ମିଆଁମାର ଏବଂ ଥାଇଲାଣ୍ଡ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଆଁମାର ଏବଂ ଥାଇଲାଣ୍ଡରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ସ୍ଥିତିରେ ଭାରତ ଦୁଇ ଦେଶକୁ ଯଥାସମ୍ଭବ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ରହିଛି । ପ୍ରଧାନମନ୍ତ୍ରୀ ମୋଦି X ରେ କହିଛନ୍ତି, ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୂମିକମ୍ପ ପରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ନେଇ ମୁଁ ଚିନ୍ତିତ । ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି । ଭାରତ […]
Read More Text.