The Sabarmati Report Was Released On November 15 155509845 16x9 0

‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ରକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଶୁକ୍ରବାର ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଦ ସାବରମତୀ ରିପୋର୍ଟ’କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସତ୍ୟ ସାମ୍ନାକୁ ଆସୁଛି, ଯାହାକୁ ଜନସାଧାରଣ ଦେଖିବାକୁ ସକ୍ଷମ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅଭିନେତା ବିକ୍ରାନ୍ତ ମାସେଙ୍କ ଅଭିନୀତ ଏହି ଚଳଚ୍ଚିତ୍ରଟି ୨୦୦୨ ଗୋଧ୍ରା ଟ୍ରେନ ଟ୍ରାଜେଡି ଘଟଣାବଳୀ ଉପରେ ପର୍ଯ୍ୟବସିତ। ଏହି ଚଳଚ୍ଚିତ୍ର ସମ୍ପର୍କରେ ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ହୋଇଥିବା ଏକ ପୋଷ୍ଟ ଉପରେ ପ୍ରତିକ୍ରିୟା ରଖି ମୋଦୀ କହିଛନ୍ତି, ଏହା ଅତ୍ୟନ୍ତ […]

Read More Text.
Image 1731841281

ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସରଗରମ ରାଜନୀତି। ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା। ଦିଲ୍ଲୀର ପୂର୍ବତନ ବିଧାୟକ ତଥା ଆପର ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଅନିଲ ଝା ବିଜେପିରେ ଥିବାବେଳେ ଦୁଇ ଥର ବିଧାୟକ ହୋଇଥିଲେ। କିରାରି ଏବଂ ଉତ୍ତର-ପଶ୍ଚିମ ଦିଲ୍ଲୀ ନିର୍ବାଚନ ମଣ୍ଡଳୀର ବିଧାୟକ ଥିଲେ ଅନିଲ। ଆପରେ ଯୋଗଦେବା ପରେ ସେ […]

Read More Text.
Image 1731830423

ନିର୍ବାଚନ ପୂର୍ବରୁ କେଜ୍ରିଓ୍ୱାଲଙ୍କୁ ଝଟ୍‌କା, ଦଳ ଛାଡ଼ିଲେ କୈଳାଶ ଗେହଲଟ୍‌

ନୂଆଦିଲ୍ଲୀ : ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍‌ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍‌କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ସେ ଆମ ଆଦମୀ ପାର୍ଟି (AAP)ର ପ୍ରାଥମିକ ସଦସ୍ୟତା ମଧ୍ୟ ଛାଡିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ନିଜକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ସୋଶାଲ ମିଡିଆ ପ୍ଲାଟଫର୍ମ […]

Read More Text.
Image 1731845013

ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ ହୋଇନଥିବାରୁ ଏପର୍ଯ୍ୟନ୍ତ କୌଣସି ମାମଲା ରୁଜୁ ହୋଇ ନାହିଁ ବୋଲି ଯାଞ୍ଚ କମିଟି ସୂତ୍ରରୁ ପ୍ରକାଶ ପାଇଛି । ରିପୋର୍ଟ ଅନୁସାରେ, ସୁଇଚ୍ ବୋର୍ଡରେ ସର୍ଟ ସର୍କିଟ କାରଣରୁ ହସ୍ପିଟାଲରେ ନିଆଁ ଲାଗିଥିଲା। […]

Read More Text.
Image 1731826126

ମଣିପୁର ହିଂସା: ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ୍‌ ଦେଲା ମେତେଇ ସମ୍ପ୍ରଦାୟ

ଇମ୍ଫାଲ : ମଣିପୁରରେ ପୁଣି ଉଗ୍ର ହେବାରେ ଲାଗିଛି ହିଂସା। ବ୍ୟାପକ ପୋଡାଜଳା ସାଙ୍ଗକୁ ଭଙ୍ଗାରୁଜା କରୁଛନ୍ତି ବିକ୍ଷୋଭକାରୀ। ବିଭିନ୍ନ ନେତାଙ୍କ ଘରକୁ ଉପରକୁ କରାଯାଉଛି ଆକ୍ରମଣ। ଗୋଟିଏ ସମ୍ପ୍ରଦାୟ ଅନ୍ୟ ସମ୍ପ୍ରଦାୟକୁ ହତ୍ୟା କରୁଥିବା ବେଳେ ନେତାମନ୍ତ୍ରୀଙ୍କୁ ବି ଆକ୍ରମଣ କରୁଛନ୍ତି ଉଗ୍ରବାଦୀ। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ବିରେନ୍‌ ସିଂହଙ୍କ ଘର ଉପରକୁ ମଧ୍ୟ ଆକ୍ରମଣ କରିଛନ୍ତି। ଏହାପରେ ମେତେଇ ସମ୍ପ୍ରଦାୟର ମଣିପୁରର ନାଗରିକ ସମାଜ ଗୋଷ୍ଠୀ ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍ ଜାରି […]

