିବାକୁ ପ୍ରୟାସ ଜାରି ରଖିଛି । ଏହାରି ଭିତରେ ପୁଣି ବିସ୍ଫରୋକ ବୟାନ ଦେଇଛି ଦଳ । ବିଜେଡିର ବରିଷ୍ଠ ନେତା ତଥା ବିରୋଧୀ ଦଳ […]

Read More Text.
Defult onn2

ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ସାଂସଦଙ୍କ ବୈଠକ, ରାଜ୍ୟସଭାରେ ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ

ଭୁବନେଶ୍ୱର : ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ । ଓଡ଼ିଶା ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଗୃହରେ ଉଠାଇବୁ । ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କଲେ ସ୍ବର ଉତ୍ତୋଳନ କରିବୁ । ରାଜ୍ୟସଭାରେ ପ୍ରତିଟି ପ୍ରସଙ୍ଗକୁ ଶାଣିତ ଭାବେ ଉଠାଇବ ବିଜେଡି । ନବୀନ ନିବାସରେ ବିଜେଡି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସି ଆଗାମୀ ରଣନୀତି ନେଇ ଆଲୋଚନା ହୋଇଛି । ବୈଠକରେ ସାଂସଦ ସସ୍ମିତ ପାତ୍ର, ନିରଞ୍ଜନ ବିଶି, ମାନସ ମଙ୍ଗରାଜ, […]

Read More Text.
Defult onn2

କାଳି ମାଡ଼ ପ୍ରସଙ୍ଗରେ ଛଅ ବର୍ଷ ପାଇଁ ବହିଷ୍କାର ହେଲେ ୫ କଂଗ୍ରେସ କର୍ମକର୍ତ୍ତା

ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦଳର ୫ ଜଣ ନେତାଙ୍କୁ ଛଅ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ କଂଗ୍ରେସ ନେତାମାନେ ହେଲେ ପିସିସି ସାଧାରଣ ସଂପାଦକ ପ୍ରକାଶ ମିଶ୍ର, ମହିଳା କଂଗ୍ରେସର ସାଧାରଣ ସଂପାଦକ ଶ୍ରୀୟାସ୍ମିତା ପଣ୍ଡା, NSUI ସଂପାଦକ ସନ୍ଦୀପ ରାଉତରାୟ, ଯୁବ କଂଗ୍ରେସ ରାଜ୍ୟ ସମ୍ପାଦକ ଅମରେଶ ପରିଡା ଓ NSUIର ରାଜ୍ୟ ସଂପାଦକ ଆରୟନ ସାସମଲ । ବିଶୃଙ୍ଖଳା ଓ ଦଳର ଭାବମୂର୍ତ୍ତି […]

Read More Text.
Defult onn2

ହାଇକୋର୍ଟ ଗଲେ ବିଜେପି ନେତା ଦିଲ୍ଲୀପ ରାୟ

କଟକ: ହାଇକୋର୍ଟ ଗଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ରାଉରକେଲା ବିଜେଡି ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ବିରୋଧରେ ଦାୟର କଲେ ନିର୍ବାଚନୀ ମାମଲା । ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି । ଶାରଦା ନିଜ ନାମାଙ୍କନ ପତ୍ରରେ ଭୁଲ୍ ଓ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଥିବାରୁ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବା ପାଇଁ ଦିଲ୍ଲୀପ ଏହି ଅଭିଯୋଗ କରିଛନ୍ତି । ଖବର ମୁତାବକ, ନାମାଙ୍କନ ସମୟରେ […]

Read More Text.
Defult onn2

ଦୀପାଳିଙ୍କ ଆବେଦନ ଗ୍ରହଣ କଲେ ଇସି, ୧୩ଟି ମତଦାନ କେନ୍ଦ୍ରର ଭୋଟ୍ ଯାଞ୍ଚ ହେବ

ଭୁବନେଶ୍ୱର: ଝାରସୁଗୁଡାର ବିଧାନସଭା ଅଧୀନରେ ହୋଇଥିବା ଭୋଟିଂ ମେସିନର ପୁନଃ ଯାଂଚ ହେବ। ଝାରସୁଗୁଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଲି ଦାସ ଏ ନେଇ କରିଥିବା ଆବେଦନକୁ ନିର୍ବାଚନ କମିଶନ ଗ୍ରହଣ କରିଛନ୍ତି। ଝାରସୁଗୁଡ଼ାରୁ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୧୩୩୩ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି ଦୀପାଳି। ଏହାପରେ ସେ ଇଭିଏମରେ ଭୋଟ୍ ଗଣତି ବେଳେ ଗଡବଡ ହୋଇଥିବା ଆଶଙ୍କା କରି ଏପରି ଏକ ଆବେଦନ କରିଛନ୍ତି। ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ […]

