Dharmendra Pradhan Dna India

ଦିଲ୍ଲୀ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଉଭୟ ବିଧାନସଭା ଓ ଲୋକସଭାରେ ବିଜେପିର ବୃହତ୍ ବିଜୟ ପରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।  ଆଜି ଦିଲ୍ଲୀରେ ବସୁଛି ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ସେ ଯୋଗ ଦେବେ ବୋଲି ଜଣାଯାଇଛି। ଦେଶରେ ତୃତୀୟ ଥର ମୋଦୀ ସରକାର ଏବଂ ଓଡ଼ିଶାରେ ବିଜେପିର ଐତିହାସିକ ବିଜୟ ପରେ ଦଳରେ ଭରପୁର ଉତ୍ସାହ ପରିଲକ୍ଷିତ ହେଉଥିବା ବେଳେ ଓଡ଼ିଶାରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ […]

Read More Text.
Pradeep Panigrahi

ନବୀନଙ୍କୁ ଭେଟିବାକୁ ଚାହୁଁଛନ୍ତି ବିଜେପି ନେତା ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ୨୪ ବର୍ଷ ୯୦ ଦିନ ସରକାରର ପତନ ହୋଇଛି। ଏହା ଓଡିଶାବାସୀଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ନିର୍ବାଚନ ଫଳାଫଳରେ ଏହା ପ୍ରତିଫଳିତ ହୋଇଛି। ଏବେ ବିଜେପି ସରକାର ଗଢ଼ିବାକୁ ଯାଉଛି। ବିଜେଡିର ବିପର୍ଯ୍ୟୟ ପଛରେ ଦଳର ଅନ୍ୟତମ ନେତା ଭି.କେ ପାଣ୍ଡିଆନ ଅନ୍ୟତମ ପ୍ରମୁଖ କାରଣ ବୋଲି କୁହାଯାଉଛି। ଏହାରି ଭିତରେ ଏକଦା ନବୀନ ପଟ୍ଟନାୟକଙ୍କ ପ୍ରତିନିଧି ଥିବା ତଥା ଏବେର ବିଜେପିର ବିଜୟୀ ସାଂସଦ ପ୍ରଦୀପ ପାଣିଗ୍ରାହୀ ନବୀନ ପଟ୍ଟନାୟକଙ୍କୁ ଏକ ଅପିଲ୍ […]

Read More Text.
Man

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା: ମନମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ । ବିଜେପିର ବିପୁଳ ବିଜୟ ପରେ ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି  । ସେ କହିଛନ୍ତି , ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା । ଏ ନିର୍ବାଚନ ସାଧାରଣ […]

Read More Text.
Himanshu

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ । ସୂଚନାଯୋଗ୍ୟ, ନିର୍ବାଚନର କିଛି ମାସ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ହିମାଂଶୁ । କିନ୍ତୁ ଦଳ ତାଙ୍କୁ ଟିକେଟ ଦେଇନଥିଲା ଯେଉଁକାରଣରୁ ସେ ସ୍ୱାଧୀନ ଭାବେ ଲଢିବାକୁ ନିଷ୍ପତ୍ତି ନେଇଥିଲେ । ଦଳର ନିଷ୍ପତ୍ତି […]

Read More Text.
Image 1717593147

କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ବିଜୟ ଶୋଭାଯାତ୍ରା

କେନ୍ଦ୍ରାପଡ଼ା ଲୋକସଭା ଆସନରୁ ଜିତିବା ପରେ ବୈଜୟନ୍ତ ପଣ୍ଡା ବିଜୟ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରର ଦୁହୁରିଆ ଠାରୁ ବାହାରି ୨୦ କିଲୋମିଟର ପଥ ଅତିକ୍ରମ କରି ବଳଦେବଜୀଉଙ୍କ ମନ୍ଦିର ଇଚ୍ଛାପୁର ଠାରେ ଶେଷ ହେବ। ଏହି ଶୋଭାଯାତ୍ରାରେ କେନ୍ଦ୍ରାପଡ଼ାର ୭ଟି ବିଧାନସଭା କ୍ଷେତ୍ରରୁ ହଜାର ହଜାର ସମର୍ଥକଙ୍କ ଭିଡ଼ ହୋଇଛି। ସେ ୬୬ ହଜାରରୁ ଅଧିକ ଭୋଟରେ ବିଜେଡିର ଅଂଶୁମାନ ମହାନ୍ତିଙ୍କୁ ହରାଇଛନ୍ତି। ନବ ନିର୍ବାଚିତ ବିଜେପି ସାଂସଦ ବୈଜୟନ୍ତ ପଣ୍ଡା ଦୁହୂରିଆ […]

