Mohan

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସବୁ କଲ୍ପନା ଜଲ୍ପନା ଉପରେ ଲାଗିଲା ବିରାମ  । ଇତିହାସ ରଚିଲା ବିଜେପି । ୨୪ ବର୍ଷ ପରେ ଓଡିଶାକୁ ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କଲା ବିଜେପି । ଆସନ୍ତା କାଲି ଶପଥ ଗ୍ରହଣ ପରେ ଓଡିଶା ଶାସନଭାର ସମ୍ଭାଳିବେ ମୋହନ ମାଝୀ। ଏବେଠୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ। ଆଜି ବିଜେପି ବିଧାୟକ ବୈଠକ ନେଇଛି ବଡ ନିଷ୍ପତ୍ତି  । […]

Read More Text.
Download

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲା ବିଜେପି

ଭୁବନେଶ୍ବର: ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଆଜି ନିମନ୍ତ୍ରଣ ପତ୍ର ଦେବାକୁ ନବୀନ ନିବାସରେ ପହଞ୍ଚିଥିଲେ ବିଜେପିର ୫ ବରିଷ୍ଠ ନେତା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ ଓ ବରିଷ୍ଠ ନେତା ତଥା ପ୍ରାକ୍ତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ନବୀନ ନିବାସରେ ପହଞ୍ଚିଥିଲେ। ନବୀନ ପଟ୍ଟନାୟକ ସେମାନଙ୍କ ହାତରୁ ନିମନ୍ତ୍ରଣ ପତ୍ର […]

Read More Text.
Bjp

ବିଜେପି ବିଧାୟକ ଦଳ ବୈଠକ: ମୁଖ୍ୟମନ୍ତ୍ରୀ ବାଛିବେ ନେତା

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଦଳ ବୈଠକ ଆସନ୍ତାକାଲି (ଶନିବାର) ଅନୁଷ୍ଠିତ ହେବ। ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ନିର୍ବାଚିତ ବିଧାୟକମାନେ ନେତା ବାଛିବେ। କେନ୍ଦ୍ରରୁ ଅନୁମୋଦିତ ହୋଇଥିବା ମୁଖ୍ୟମନ୍ତ୍ରୀ ନାଁ ଉପରେ ବିଧାୟକ ଦଳ ବୈଠକରେ ଚୂଡାନ୍ତ ସହମତି ଦେଇ ମୁଖ୍ୟମନ୍ତ୍ରୀ ବାଛିବେ। ଏନେଇ ସୂଚନା ଦେଇଛନ୍ତି କୁଚିଣ୍ଡା ବିଧାୟକ ରବି ନାୟକ। ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାତେଇଥିବାବେଳେ ମୁଖ୍ୟମନ୍ତ୍ରୀ କିଏ ହେବ, […]

Read More Text.
Manas

କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ

କଟକ :କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ । କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ହୋଇଛନ୍ତି ବହିଷ୍କୃତ  । ୬ ବର୍ଷ ପାଇଁ କଂଗ୍ରେସରୁ ମାନସଙ୍କୁ ବହିଷ୍କାର କଲା ଦଳ । ଦଳ ବିରୋଧି କାର୍ଯ୍ୟ ପାଇଁ ପିସିସି ସଭାପତି ଏହିଭଳି ନିଷ୍ପତି ନେଇଥିବା ସୂଚନା ରହିଛି । କହି ରଖୁଛୁ ଯେ,  ମାନସ ଦଳ ପାଇଁ ଏକ ଯୁବ ସଂଗଠକ ଥିଲେ । ଦଳର କେନ୍ଦ୍ରୀୟ ନେତାଙ୍କ ଓଡିଶା ଗସ୍ତ ସମୟରେ ମାନସ […]

Read More Text.
Image 1717673274 750x430

ଆସନ୍ତା ୧୦ତାରିଖରେ ଜନତା ମଇଦାନରେ ଶପଥ ନେବେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଜନତା ମାଇଦାନରେ ଶପଥ ନେବେ ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ । ଏଥିସହ ଦଳର ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ଶପଥ ଗ୍ରହଣ କରିବେ । ଓଡିଶାରେ ଗଠନ ହେବ ନୂତନ ସରକାର । ଆସନ୍ତା ୧୦ତାରିଖରେ ଜନତା ମଇଦାନରେ ଭବ୍ୟ ଶପଥ ସମାରୋହ ଆୟୋଜନ ହେବ । ସୂଚନା ଅନୁସାରେ, ଆସନ୍ତା ୧୦ ତାରିଖରେ ଜନତା ମଇଦାନରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ମନ୍ତ୍ରୀ ମାନେ ଶପଥ ଗ୍ରହଣ […]

Read More Text.
Pra

‘ସବୁ ପାଇଁ ଦାୟୀ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’

