Image 1731751269

ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ

ନିର୍ବାଚନ ଆୟୋଗ ଅଧିକାରୀମାନେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରିଛନ୍ତି। ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗରେ ଖାନତଲାସୀ କରିଛନ୍ତି। ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏବଂ ଏଥିରେ ଥିବା ବ୍ୟାଗଗୁଡ଼ିକର ଯାଞ୍ଚ କରାଯାଇ ଥିବାବେଳେ ଆଜି ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରିଛନ୍ତି ନିର୍ବାଚନ ଆୟୋଗ। ସୂଚନା ଅନୁସାରେ, ଅମରାବତୀରେ ରାହୁଲ ଗାନ୍ଧିଙ୍କ ହେଲିକପ୍ଟର ଅବତରଣ କରିବା ବେଳେ ନିର୍ବାଚନ ଆୟୋଗର କିଛି ଅଧିକାରୀ ସେଠାକୁ ଯାଇ […]

Read More Text.
Image 1731743982

ଅଗ୍ନିକାଣ୍ଡରେ ୧୦ ଶିଶୁଙ୍କ ମୃତ୍ୟୁ ଘଟଣା; ଡାକ୍ତରଖାନା ବାହାରେ ଅଭିଭାବକଙ୍କ ଧାରଣା

ନିଆଁ ଲାଗି ୧୦ ନବଜାତକଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ଅସନ୍ତୋଷ। ଅଗ୍ନିକାଣ୍ଡରେ ଆହତ ହୋଇଥିବା ପିଲାମାନଙ୍କୁ ଭେଟିବାକୁ ଅନୁମତି ନ ମିଳିବାରୁ ସେମାନଙ୍କ ବାପାମାଆ ଏବଂ ପରିବାରବର୍ଗ ହସ୍ପିଟାଲ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ହସ୍ପିଟାଲ ଫାଟକ ସମ୍ମୁଖରେ ଧାରଣାରେ ବସିବା ସହ ରାସ୍ତାରୋକ କରିଛନ୍ତି। ପିଲାମାନଙ୍କୁ ଭେଟିବାକୁ ଅନୁମତି ଦେବା ଦାବିରେ ସେମାନେ ଏହି ପ୍ରତିବାଦ କରିଛନ୍ତି। ସେପଟେ ଶିଶୁମାନଙ୍କ ପରିଚୟକୁ ନେଇ ଯେପରି କୌଣସି ଦ୍ୱନ୍ଦ୍ୱ ନ ଉପୁଜେ ସେଥିପାଇଁ […]

Read More Text.
Pm 2

୧୦ ବର୍ଷ ଭିତରେ ଆଦିବାସୀ ପରିବାରଙ୍କ କଲ୍ୟାଣ ପାଇଁ ସରକାର ୫ ଗୁଣା ଖର୍ଚ୍ଚ ବଢାଇଛନ୍ତି : ନରେନ୍ଦ୍ର ମୋଦି

୧୦ ବର୍ଷ ଭିତରେ ଆଦିବାସୀ ପରିବାରଙ୍କ କଲ୍ୟାଣ ପାଇଁ ସରକାର ୫ ଗୁଣା ଖର୍ଚ୍ଚ ବଢାଇଛନ୍ତି। ୧୦ ବର୍ଷ ତଳେ ୨୫ ହଜାର କୋଟିରୁ କମ ଟଙ୍କା ଖର୍ଚ୍ଚ ହେଉଥିଲା। ସରକାର ଏହାକୁ ୫ ଗୁଣା ବଢାଇ ୧ ଲକ୍ଷ ୨୫ ହଜାର କୋଟି ଟଙ୍କା କରିଥିବା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ, ବିହାର ଜାମୁଇରେ ଆୟୋଜିତ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୋଦି । ଏହି ଅବସରରେ […]

