ଗିରଫ ହେଲେ ଯାଜପୁର CT&GST ଆସିଷ୍ଟାଣ୍ଟ କମିସନର
ଭୁବନେଶ୍ୱର: ଗିରଫ ହେଲେ ଯାଜପୁର CT&GST ଆସିଷ୍ଟାଣ୍ଟ କମିସନର ବିନୟ ଭୂଷଣ ତ୍ରିପାଠୀ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କର ଦୁଇ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ । ବିଭିନ୍ନ ବ୍ୟାଙ୍କରେ ତାଙ୍କ ପରିବାର ଲୋକଙ୍କ ନାଁରେ ରହିଛି ଏକାଧିକ ଏକାଉଣ୍ଟ । ବ୍ୟାଙ୍କ ଏକାଉଣ୍ଟରେ ଅନେକ ଟଙ୍କା ଜମା ରହିଛି । ବହୁ ଟଙ୍କା ଲାଞ୍ଚ ନେଇଥିବା ଜଣାପଡ଼ିଛି । ଏକ ସ୍କ୍ରାପ ଗାଡିକୁ ଅଟକାଇ ୩ ଲକ୍ଷ ୨୦ ହଜାର […]
Read More Text.