ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି
କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ ସେତିକି ବେଳକୁ ନୁହେଁ ବାରବାଟୀରେ ଚାହିଦା ଥିବା ଏକ ନମ୍ବର,୩ ନମ୍ବର ଓ ପାଞ୍ଚ ନମ୍ବର ଗ୍ୟାଲେରୀ ଟିକେଟ ମିଳୁନଥିବାରୁ ଅସନ୍ତୋଷ ଜାହିର କରିଛନ୍ତି କ୍ରିକେଟ ଲଭର୍ ମାନେ। ଅନ୍ୟପଟେ ଆସନ୍ତା ୫ ତାରିଖ […]
Read More Text.