Read More Text.
Image 1731675880

୮ ଘଣ୍ଟାର ଡିଜିଟାଲ ଆରେଷ୍ଟ କରି ନେଇଗଲେ ୧୦ କୋଟି ଟଙ୍କା

ସାଇବର ଠକେଇର ନୂଆ ଫଣ୍ଡା ଏବେ ଡିଜିଟାଲ ଆରେଷ୍ଟ ବା ଗିରଫଦାରୀ। ଠକମାନେ ବିଭିନ୍ନ ନିରୀହ ଲୋକଙ୍କୁ ଡିଜିଟାଲ ଆରେଷ୍ଟ ଜାଲରେ ଫସାଇ ସର୍ବସ୍ୱ ଲୁଟି ନେଉଛନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ପୁଣି ସାମ୍ନାକୁ ଆସିଛି। ଏଥର ସାଇବର ଠକଙ୍କ ଡିଜାଟାଲ ଆରେଷ୍ଟର ଶିକାର ହୋଇ ସବୁ କିଛି ହରାଇଛନ୍ତି ଜଣେ ୭୨ ବର୍ଷୀୟ ଅବସରପ୍ରାପ୍ତ ଇଞ୍ଜିନିୟର। ଏହି ବୃଦ୍ଧଙ୍କୁ ସାଇବର ଠକମାନେ ଦୀର୍ଘ ୮ ଘଣ୍ଟା କାଳ ଡିଜିଟାଲ ଆରେଷ୍ଟ ନାଁରେ ଅଟକ ରଖିଥିଲେ। […]

Read More Text.
Pm Modi 1731674384

ଦିଲ୍ଲୀରୁ ବିମାନ ଆସିବା ପରେ ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ଝାରଖଣ୍ଡର ଦେଓଘର ଏୟାରପୋର୍ଟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଅପେକ୍ଷା କରିବା ପରେ ଦିଲ୍ଲୀ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀରୁ ଗୋଟିଏ ସ୍ୱତନ୍ତ୍ର ବିମାନ ଦେଓଘର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦି ସେଥିରେ ଦିଲ୍ଲୀ ଫେରିଛନ୍ତି। ବାସ୍ତବରେ ମୋଦି ଯେଉଁ ବିମାରେ ଦେଓଘର ରାଲିକୁ ଯାଇଥିଲେ, ସେଥିରେ ସେ ଦିଲ୍ଲୀ ଫେରିବାର ଥିଲା। କିନ୍ତୁ ଉକ୍ତ ବିମାନରେ ବୈଷୟିକ ତ୍ରୁଟି ଦେଖାଯାଇଥିଲା। ଏଥିଯୋଗୁ ଭାରତୀୟ ବାୟୁ ସେନାର ଆଉ ଗୋଟିଏ ବିମାନ ମୋଦିଙ୍କୁ ଆଣିବା […]

Read More Text.
Amit Shah 1731669576

ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର

ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାକୁ ପ୍ରଚାର ପାଇଁ ଯାଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଓ ଏହା ମଧ୍ୟରେ ଥିବା ବ୍ୟାଗକୁ ଯାଞ୍ଚ କରାଯାଇଛି। ନିର୍ବାଚନ ବେଳେ ଟଙ୍କା କିମ୍ବା ଅନ୍ୟାନ୍ୟ ଜିନିଷ ଲୋକଙ୍କୁ ଦେବା ଭଳି କାମ ଉପରେ ରୋକ ଲଗାଇବା ପାଇଁ ନିୟୋଜିତ ନିର୍ବାଚନ ଅଧିକାରୀମାନେ ଏପରି ଯାଞ୍ଚ କରିଛନ୍ତି। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ମହାରାଷ୍ଟ୍ରରେ ଏବେ ଜୋରଦାର ପ୍ରଚାର ଚାଲିଛି। ନିକଟରେ ନିର୍ବାଚନ ଅଧିକାରୀମାନେ ଶିବସେନା […]

Read More Text.
Image 1731647090

ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ

ନ୍ୟୁଜିଲ୍ୟାଣ୍ଡ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି କାରିଆରିକି ମ୍ୟାପି-କ୍ଲାର୍କ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରି ପ୍ରତିବାଦ କରିଛନ୍ତି। ଏଥିସହ ସେ ଗୃହରେ ଏକ ବିଲକୁ ମଧ୍ୟ ଚିରି ଫିଙ୍ଗି ଦେଇଛନ୍ତି। ଏହି ସମୟରେ ନ୍ୟୁଜିଲ୍ୟାଣ୍ଡ ଗୃହରେ ହୋହଲ୍ଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ହାନା-ରାୱହିତିଙ୍କ ସହ ଦଳର ଅନ୍ୟ ସାଂସଦମାନେ ମଧ୍ୟ ତାଙ୍କ ସହ ତାଳ ଦେଇ ମାୱରୀ ଆଦିବାସୀ ସମ୍ପ୍ରଦାୟର ପାରମ୍ପରିକ ହାକା ନୃତ୍ୟ ପରିବେଷଣ କରିଥିଲେ। ଗତ […]

