Defult onn2

ଲୋକଙ୍କ ପାଇଁ ଏ ସରକାର ଦିନ ରାତି ଏକ କରିଦେବ: ସୁରେଶ ପୂଜାରୀ

ଲୋକଙ୍କ ପାଇଁ ଏ ସରକାର ଦିନ ରାତି ଏକ କରିଦେବ। ଓଡ଼ିଶାରେ ମନ୍ତ୍ରିମଣ୍ଡଳ ଗଠନ ପରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିବା ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ସୁରେଶ ପୂଜାରୀ ଆଜି ଏପରି କହିଛନ୍ତି। ସେ ଆହୁରି କହିଛନ୍ତି, ଓଡ଼ିଶାବାସୀ ବିଜେପି ସରକାର କେବେ ହେଲେ ନିରାଶ କରିବ ନାହିଁ। ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ଶପଥ ଗ୍ରହଣ ଉତ୍ସବ ପରେ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିବା ବ୍ରଜରାଜନଗର […]

Read More Text.
Defult onn2

ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ‘ବିକଶିତ ଓଡ଼ିଶା’ ଗଠନ ହେବ। ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ। ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲା ପରେ ବୁଧବାର ସନ୍ଧ୍ୟାରେ ମୋହନ ଚରଣ ମାଝୀ ଏହା କହିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ମୋ ପରି ଜଣେ ସାଧାରଣ କାର୍ଯ୍ୟକର୍ତ୍ତାକୁ […]

Read More Text.
Defult onn2

ଶପଥ ଗ୍ରହଣ କଲେ ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ୧୩ ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଶ୍ରୀ ମାଝୀ, ଶ୍ରୀ ସିଂହଦେଓ ଓ […]

Read More Text.
Defult onn2

ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଓ ଶପଥ ନେଇଛନ୍ତି । ସେହିପରି ମୋହନ ସରକାରରେ ଶପଥ ନେଇଛନ୍ତି ୧୩ ଜଣ ମନ୍ତ୍ରୀ । […]

Read More Text.
Defult onn2

ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନାଁ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ ।  ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ।  ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଏକ୍ସ ପ୍ରୋଫାଇଲରେ ନାଁ ପରିବର୍ତ୍ତନ କରିଛନ୍ତି ।  ଏବେ କେବଳ ନବୀନ ବିଜେଡିର ସୁପ୍ରିମୋ ବୋଲି ପ୍ରୋଫାଇଲରେ ରଖିଛନ୍ତି  । ଅନ୍ୟପଟେ ଆଜି ରାଜ୍ୟରେ ପ୍ରଥମ ବିଜେପି ସରକାରର ମୁଖ୍ୟମନ୍ତ୍ରୀ […]

Read More Text.
Defult onn2

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ

ଭୁବନେଶ୍ୱର: ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ। ତାଙ୍କ ସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଗଣମାଧ୍ୟମକୁ ମୋହନ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ଶପଥ ପାଠ ପରେ ଶହେ ଦିନର କାର୍ଯ୍ୟକ୍ରମ ବାବଦରେ ଅବଗତ କରିବୁ ବୋଲି କହିଛନ୍ତି ମୋହନ ମାଝୀ। ଗଣମାଧ୍ୟମକୁ […]

Read More Text.
Defult onn2

ଶପଥ ନେବା ପୂର୍ବରୁ ଲୋକଙ୍କ ଦୁଃଖ ଶୁଣିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦେଲେ ଆଶ୍ୱାସନା

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଶପଥ ନେବା ପୂର୍ବରୁ ସାଧାଣର ଲୋକଙ୍କ ଦୁଃଖ ଶୁଣିଛନ୍ତି ଭାବି ମୁଖ୍ୟମନ୍ତ୍ରୀ। ଏହାସହ ସାଧାରଣଙ୍କୁ ଭଲମନ୍ଦ ପଚାରି ବୁଝିଛନ୍ତି। ସେହିପରି ଭାବରେ ରାସ୍ତା କଡ଼ରେ ଛିଡା ହୋଇଥିବା ପରିବହନ ବିଭାଗର ଜଣେ ପିଅନଙ୍କ ସହ କଥା ହୋଇ ଭଲ ମନ୍ଦ ପଚାରି ବୁଝିଥିଲେ ଭାବି ମୁଖ୍ୟମନ୍ତ୍ରୀ। ତାଙ୍କ ସମସ୍ୟା ଓ ଅସୁବିଧା ଶୁଣିଥିଲେ। ସେ ପାଉଥିବା ସ୍ପଳ୍ପ ଦରମାରେ ପେଟ ପୁରୁନଥିବା କହିଥିଲେ ସପୃକ୍ତ କର୍ମଚାରୀ। ଭାବି ମୁଖ୍ୟମନ୍ତ୍ରୀ […]

Read More Text.
Defult onn2

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅନେକ ନେତା ଥିଲେ ବି, ସମସ୍ତଙ୍କୁ ପଛରେ ପକାଇ ମୋହନ ମାଝୀ ବାଜି ମାରିଛନ୍ତି। ଆସନ୍ତାକଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ୨୪ ବର୍ଷ ଧରି ନବୀନ […]

Read More Text.
Defult onn2

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ […]

Read More Text.
Defult onn2

କନକ ବର୍ଦ୍ଧନ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ

ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା ମୋହନ ମାଝୀ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ଡେପୁଟି ଭାବେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା କାର୍ଯ୍ୟ କରିବେ। ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଆଜି ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏପରି ନିଷ୍ପତ୍ତି ହୋଇଛି। ବୈଠକରେ ମୋହନ ମାଝୀଙ୍କୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯାଇଛି। ମୋହନ […]

Read More Text.