Read More Text.
Defult onn2

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ବର: କେ‌ତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। ଯୁବକମାନେ କାଳିମାଡ଼ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରାବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି। ତେବେ ନିର୍ବାଚନ ପରିଚାଳନାକୁ ନେଇ କର୍ମୀ ଅସନ୍ତୁଷ୍ଟ ଥିବା କୁହାଯାଉଛି। ତେବେ କାଳିମାଡ଼ର ସଠିକ କାରଣ ଏଯାଏଁ ଜଣାପଡ଼ିନାହିଁ। ଭିଡିଓ ଅନୁସାରେ କିଛି ଯୁବକ କର୍ମୀ ଶରତଙ୍କ […]

Read More Text.
Defult onn2

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌ ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେହିପରି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ବିରୋଧୀ ଦଳର ଉପନେତା କରିଛି। […]

Read More Text.
Defult onn2

ଦଳର ସାଂଗଠନିକ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପ୍ରଥମ ଥର ରାଜ୍ୟ କାର୍ଯ୍ୟାଳୟ ଗସ୍ତ କରିଛନ୍ତି ମୋହନ ମାଝୀ । ଦଳର ସାଂଗଠନିକ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମାନେ ମଧ୍ୟ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, […]

Read More Text.
Defult onn2

ପୁଣି ତେଜିଲା ମହାନଦୀ ବିବାଦ

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରକୁ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି ।  ଧିରେ ଧିରେ ଶୁଖିଯିବାକୁ ବସିଲାଣି ମହାନଦୀ ପାଣି । ସେହି ପୁରୁଣା ପ୍ରସଙ୍ଗ ଉଠାଇ ନୂଆ ସରକାରଙ୍କୁ ଆହ୍ବାନ ଦେଇଛନ୍ତି ବିରୋଧୀ । ହାତରୁ ଶାସନ ଭାର ଗଲା ପରେ ଏବେ ବିରୋଧୀ ସାଜି ସ୍ବର ଉତ୍ତ୍ବଳନ କରିବା ଆରମ୍ଭ କଲେଣି ବିରୋଧୀ ବିଜେଡି । ଓଡିଶା ଓ […]

Read More Text.
Defult onn2

ନୂଆ ସରକାରଙ୍କ ପ୍ରଥମ ନିଷ୍ପତ୍ତି: ଆସନ୍ତାକାଲି ଠାରୁ ଖୋଲିବ ଶ୍ରୀମନ୍ଦିରର ୪ ଦ୍ବାର

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରର ୪ଟି ଦ୍ବାର ଜୁନ୍‌ ୧୩ ତାରିଖ ଠାରୁ ଖୋଲି ଦିଆଯିବ। ଶ୍ରୀମନ୍ଦିରରେ ଭକ୍ତମାନଙ୍କର ଶୃଙ୍ଖଳିତ ଦର୍ଶନ ପାଇଁ ଭୋର ସକାଳୁ ମଙ୍ଗଳ ଆରତୀ ବେଳେ ୪ଟି ଦ୍ବାର ଖୋଲି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଗଣମାଧ୍ୟମକୁ କହିଛନ୍ତି। ନିଜର ପ୍ରଥମ କ୍ୟାବିନେଟ୍‌ ବୈଠକ ପରେ ସେ କହିଛନ୍ତି, ମହାପ୍ରଭୁଙ୍କ ୪ଟି ଦ୍ବାରକୁ ଗତ କିଛି ବର୍ଷ ହେଲା ବନ୍ଦ କରିଦିଆଯାଇଥିଲା। ସାଧାରଣ ନିର୍ବାଚନ-୨୦୨୪ରେ ବିଜେପି ସଂକଳ୍ପ […]

Read More Text.