Read More Text.
Image 1731668556

୪୫ ମିନିଟ ଯାଏ ଅଟକି ରହିଲା ରାହୁଲ ଗାନ୍ଧିଙ୍କ ହେଲିକପ୍ଟର

କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଆଜି ଏକ ଅପ୍ରତ୍ୟାଶିତ ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଝାରଖଣ୍ଡର ଗୋଡ୍ଡାରୁ ହେଲିକପ୍ଟର ଯୋଗୁ ଉଡ଼ାଣ ଅପକ୍ଷେରେ ରହିଥିଲେ ହେଁ ତାଙ୍କୁ ବେଶ କିଛି ସମୟ ଏଥିପାଇଁ ଅନୁମତି ମିଳି ନଥିଲା। ଉଡ଼ାଣ ପାଇଁ ଏୟାର ଟ୍ରାଫିକ କଣ୍ଟ୍ରୋଲ (ଏଟିସି) ଅନୁମତି ନ ଦେବାରୁ ରାହୁଲ ଗାନ୍ଧିଙ୍କ ହେଲିକପ୍ଟର ପ୍ରାୟ ୪୫ ମିନିଟ ଧରି ଅଟକି ରହିଥିଲା। ଦୀର୍ଘ ୪୫ ମିନିଟ ଧରି ଅପେକ୍ଷା […]

Read More Text.
Students 1731640030

ଧୂଆଁମୟ ଦିଲ୍ଲୀ; ଅନଲାଇନରେ ଚାଲିବ ପାଠ ପଢା

ଚରମରେ ପହଞ୍ଚିଛି ଦିଲ୍ଲୀରେ ବାୟୁ ପ୍ରଦୂଷଣ। ଜାତୀୟ ରାଜଧାନୀର ବାୟୁମଣ୍ଡଳକୁ ଆଚ୍ଛାଦିତ କରି ରଖିଛି ଧୂଆଁ ସାଙ୍ଗକୁ କୁହୁଡ଼ି। ଫଳରେ ରାସ୍ତାଘାଟ ଦେଖାଯାଉ ନ ଥିବାବେଳେ ନିଶ୍ୱାସ ନେବାବି କଷ୍ଟକର ହୋଇ ପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଅଲନାଇଲନରେ କ୍ଲାସ୍ କରାଇବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଅନଲାଇନ୍ କ୍ଲାସ୍ ଚାଲିବ। ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ଏକ୍ସ ପୋଷ୍ଟ ଯୋଗେ ସୂଚନା ଦେଇଛନ୍ତି। ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ଅନଲାଇନ୍ […]

Read More Text.
Manipur 1731585627

ପୁଣି ଅଶାନ୍ତ ହେଲାଣି ମଣିପୁର: ୫ ଜିଲ୍ଲାରେ ଲାଗୁ ହେଲା AFSPA

ଇମ୍ଫାଲ : ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ପୁଣିଥରେ ଅଶାନ୍ତ ହୋଇ ଉଠିଛି ମଣିପୁର। ଏଥିପାଇଁ ୬ ପୁଲିସ୍‌ ଷ୍ଟେସନରେ ଥିବା ୫ ଜିଲ୍ଲାରେ ଆର୍ମଡ ଫୋର୍ସ ସ୍ପେଶାଲ ପାୱାର ଆକ୍ଟ ବା AFSPA ଲାଗୁ କରାଯାଇଛି। ଏହାର ଅର୍ଥ ଆଫସା ଲାଗୁ ହୋଇଥିବା ସ୍ଥାନରେ ସୁରକ୍ଷାକର୍ମୀ ସର୍ବୋଚ୍ଚ କ୍ଷମତାର ଅଧିକାରୀ ହୋଇଛନ୍ତି। ସେମାନେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିଜ ଇଚ୍ଛା ଅନୁସାରେ କଟକଣା ଲଗାଇ ପାରିବେ। ସେହିପରି ସ୍ୱତନ୍ତ୍ର ଅପରେସନ […]

Read More Text.