Z

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ପରଲୋକ

ମୁମ୍ବାଇ: ମନ୍ଥନ ଓ ଅଙ୍କୁର ଭଳି ଚମତ୍କାର କଳାତ୍ମକ ସିନେମା ପାଇଁ ଜଣାଶୁଣା ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଶ୍ୟାମ ବେନେଗାଲଙ୍କ ପରଲୋକ ହୋଇଯାଇଛି। ସନ୍ଧ୍ୟା ୬ଟା ୩୯ମିନିଟରେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ମଧ୍ୟ ବିଭିନ୍ନ ଚଳଚ୍ଚିତ୍ର ପ୍ରକଳ୍ପରେ କାମ ଜାରି ରଖିଥିଲେ। ଶ୍ୟାମ ବେନେଗାଲଙ୍କ ଝିଅ ପିଆ ବେନେଗାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ ଶ୍ୟାମଙ୍କର ଆଜି ସନ୍ଧ୍ୟା ୬.୩୮ ରେ ମୁମ୍ବାଇ […]

Read More Text.
1729146132 Nikita Porwal

ଫେମିନା ମିସ୍‌ ଇଣ୍ଡିଆ-୨୦୨୪: ବିଜେତା ମୁକୁଟ ପିନ୍ଧିଲେ ନିକିତା ପୋରଓ୍ବାଲ

ମୁମ୍ବାଇ: ଫେମିନା ମିସ୍‌ ଇଣ୍ଡିଆ-୨୦୨୪କୁ ମିଳିଯାଇଛି ଏହାର ବିଜେତା। ମଧ୍ୟପ୍ରଦେଶର ନିକିତା ପୋରଓ୍ବାଲ ପିନ୍ଧିଛନ୍ତି ଫେମିନା ମିସ୍‌ ଇଣ୍ଡିଆ-୨୦୨୪ର ବିଜେତା ମୁକୁଟ। ବୁଧବାର ରାତିରେ ମୁମ୍ବାଇର ଓ୍ବର୍ଲିରେ ଆୟୋଜିତ ପ୍ରତିଯୋଗିତାର ଗ୍ରାଣ୍ଡ୍‌ ଫାଇନାଲରେ ନିକିତାଙ୍କୁ ବିଜେତା ଘୋଷଣା କରାଯାଇଛି। ଏବେ ସେ ମିସ୍ ୱର୍ଲ୍ଡ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିବେ। ଅପରପକ୍ଷେ, ଦାଦ୍ରା ଏବଂ ନଗର ହାଭେଲି(କେନ୍ଦ୍ର ଶାସିତ ଅଞ୍ଚଳ)ର ରେଖା ପାଣ୍ଡେ ଫେମିନା ମିସ୍ ଇଣ୍ଡିଆ-୨୦୨୪ର ପ୍ରଥମ ରନର୍ ଅପ୍ ହୋଇଥିବାବେଳେ ଗୁଜରାଟର ଆୟୁଷୀ ଢୋଲକିଆ […]

Read More Text.
Onn 3

ଇଦ୍‌ରେ ସଲମାନ ଖାନଙ୍କ ବାସଭବନ ବାହାରେ ଏକତ୍ରିତ ହୋଇଥିବା ଫ୍ୟାନ୍‌ଙ୍କ ଉପରେ ପୁଲିସର ଲାଠିଚାର୍ଜ

ମୁମ୍ବାଇ: ଇଦ୍‌ର ସ୍ୱତନ୍ତ୍ର ଅବସରରେ ସଲମାନ୍‌ ଖାନ୍‌ଙ୍କ ପ୍ରଶଂସକମାନେ ସୁପରଷ୍ଟାରଙ୍କ ଝଲକ ଦେଖିବା ପାଇଁ ତାଙ୍କ ଗାଲାକ୍ସି ବାସଭବନ ବାହାରେ ଆଜି ବହୁ ସଂଖ୍ୟାରେ ଏକାଠି ହୋଇଥିଲେ। ଦୁର୍ଭାଗ୍ୟବଶତଃ ଭିଡ଼ ଏତେ ଅସମ୍ଭାଳ ହୋଇପଡ଼ିଥିଲା ଯେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସକୁ ଲାଠିଚାର୍ଜ କରିବାକୁ ପଡ଼ିଥିଲା। ଇଦ୍‌ର ଶୁଭେଚ୍ଛା ଜଣାଇବା ପାଇଁ ବିଭିନ୍ନ ସହରରୁ ଆସିଥିବା ସଲମାନ୍‌ଙ୍କ ପ୍ରଶଂସକମାନେ ତାଙ୍କ ମୁମ୍ବାଇ ବାସଭବନ ବାହାରେ ଧାଡ଼ି ବାନ୍ଧିଥିଲେ। ତାଙ୍କୁ ଦେଖିବା ପାଇଁ କିଛି ସମୟ ଅପେକ୍ଷା […]

