Crk

୧୬ ଓ ୧୯ ବର୍ଷରୁ କମ ଜୁନିୟର ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ୨୮ ରୁ ୦୩ ତାରିଖ ମଧ୍ୟରେ ନାମ ପଞ୍ଜିକରଣ

ବାରିପଦା : ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ୧୬ ଓ ୧୯ ବର୍ଷରୁ କମ ଓ ସି ଏ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଖେଳାଳି ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ସାଧାରଣ ସମ୍ପାଦକ ବିଜୟ କୁମାର ଦାସଙ୍କ ସୂତ୍ରରୁ ପ୍ରକାଶ I ଏଥିପାଇଁ ଇଛୁକ ଖେଳାଳି ମାନେ ଚଳିତ ମାସ ୨୮ ତାରିଖରୁ ଏପ୍ରିଲ ୩ ତାରିଖ ମଧ୍ୟରେ ବାରିପଦା ଷ୍ଟାଡିୟମ ଅଫିସରେ ନିଜ ନିଜର ନାମ ପଞ୍ଜିକରଣ କରିପାରିବେ I […]

Read More Text.
Ipl

ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ

ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ଗୁରୁବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା ମ୍ୟାଚ୍ ସମୟରେ ଦ୍ୱିତୀୟ ଇନିଂସରେ ଦ୍ବିତୀୟ ନୂଆ ବଲ୍ ପ୍ରଚଳନ କରିବାକୁ ସୂଚନା ଦେଇଛନ୍ତି। ଭାରତର ଦ୍ରୁତ ବୋଲର ମହମ୍ମଦ ସାମି ଡେଥ୍ ଓଭରରେ ବୋଲରଙ୍କ କ୍ରୋଧକୁ ନେଇ ଚିନ୍ତା […]

Read More Text.
10q78g6 Pakistan Cricket Board Twitter 625x300 25 June 20

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ ଦୁଇଗୁଣ କ୍ଷତି ସହିଛି। ପ୍ରଥମତଃ, ଆୟୋଜକ ପାକିସ୍ତାନୀ ଦଳ ତିନୋଟି ମ୍ୟାଚରୁ ଦୁଇଟିରେ ପରାସ୍ତ ହୋଇ ନକଆଉଟ୍ ରାଉଣ୍ଡରେ ପହଞ୍ଚିପାରିନଥିଲା। ଏହି ଦୁଃଖରୁ ଦଳ ବାହାରିପାରିନଥିବା ବେଳେ ଏବେ ପିସିବି କୋଟି କୋଟି ଟଙ୍କାର […]

Read More Text.
Boqw

ଜିଲ୍ଲା ସ୍ତରୀୟ ପୁରୁଷ ଓ ମହିଳା ଭଲିବଲ ଖେଳାଳି ଚୟନ ଶିବିର

ବାରିପଦା: ଓଡ଼ିଆ ଭଲିବଲ ଏସୋସିଏସନ ଆନୁକୂଲ୍ୟରେ ୭୧ ତମ ସିନିୟର ଆନ୍ତଃ ଜିଲ୍ଲା ଉଭୟ ପୁରୁଷ ଓ ମହିଳା ଭଲିବଲ ଚାମ୍ପିୟାନସିପ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଯାଉଅଛି I ମୟୁରଭଞ୍ଜ ଦଳ ପାଇଁ ଚୟନ ପ୍ରକ୍ରିୟା ବାରିପଦା ଷ୍ଟାଡିୟମ ପରିସରରେ ଚଳିତ ମାସ ୧୯ ତାରିଖ ଦିନ ଅନୁଷ୍ଠିତ ହେବ I ଇଛୁକ ଖେଳାଳି ମାନେ ନିଜର ଆଧାର କାର୍ଡ ଓ ଗୋଟିଏ ପାସ ପାର୍ଟ ଫୋଟୋ ଦାଖଲ କରି ୧୮ ତାରିଖ ଦିନ […]

Read More Text.
Virat Kohli India Celebrates 50t

ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି

ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍‌ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍‌ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର ଭବିଷ୍ୟତ ସମ୍ପର୍କରେ ସାମ୍ବାଦିକଙ୍କ ସହ ଆଲୋଚନା କାଳରେ କୋହଲି କହିଥିଲେ ଦଳରେ ବହୁତ ଯୁବ ଓ ଦକ୍ଷ ଖେଳାଳି ଅଛନ୍ତି। ତେଣୁ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ବିଶ୍ବକପ୍‌ରେ ଭାରତୀୟ ଦଳର ଆଧିପତ୍ୟ ରହିବ। […]

Read More Text.
2 180 1741540190392

ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି।  ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା […]

Read More Text.
Terqeq

୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ

ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର ଜାଲରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍ ଫସିଯାଇଥିଲେ । ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ ବିନିମୟରେ ମାତ୍ର ୨୫୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା । ଯାହାଫଳରେ ଏହି ମ୍ୟାଚ୍‌ରେ ବିଜୟ ସହ ଚମ୍ପିଆନ୍ସ […]

Read More Text.
India 750x430

ଚମ୍ପିଆନ୍ସ ଟ୍ରଫି ଫାଇନାଲ ଲଢେଇ: ଦିନିକିଆରେ ଲଗାତର ୧୫ତମ ଟସ୍‌ ହାରିଲା ଭାରତ

ଦୁବଇ: ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢେଇ। ଦୁବଇରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ। ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡର କ୍ୟାପ୍ଟେନ ମିଚେଲ ସେଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳ ଦିନିକିଆରେ ଏହାକୁ ମିଶାଇ ଲଗାତର ୧୫ତମ ଟସ୍ ହାରିଛି। ୨୦୨୩ ଦିନିକିଆ ବିଶ୍ୱକପ୍‌ର ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍ ପରଠାରୁ ଦଳ ଟସ୍ ଜିତି ନାହିଁ। କ୍ୟାପ୍ଟେନ ସେଣ୍ଟନର ପ୍ଲେଇଙ୍ଗ୍‌-୧୧ […]

Read More Text.
Indsemi

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

ଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି। ଅଷ୍ଟ୍ରେଲିଆ ଦ୍ଵାରା ଧାର୍ଯ୍ୟ ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୪୮.୧ ଓଭରରେ ୬ ଓ୍ଵିକେଟ୍ ହରାଇ ଜିତି ନେଇଛି। ବିରାଟ କୋହଲି ୮୪ ରନର ଇନିଂସ ଖେଳି ଭାରତ ବିଜୟରେ […]

Read More Text.
Cri

ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ: ଶେଷ ଲିଗ୍ ମ୍ୟାଚ୍ ତଥା ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ୪୪ ରନରେ ଜିତିଲା ଭାରତ। ୨୫୦ ରନ୍‌ର ଟାର୍ଗେଟ୍‌ ପିଛା କରି ୪୫.୩ ଓଭରରେ ସମସ୍ତ ଓ୍ୱିକେଟ୍‌ ହରାଇ ୨୦୫ ରନ୍‌ କରିପାରିଛି ନ୍ୟୁଜିଲାଣ୍ଡ। ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଶେଷ ଲିଗ୍ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ଦୁଇ ଶକ୍ତିଶାଳୀ ଦଳ ଭାରତ ଓ ନ୍ୟୁଜିଲାଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ମ୍ୟାଟ ହେନରୀଙ୍କ ଶାଣିତ ବୋଲିଂର ଉଚିତ୍ ମୁକାବିଲା କରି ନ ପାରି ୯ […]

Read More Text.