Ljb9dai8 India Bcci 625x300 12 February 25

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି। ଭାରତ ଏହି ମ୍ୟାଚ୍‌ରେ ବିଶାଳ ବିଜୟ ହାସଲ କରିଛି। ୩୫୭ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟଟିଂ କରିଥିବା ବିଦେଶୀ ଟିମ୍ ୧୪୨ ରନ୍‌ରେ ପରାସ୍ତ ହୋଇଛନ୍ତି। ଇଂଲଣ୍ଡ […]

Read More Text.
Whatsapp Image 2025 02 12 At 5.02.29 Pm

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ ପରେ ଡିଫେଣ୍ଡିଂ ଚାମ୍ପିଅନ୍ସ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦେଶର ବିଭିନ୍ନ ରାଜ୍ୟରେ ପ୍ରଥମ ଥର ପାଇଁ ଟ୍ରଫି ଟୁର୍ ସହିତ ଇତିହାସ ରଚିବାକୁ ଯାଉଛି। ସେମାନଙ୍କର ଚାମ୍ପିଅନସିପ୍ ପାଳନର ଏକ […]

Read More Text.
Img 20250210 Wa0121

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ, ରାଇରଙ୍ଗପୁର କ୍ଲୁବ ବିଜୟ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚରେ ରାଇରଙ୍ଗପୁର କ୍ଲବ ବି ସି ଏ କୁ ୫ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବି ସି ଏ କ୍ଲବ ୨୩. ୩ ଓଭରରେ ସମସ୍ତ ଉଇକେଟ ହରାଇ ୧୫୧ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ […]

Read More Text.
Rwe

FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର)  ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଭୟ ପୁରୁଷ ଏବଂ ମହିଳା […]

Read More Text.
Swe

ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍‌; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍‌

ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍‌ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍‌ । ହୋଟେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍‌ । ୧୨ରେ ଅହମ୍ମଦାବାଦରେ ସିରିଜ୍‌ର ଶେଷ ମ୍ୟାଚ୍‌ ଖେଳିବେ । ଅନ୍ୟପଟେ ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆ ମ୍ୟାଚରେ ଫ୍ଲଡ ଲାଇଟ ୩୦ ମିନିଟ ଅଚଳ ହୋଇ ପଡିଥିବା ବେଳେ ଏଥିପାଇଁ ଭାରତୀୟ […]

Read More Text.
Khela

ବାରବାଟୀରେ ମ୍ୟାଚ୍‌ ସହ ସିରିଜ୍‌ ଜିତିଲା ଭାରତ

କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି ।  ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ  ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍‌ରେ ଘରୋଇ ଦଳ ୪ ୱିକେଟ୍‌ରେ ବିଜୟୀ ହୋଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ ଅକ୍ତିଆର […]

Read More Text.
Fhoc

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଭୟ ପୁରୁଷ ଏବଂ ମହିଳା ଏଫଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ୍ ଭୁବନେଶ୍ବରରେ ଖେଳାଯିବ । ଫେବୃଆରୀ ୧୫ରେ ଘରୋଇ ଦଳ ଭାରତ […]

Read More Text.
Img 20250207 Wa0157

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ମୟୁରଭଞ୍ଜ ଗ୍ରୀନ ବିଜୟ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୫ମ ଦିନର ଖେଳରେ ମୟୁରଭଞ୍ଜ ଗ୍ରୀନ ମୟୁରଭଞ୍ଜ (ଏ) କୁ ୯ ଉଇକେଟରେ ପରାସ୍ତ କରିଅଛି I ପ୍ରଥମେ ବ୍ୟାଟିଂ କରି ମୟୁରଭଞ୍ଜ (ଏ ) ୨୫. ୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୯୪ ରନ ସଂଗ୍ରହ କରିଥିଲେ I ଦଳ […]

Read More Text.
Ind

ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି

ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଭୁବନେଶ୍ୱରର ମେ’ ଫେୟାର ହୋଟେଲରେ ପହଞ୍ଚିଛନ୍ତି। ହୋଟେଲରେ ପହଞ୍ଚିଲା ପରେ ଖେଳାଳିମାନଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଓଡ଼ିଶାର ପାରଂପରିକ ବାଦ୍ୟ ଓ ନୃତ୍ୟର ତାଳେତାଳେ ସ୍ବାଗତ ଓ ଶୁଭେଚ୍ଛା […]

Read More Text.
Img 20250205 Wa0154

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳରେ ବି ସି ଏ ମୟୁରଭଞ୍ଜ ଗ୍ରୀନକୁ ୪୩ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବି ସି ଏ ୩୫ ଓଭରରେ ୮ ଉଇକେଟ ହରାଇ ୧୮୯ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ […]

Read More Text.