Read More Text.
Onn 3

ଭେଟରାନ ଓଡ଼ିଆ ଅଭିନେତା ଚକ୍ରଧର ଜେନା ଆଉ ନାହାନ୍ତି

ଭୁବନେଶ୍ବର : ଓଡ଼ିଆ ସିନେମା ଇଣ୍ଡଷ୍ଟ୍ରୀର ଜଣାଶୁଣା ଚେହେରା ଚକ୍ରଧର ଜେନା ଆଉ ନାହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଫୁସଫୁସ ଜନିତ ସଂକ୍ରମଣ ଯୋଗୁ ସେ ଦୀର୍ଘ ୨୩ ଦିନ ହେବ ଏମ୍ସରେ ଚିକିତ୍ସିତ ହେଉଥିଲେ। ପରବର୍ତ୍ତୀ ଅବସ୍ଥାରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତରଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ୱେ ସୋମବାର ରାତିରେ ହୃଦଘାତ ଯୋଗୁ ଶ୍ରୀ ଜେନା ସମସ୍ତଙ୍କୁ […]

Read More Text.
Onn 3

ଯାଜପୁର ଜିଲ୍ଲାରେ ଆରମ୍ଭ ହେଲା ରାଜ୍ୟର ପ୍ରଥମ ମିଶନ ଶକ୍ତି ସିନେମା ହଲ୍

  ଯାଜପୁର : ଦିନେ ରୋଷେଇ ଶାଳରେ ବସି ରହି ସ୍ୱାମୀଙ୍କ ଠାରୁ ହାତ ଖର୍ଚ୍ଚ ମାଗୁଥିବା ମହିଳା ଏବେ ନିଜେ ସ୍ୱାବଲମ୍ବୀ। ନିଜେ ପରିବାର ଚଳାଇବାକୁ ସକ୍ଷମ । ସରକାରଙ୍କ ମିଶନ ଶକ୍ତି ଯୋଜନାରେ ସାମିଲ ହୋଇ ଏବେ ମହିଳାମାନେ ଅନ୍ୟମାନଙ୍କ ପାଇଁ ସାଜିଛନ୍ତି ଉଦାହରଣ। ଏହି ପରୀପେକ୍ଷୀରେ ଯାଜପୁର ଜିଲ୍ଲାରେ ଆରମ୍ଭ ହୋଇଛି ରାଜ୍ୟର ପ୍ରଥମ ମିଶନ ଶକ୍ତି ସିନେମା ହଲ । ଜିଲ୍ଲା ମହିଳା ଫେଡେରେସନ ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି […]

Read More Text.
Onn 3

ବିଗ୍‌ବସ ୧୭ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୧୦: ଆଜିକାଲି ବିଗ୍‌ବସ ସିଜନ ୧୭ ବହୁତ ଉତ୍ସାହର ସହିତ ଚାଲିଛି। କିନ୍ତୁ ନିକଟରେ ଏହି ଶୋ’ ବିଷୟରେ ଏପରି ଖବର ଆସିଛି ଯାହା ପ୍ରଶଂସକଙ୍କୁ ଚକିତ କରିପାରେ। ନିକଟରେ ଦିଲ୍ଲୀ ହାଇକୋର୍ଟ ଏହି ଶୋ’ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ରିପୋର୍ଟ ଅନୁଯାୟୀ ଭିଆକମ ୧୮ ମିଡିଆ ପ୍ରାଇଭେଟ ଲିମିଟେଡ ଦିଲ୍ଲୀ ହାଇକୋର୍ଟରେ ଏକ ପିଟଶନ ଦାଖଲ କରିଛି। ଯେଉଁଥିରେ ଦର୍ଶାଯାଇଛି ଯେ, ଅନେକ ୱେବସାଇଟ ଏହି ଶୋ’କୁ ଅବୈଧ ଭାବରେ ପ୍ରସାରଣ […]