ଭୁବନେଶ୍ବର: ‘ନବୀନଙ୍କ ପରାଜୟ ପାଇଁ ଦାୟୀ ନିଜେ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’, ଓଡିଶା ଗଡ ବିଜେପି ହାତକୁ ଗଲାପରେ କିଛି ଏମିତି କହି ନବୀନଙ୍କ ଉପରେ ବର୍ଷିଛନ୍ତି ନବନିର୍ବାଚିତ ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ । ରାଜ୍ୟ ରାଜନୀତିରେ ସବୁ କିଛି ଓଲଟପାଲଟ ହୋଇଯାଇଛି । ଯାହା ଦିନେ ସ୍ବପ୍ନ ଥିଲା ତାହା ଆଜି ବାସ୍ତବତାରେ ପରିଣତ ହୋଇଛି । ୨୪ ବର୍ଷର ଶାସକ ଦଳକୁ ଧରାଶାୟୀ କରିଦେଇଛି ବିଜେପି । ଓଡିଆ ଅସ୍ମିତା […]

Read More Text.
Sfdf

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ ଅନ୍ୟ ପରାଜିତ ବିଧାୟକ ଓ ସାଂସଦ ପ୍ରାର୍ଥୀ ଯୋଗଦେଇଛନ୍ତି। ଗୋପବନ୍ଧୁ ଦାସ, ରବୀନ୍ଦ୍ର ଜେନା, କୌଶଲ୍ୟା ପ୍ରଧାନ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରିତିରଞ୍ଜନ ଘଡାଇ, […]

Read More Text.
Sashi

ବରିଷ୍ଠଙ୍କୁ ଦୁରେଇ ରଖିବା ବଡ କାରଣ: ଶଶିଭୂଷଣ

ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । ଦୀର୍ଘ ୨୪ ବର୍ଷ ପରେ ସରିଛି ନବୀନ ଯୁଗ  । ୨୪ ବର୍ଷର ଶାସନ ଭିତରେ ଦେଶରେ ଅପ୍ରତିଦ୍ୱନ୍ଦ୍ୱୀ ଓ ଅପରାଜେୟ ନେତା ପାଲଟିଥିଲେ ନବୀନ ପଟ୍ଟନାୟକ । ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପରେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କାହିଁକି ହାରିଲା ବିଜେଡି ? ଏହାରି ଭିତରେ  ବିଜେଡିର ବଡ ବଡ ନେତା ମୁହଁ ଖୋଲିଛନ୍ତି । ଗତକାଲି ଅରୁଣ ସାହୁଙ୍କ ପରେ […]

Read More Text.
Image 1717665685

‘ଯିଏ ବି ମୁଖ୍ୟମନ୍ତ୍ରୀ ହେବ, ନବୀନଙ୍କ ଠାରୁ ଭଲ ହେବ’

ଭୁବନେଶ୍ବର:  ଚଳିତ ଥର ନିର୍ବାଚନରେ ଦେଖିବାକୁ ମିଳିଛି ବଡ ପରିବର୍ତନ । ଯାହା  ସମସ୍ତଙ୍କୁ ଚମକାଇ ଦେଇଛି । ରାଜ୍ୟରେ ବିଜେପିକୁ ମିଳିଛି ବଡ଼ ବିଜୟ । ଓଡ଼ିଶାରେ ବିଜେପିକୁ ସ୍ପଷ୍ଟ ବହୁମତ। ସେପଟେ  ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ  ୨୪ ବର୍ଷ ଶାସନ କ୍ଷମତା ଖସିଯାଇଛି  । ଏହାରି ଭିତରେ ଦ୍ବନ୍ଦ୍ବ  ଲାଗିରହିଛି କିଏ ହେବ ମୁଖ୍ୟମନ୍ତ୍ରୀ । ବିଜେପି ନେତା ଜୟନାରାୟଣ ମିଶ୍ର ପ୍ରେସମିଟ୍‌ କରି ମୁଖ୍ୟମନ୍ତ୍ରୀ କିଏ ହେବ ପ୍ରସଙ୍ଗରେ ନିଜର […]

Read More Text.
Nav

ବିଜୟୀ ପ୍ରାର୍ଥୀ ନିଜ ଅଞ୍ଚଳବାସୀଙ୍କ ସହ କାମ କରିବାକୁ ପରାମର୍ଶ ଦେଲେ ନବୀନ

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ବୈଠକ ଶେଷ ହୋଇଛି। ଦଳର ସଭାପତି ନବୀନ ନିବାସଙ୍କ ଅଧକ୍ଷତାରେ ଏହି ବୈଠକ ବସିଥିଲା। ନବୀନ ସମସ୍ତ ବିଜୟୀ ପ୍ରାର୍ଥୀଙ୍କ ସହ ଆଲୋଚନା କରିଥିଲେ। ସମସ୍ତେ ନବନିର୍ବାଚିତ ପ୍ରତିନିଧି ମନେ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ପ୍ରଦାନ କରିଥିଲେ। ବୈଠକରେ ବିଜେଡି ସୁପ୍ରିମୋ ନିଜନିଜ ଅଞ୍ଚଳବାସୀଙ୍କ ସହ ରହି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ଏଭଳି ପରାଜୟ କାହିଁକି ହେଲା ସେ ନେଇ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯାଇ ତଦନ୍ତ କରାଯିବ। […]

Read More Text.