Read More Text.
Image 1731762309

‘ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି’

ମହାରାଷ୍ଟ୍ରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି। ମୋଦି ଏବେ ଆମେ ଯାହା କହୁଛୁ ତାହା କହୁଛନ୍ତି ବୋଲି ରାହୁଲ ଗାନ୍ଧି ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ବାଇଡେନ ଯେମିତି ୟୁକ୍ରେନ ରାଷ୍ଟ୍ରପତିଙ୍କୁ ରୁଷ ରାଷ୍ଟ୍ରପତି କହୁଥିଲେ, ମୋଦି ସେମିତି ଆମ କଥାକୁ କହୁଛନ୍ତି। ରାହୁଲ ଗାନ୍ଧି କହିଛନ୍ତି, […]

Read More Text.
Image 1731760465

ଜମ୍ମୁ-କଶ୍ମୀରରେ ବେକାରୀ ହାର ଦେଶରେ ସର୍ବାଧିକ

ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବହୁମାତ୍ରାରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE)ର ୨୦୨୪ ପ୍ରଥମ ତ୍ରୟମାସିକ ତଥ୍ୟ ଅନୁଯାୟୀ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏମାନଙ୍କ ମଧ୍ୟରୁ ୧.୦୯ ଲକ୍ଷ ଯୁବକ ସ୍ନାତକ ଏବଂ ସ୍ନାତକୋତ୍ତର ଶିକ୍ଷା ହାସଲ କରିଛନ୍ତି, ଯେଉଁମାନେ ରାଜ୍ୟର ସମୁଦାୟ ବେକାରୀର ୩୧ ପ୍ରତିଶତ। ସେଣ୍ଟର ଫର ମନିଟରିଂ ଇଣ୍ଡିଆନ୍ ଇକୋନୋମି (CMIE) ରିପୋର୍ଟ ଅନୁଯାୟୀ ଜମ୍ମୁ କଶ୍ମୀରରେ ବେକାରୀ ହାର ୨୩.୧ ପ୍ରତିଶତ […]

Read More Text.
Image 1731759688

ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ

ବିଜେପି ଓ କଂଗ୍ରେସକୁ ଜବାବ ମାଗିଲେ ନିର୍ବାଚନ ଆୟୋଗ। ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ। ଆସନ୍ତା ସୋମବାର ସୁଦ୍ଧା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏହାର ଜବାବ ଦେବେ। ନଭେମ୍ବର ୧୧ ରେ ବିଜେପି ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆଚରଣ ସଂହିତା ଉଲ୍ଲଙ୍ଘନ କରିବାର ଅଭିଯୋଗ […]

Read More Text.
Image 1731754108

ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା

ପଞ୍ଜାବ ରାଜନୀତିରୁ ଆସିଛି ଏକ ବଡ଼ ଖବର। ଶିରୋମଣି ଅକାଳୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ସେ ଦଳର କାର୍ଯ୍ୟକାରୀ କମିଟିକୁ ନିଜର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ ଚୀମା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏକ୍ସରେ ସେ ଲେଖିଛନ୍ତି, ଦଳର ନୂଆ ସଭାପତି ନିର୍ବାଚନ ପାଇଁ ବାଟ ଫିଟାଇବାକୁ ଆଜି ଦଳର […]

Read More Text.
Image 1731754081

ମଣିପରୁ ହିଂସା ଘଟଣା; ନିଖୋଜ ଥିବା ୬ ଜଣଙ୍କ ମୃତଦେହ ମିଳିଲା

ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ପାଞ୍ଚ ଦିନ ତଳେ କୁକି ବିଦ୍ରୋହୀ ସନ୍ଦିଗ୍ଧମାନେ ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ କରି ବନ୍ଧକ ରଖିଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଆଜି ଆଉ ତିନି ଜଣଙ୍କ ମୃତଦେହ ମିଳିଛି। ମୃତକଙ୍କ ମଧ୍ୟରେ ତିନି ଜଣ ମହିଳା ଥିବାବେଳେ ତିନି ଜଣ ଶିଶୁ ଅଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ 8 ମାସର ଶିଶୁ […]

Read More Text.