Read More Text.
Onn 3

‘ପୁଷ୍କରା’ର ସଫଳତା ନେଇ ନିଜ ସ୍କୁଲରେ ସମ୍ବର୍ଦ୍ଧିତ ହେଲେ ସବ୍ୟସାଚୀ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ପୁଷ୍କରାର ସଫଳତାକୁ ନେଇ ନିଜ ସ୍କୁଲରେ ସମ୍ବର୍ଦ୍ଧିତ ହେଲେ ସବ୍ୟସାଚୀ ମିଶ୍ର । ୟୁନିଟ ୧ ଉଚ୍ଚ ବାଳକ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପୁରାତନ ଛାତ୍ର, ପୋଲିସ କମିସନର ସୋମେନ୍ଦ୍ର ପ୍ରିୟଦର୍ଶୀ, ଡ଼ଃ ମଧୁ ମାଧବ ଜେନା, ମୋ ସ୍କୁଲ୍ ଅଭିଯାନ ସଭାପତି, ପୁରାତନ ଛାତ୍ର ସଂଘର ଉପସଭାପତି ଶିଳଭଦ୍ର ଶାସ୍ତ୍ରୀ, ଡ଼ଃ ଅରବିନ୍ଦ ମହାନ୍ତି, ଲିଙ୍ଗରାଜ […]

Read More Text.
Onn 3

ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା

ବାରିପଦା: ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଅନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ମହାରାଜା କୃଷ୍ନଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜ୍ଞାନ ରଞ୍ଜନ ଆଚାର୍ଯ୍ୟ ଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥଲା ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଲୋକନୃତ୍ୟ କାର୍ଯ୍ୟକ୍ରମ କୁ ଉଦ୍‌ଘାଟନ କରିବା ସହ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଥିବା ପ୍ରତିଭାର ବିକାଶ ପାଇଁ ଏହା ଏକାନ୍ତ ଉପଯୋଗୀ ବୋଲି ଅଲୋକପାତ କରିଥିଲେ […]

Read More Text.
Onn 3

ଅକ୍ଟୋବରରେ ମୁକ୍ତିଲାଭ କରିବ ପାଟଣାଗଡ଼ ପାର୍ସଲ ବୋମା ଘଟଣା ଉପରେ ଆଧାରିତ ସମ୍ବଲପୁରୀ ଚଳଚ୍ଚିତ୍ର ‘ମାଇଣ୍ଡ ଗେମ’

ସମ୍ବଲପୁର: ସାରା ରାଜ୍ୟରେ ୨୦୧୮ ମସିହାରେ ଚହଳ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବେମା ଘଟଣା ଉପରେ ପର୍ଯ୍ୟବେଷିତ ବହୁଭାଷୀ ଚଳଚ୍ଚିତ୍ର ‘ମାଇଣ୍ଡ ଗେମ’ ଆସନ୍ତା ଅକ୍ଟୋବରରେ ମୁକ୍ତିଲାଭ କରିବାକୁ ଯାଉଛି। ଏ ସମ୍ପର୍କରେ ସମ୍ବଲପୁରର ଅଇଁଠାପାଲି ସ୍ଥିତ ହୋଟେଲ ଡଲଫିନ ଠାରେ ଶୁକ୍ରବାର ଅପରାହ୍ନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଚଳଚ୍ଚିତ୍ରର ମୁଖ୍ୟ ଅଭିନେତା ମନୋଜ ମିଶ୍ର ଓ ପ୍ରୟୋଜକ ଶ୍ରୀଧର ମାର୍ଥା ସୂଚନା ଦେଇଛନ୍ତି। ପାର୍ସଲ ବୋମାର ଘଟଣା ଆଜି ମଧ୍ୟ ଜନମାନସରୁ ଲିଭି […]

Read More Text.
Onn 3

ସାଉଥ୍ ଅଭିନେତା ପ୍ରକାଶ ରାଜ୍ ଙ୍କୁ ହତ୍ୟା ଧମକ !

ମୁମ୍ବାଇ: ଦକ୍ଷିଣ ଅଭିନେତା ପ୍ରକାଶ ରାଜ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ତାଙ୍କ ମନ୍ତବ୍ୟ ପାଇଁ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ ରହି ଆସିଛନ୍ତି  ।  ଅନେକ ଥର ସେ ଏପରି ମନ୍ତବ୍ୟ ଦିଅନ୍ତି ଯାହା ଭାବନାକୁ ଆଘାତ ପହଞ୍ଚାଏ , ତା ପରେ ବିବାଦ ଗମ୍ଭୀର ହୋଇଯାଏ  । ନିକଟରେ ସେ ଚନ୍ଦ୍ରୟାନ-୩ କୁ ନେଇ ବିବାଦୀୟ ମନ୍ତବ୍ୟ ଦେବା ପରେ ଏବେ ସେ ସନାତନ ଧର୍ମକୁ ନେଇ ଏକ ମନ୍ତବ୍ୟ ଦେଇଛନ୍ତି। […]

Read More Text.