ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ଫାଇନାଲ ମ୍ୟାଚରେ ରାଇରଙ୍ଗପୁର ଚମ୍ପିୟାନ
ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଡି ଆର କେ (ବି ) କୁ ୫ ଉଇକେଟରେ ପରାସ୍ତ କରି ରାଇରଙ୍ଗପୁର ଚମ୍ପିୟାନ ହୋଇଛି I ପ୍ରଥମେ ବ୍ୟାଟିଂ କରି ଡି ଆର କେ (ବି ) ୩୫ ଓଭରରେ ୪ ଉଇକେଟ ହରାଇ ୨୪୪ ରନ […]
Read More Text.