Read More Text.
Cm Resign

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ । ଦଳର ପରାଜୟ ପରେ ଇସ୍ତଫା ଦେଲେ ନବୀନ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ ।  ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ  ୨୪ ବର୍ଷ ଶାସନ କ୍ଷମତା ଖସିଯାଇଛି । ବିଶ୍ବାସ ହେଉ ନଥିଲେ ବି  ଆଜି ଅନ୍ତ ଘଟଛି ବିଜେଡି ଶାସନର । ନବୀନଙ୍କ ଗଡ଼ ଭାଙ୍ଗି ଯାଇଛି ୨୦୨୪ ନିର୍ବାଚନରେ […]

Read More Text.
Dharm

ଆଜି ଓଡ଼ିଶାରେ ନୂଆ ଇତିହାସ ଲେଖାଗଲା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜେପିର ବିଜୟ ପରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆଜି ଓଡିଶାରେ ନୂଆ ଇତିହାସ ଲେଖାଗଲା। ୧୯ଟି ଲୋକସଭା ଆସନରେ ବିଜୟ ଏବଂ ଆଉ ଗୋଟେ ଆସନରେ ବିଜୟର ସମ୍ଭାବନା ରହିଛି। ବିଜେଡ଼ି ଓ କଂଗ୍ରେସ ଦଳକୁ ଦୀର୍ଘବର୍ଷ ଧରି ସେବା କରିବାର ସୁଯୋଗ ମିଳିଥିଲା। ଓଡ଼ିଶା ଆସି ପ୍ରଧାନମନ୍ତ୍ରୀ ବିଜେପିକୁ ଗୋଟେ ଥର ସୁଯୋଗ ଦେବାକୁ କହିଥିଲେ, ଜନତା ମଧ୍ୟ ସହମତି ଦେଇ ବଡ଼ ଆଶୀର୍ବାଦ ଦେଇଛନ୍ତି। ରାଜ୍ୟରେ ବିଜେପି […]

Read More Text.
Apara

ଭୁବନେଶ୍ୱରରୁ ବିଜୟୀ ହେଲେ ବିଜେପି ପ୍ରାର୍ଥି ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡିଂରେ ପଛରେ ପଡ଼ିଥିଲେ ସୁଦ୍ଧା ପରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଥିଲେ ଅପରାଜିତା ଷଡ଼ଙ୍ଗୀ। ଏଥର ଭୁବନେଶ୍ବରରେ ତାଙ୍କୁ ୪ ଲକ୍ଷ ୯୯ ହଜାର ୨୪୫ ଭୋଟ ମିଳିଛି। ତାଙ୍କ ପଛରେ ଦ୍ବିତୀୟ ସ୍ଥାନରେ ରହିଛନ୍ତି ମନ୍ମଥ […]

Read More Text.
Cm

ହିଞ୍ଜିଳିରେ ଜିତିଲେ ନବୀନ, କଣ୍ଟାବାଞ୍ଜିରେ ବିଜେପି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼। ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ ରାଜନୈତିକ ଜୟଯାତ୍ରାରେ ଏବେ ଲାଗିଛି ବିରାମ, ପୂର୍ଣ୍ଣଛେଦ ପଡିଛି ଦେଶରେ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ବନିବାକୁ ଥିବା ରେକର୍ଡରେ। ରାଜନୀତିର ସାଗୁଆ ଦୁର୍ଗ ଓଡିଶା ଏବେ ଗେରୁଆ। ଓଡ଼ିଶାରେ ପରିବର୍ତ୍ତନ ବି ଏମିତି […]

Read More Text.
Sarat

ନୂଆପଡାରେ ଶରତ ପଟ୍ଟନାୟକଙ୍କ ସହ ପାରାଦ୍ବୀପରେ ହାରିଲେ ଗୀତାଞ୍ଜଳି ରାଉତରାୟ

ନୂଆପଡା/ପାରାଦ୍ବୀପ: ନୂଆପଡାରେ କାମ ଦେଲାନି ହାତ | ଏଠାରୁ ନିର୍ବାଚନ ଲଢ଼ୁଥିବା ପିସିସି ସଭାପତି ଶରତ ପଟ୍ଟନାୟକ ପରାସ୍ତ ହୋଇଛନ୍ତି | ବଡ କଥା ହେଉଛି ଯେ ସେ ସ୍ୱାଧୀନ ପ୍ରାର୍ଥୀଙ୍କଠାରୁ ବି କମ ଭୋଟ ପାଇଛନ୍ତି | ମିଳିଥିବା ସୂଚନା ମୁତାବକ ଏଠାରୁ ବିଜେଡିର ରାଜେନ୍ଦ୍ର ଢୋଲକିଆ ୬୧୮୨୨ ଭୋଟ ପାଇଁ ବିଜୟୀ ହୋଇଛନ୍ତି | ସେହିପରି ସ୍ୱାଧୀନ ପ୍ରାର୍ଥୀ ଘାସିରାମ ମଝି ୫୦୯୪୧ ଭୋଟ ପାଇଛନ୍ତି | ଏଠାରୁ ଶରତ ପଟ୍ଟନାୟକ ୧୫୫୦୧ ଖଣ୍ଡ […]

Read More Text.