Wikipedia 1730795482

ଭୁଲ୍‌ ତଥ୍ୟ ଦେଉଛି Wikipedia, ନୋଟିସ୍‌ ଜାରି କଲେ ସରକାର

ନୂଆଦିଲ୍ଲୀ :ଭୁଲ୍‌ ତଥ୍ୟ ତଥା ସୂଚନା ଦେଉଛି Wikipedia। ଏଭଳି କିଛି ଏକାଧିକ ଅଭିଯୋଗ ଆସିବା ପରେ ଉଇକିପିଡ଼ିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର। ଏଥିସହ ତାକୁ ନୋଟିସ୍‌ ପଠାଇ ଏହି ଅଭିଯୋଗ ଉପରେ ଜବାବ ମାଗିଛନ୍ତି। ପକ୍ଷପାତିତା ଏବଂ ଭୁଲ ତଥ୍ୟ ଦେଉଥିବା ନେଇ ଉଇକିପିଡ଼ିଆ ବିରୋଧରେ ଅନେକ ଅଭିଯୋଗ ହୋଇଛି। ସୂତ୍ର ଅନୁଯାୟୀ ସରକାର ଉଇକିପିଡିଆକୁ ଏଖ ଚିଠି ପଠାଇ ମଧ୍ୟସ୍ଥି ପରିବର୍ତ୍ତେ ପ୍ରକାଶକ ଭାବରେ କାହିଁକି ଶ୍ରେଣୀଭୁକ୍ତ କରାଯିବା ଉଚିତ ନୁହେଁ ବୋଲି […]

Read More Text.
Image 1730805447

ନଭେମ୍ବର ୨୫ରୁ ସଂସଦର ଶୀତ ଅଧିବେଶନ, ୨୦ ଯାଏ ଚାଲିବ

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୫ରୁ ଆରମ୍ଭ ହେବ। ଏହା ଡିସେମ୍ବର ୨୦ ଯାଏ ଚାଲିବ ବୋଲି ଆଜି ସଂସଦୀୟ ବ୍ୟାପାର ମନ୍ତ୍ରୀ କରି ରିଜିଜୁ ସୂଚନା ଦେଇଛନ୍ତି। ୨୫ରୁ ଅଧିବେଶନ ଆରମ୍ଭ ହେଉଥିବା ବେଳେ ଏହାର ଦ୍ୱିତୀୟ ଦିନ ଅର୍ଥାତ ନଭେମ୍ବର ୨୬ ବା ସମ୍ବିଧାନ ଦିବସରେ କେନ୍ଦ୍ରୀୟ ହଲ୍‌ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂର୍ତ୍ତି ପାଇଁ ଏପରି କାର୍ଯ୍ୟକ୍ରମ କରାଯିବ। ୪ […]

Read More Text.
Karnataka 1730809692

କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ ଓ ପୁଅଙ୍କ ନାଁରେ ରୁଜୁ ହେଲା ଏଫଆଇଆର

ବେଙ୍ଗାଲୁରୁ : କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ, ପୁଅ ନିଖିଲ ଓ ଜେଡିଏସ୍‌ର ବିଧାୟକ ସୁରେଶ ବାବଙ୍କ ନାଁରେ ରୁଜୁ ହୋଇଛି ଏଫଆଇଆର। କୁମାରସ୍ୱାମୀଙ୍କ ବିରୋଧରେ ଥିବା ଖଣି ଦୁର୍ନୀତି କେସ୍‌ର ତଦନ୍ତ କରୁଥିବା ଜଣେ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କୁ ଏମାନେ ଧମକ ଦେଇଥିବା ଅଭିଯୋଗ ହୋଇଛି। ଉକ୍ତ ଆଇପିଏସ୍‌ ଅଧିକାରୀଙ୍କ ଅଭିଯୋଗ ଆଧାରରେ ପୁଲିସ୍‌ ଏଫଆଇଆରକୁ ପଞ୍ଜିକୃତ କରିଛି। ଅତିରିକ୍ତ ମହାନିର୍ଦ୍ଦେଶକ ଏମ ଚନ୍ଦ୍ରଶେଖର ତାଙ୍କ ଅଭିଯୋଗରେ କହିଛନ୍ତି ଯେ କୁମାରସ୍ୱାମୀ ଜଣେ ସରକାରୀ କର୍ମଚାରୀଙ୍କ ଧମକ ଦେଇଛନ୍ତି […]

Read More Text.
Up 1730811513

ପୂରା ପରିବାର ନିଶ୍ଚିହ୍ନ: ବାପା-ମା’ଙ୍କ ସହ ୩ ପିଲାଙ୍କ ଗୁଳିବିଦ୍ଧ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ : ନିଶ୍ଚିହ୍ନ ହୋଇଯାଇଛି ଗୋଟିଏ ପରିବାର। ସ୍ୱାମୀ-ସ୍ତ୍ରୀ ଓ ୩ ପିଲାଙ୍କ ସହ ଆଗକୁ ବଢ଼ୁଥିବା ପରିବାର ସବୁ ସଦସ୍ୟଙ୍କ ଗୁଳିବିଦ୍ଧ ମୃତଦେହ ଆଜି ପୁଲିସ୍‌ ଉଦ୍ଧାର କରିଛି। ପ୍ରଥମେ ପୁଲିସ୍‌ ୪୫ ବର୍ଷୀୟ ମହିଳା, ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅର ଗୁଳିବିଦ୍ଧ ମୃତଦେହ ଉତ୍ତର ପ୍ରଦେଶର ବାରାଣସୀ ସ୍ଥିତ ଘରୁ ଉଦ୍ଧାର କରିଥିଲା। ତେବେ ମହିଳାଙ୍କ ସ୍ୱାମୀଙ୍କ ପତ୍ତା ମିଳି ନଥିଲା। ପୁଲିସ୍‌ ଭାବୁଥିଲା ଯେ ନିଜ ହାତରେ ବ୍ୟକ୍ତି ଜଣଙ୍କ […]

