ଗିଲ୍ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ
ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବାଂଲାଦେଶ ଭାରତ ପାଇଁ ୨୨୯ ରନର ଟାର୍ଗେଟ ରଖିଥିଲା। ବାଂଲାଦେଶ ଦଳ ୨୨୮ ରନରେ ଅଲଆଉଟ ହୋଇଯାଇଥିଲା। ଜବାବରେ, ଭାରତ ଗିଲଙ୍କ ୧୨୯ ବଲ ରୁ ୯ ଚୌକା ଏବଂ ୨ଟି […]
Read More Text.