କୋଟିପତି ବିଡ଼ିଓ, ଘରୁ ମିଳିଲା ୬ଲକ୍ଷ ନଗଦ ଟଙ୍କା
ଭୁବନେଶ୍ୱର; ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ 8ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା 3 ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ ଆପାର୍ଟମେଣ୍ଟ […]
Read More Text.