Read More Text.
Image 1730721449

ଦୁର୍ଘଟଣା ପରେ ଜଳିଗଲା ବାୟୁସେନାର ମିଗ ୨୯ ଯୁଦ୍ଧ ବିମାନ

ଭାରତୀୟ ବାୟୁସେନାର ଗୋଟିଏ ମିଗ ୨୯ ଯୁଦ୍ଧ ବିମାନ ଆଜି ଉତ୍ତର ପ୍ରଦେଶର ଆଗ୍ରାରେ କ୍ରାଶ କରି ଯାଇଛି। ତେବେ ବିମାନରେ ଥିବା ପାଇଲଟ ଜଣଙ୍କ ଏଥିରୁ ସୁରକ୍ଷିତ ଭାବେ ବାହାରି ଆସିବାକୁ ସକ୍ଷମ ହୋଇଛନ୍ତି। ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି। ଆଗ୍ରାର ସୋନଗା ଗାଁରେ ଥିବା ଗୋଟିଏ ଖୋଲା ପଡ଼ିଆରେ ବିମାନଟି ଖସିବା ପରେ ହୁତହୁତ ହୋଇ ଜଳିବାକୁ ଲାଗିଥିଲା। ଏହାର ଦୃଶ୍ୟ ମଧ୍ୟ ସାମ୍ନାକୁ ଆସିଛି। ବିମାନଟି ଜଳୁଥିବା ବେଳେ ଲୋକମାନେ […]

Read More Text.
Jammu 1730714727

୬ ବର୍ଷ ପରେ ବସିଲା ବିଧାନସଭା, କିନ୍ତୁ ଧାରା ୩୭୦ ପାଇଁ ହେଲା ହଙ୍ଗାମା

ଦୀର୍ଘ ୬ ବର୍ଷ ପରେ ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି। ନିକଟରେ ନିର୍ବାଚନ ଓ ସରକାର ଗଠନ ପ୍ରକ୍ରିୟା ଶେଷ ହେବା ପରେ ଆଜି ବିଧାନସଭା ଅଧିବେଶନ ବସିଛି। ହେଲେ ୬ ବର୍ଷ ପରେ ବସିଥିବା ବିଧାନସଭାର ପ୍ରଥମ ଦିନରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି। ନିୟମ ଅନୁସାରେ, ପ୍ରଥମ ଦିନ ଗୃହରେ ବାଚସ୍ପତି ନିର୍ବାଚନ ହୋଇଥିଲା। ଏନସିର ବରିଷ୍ଠ ନେତା ତଥା ୭ଥରର ବିଧାୟକ ରହିମ ରାଥେର ବାଚସ୍ପତି ଭାବେ ନିର୍ବାଚିତ […]

Read More Text.
Accident 1730695436

ଉତ୍ତରାଖଣ୍ଡରେ ଖାଇକୁ ଖସିଲା ବସ୍‌, ୩୬ ମୃତ

ବଡ଼ ଦୁର୍ଘଟଣା। ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌। ଉତ୍ତରାଖଣ୍ଡର ଅଲ୍‌ମୋଡାର ମାର୍ଚୁଲାରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ଘଟଣା। ଏଥିରେ ୩୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି। ସୂଚନା ମୁତାବକ, ସୋମବାର ଗୌରାଖାଲରୁ ଏକ ବସ୍‌ ରାମନଗରରୁ ବାହାରିଥିଲା। ଏହି ବସ୍‌ରେ ମୋଟ ୪୫ ଜଣ ଯାତ୍ରୀ ଥିଲେ। ତେବେ ସଲ୍ଟ କୁପି ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ। ଏହା ପରେ ଏହା ଦେଖୁ ଦେଖୁ ଖାଇକୁ ଖସି ପଡ଼ିଥିଲା। ତେବେ ଦୁର୍ଘଟଣା […]

Read More Text.
Image 1730701093

ଲାହୋରରେ ସାଂଘାତିକ ବାୟୁ ପ୍ରଦୂଷଣ, ଭାରତକୁ ଦାୟୀ କଲା ପାକିସ୍ତାନ

ପାକିସ୍ତାନର ଅନ୍ୟତମ ପ୍ରମୁଖ ସହର ଲାହୋରରେ ବାୟୁ ପ୍ରଦୂଷଣ ଚରମ ସୀମାରେ ପହଞ୍ଚିଛି। ଘନ ଧୂମ କୁହୁଡ଼ି (ସ୍ମଗ) ବଳୟରେ ପୂରା ସହର ଆଚ୍ଛାଦିତ ହେଲାଣି। ସହରର ବାୟୁ ସୂଚକାଙ୍କ ସାଂଘାତିକ ଭାବେ ହ୍ରାସ ପାଇ ୧୦୬୭ରେ ପହଞ୍ଚିଛି। ତେବେ ଲାହୋର ବାୟୁର ଏପରି ଅବସ୍ଥା ପାଇଁ ପାକିସ୍ତାନର ମନ୍ତ୍ରୀ ଭାରତକୁ ଦାୟୀ କରିଛନ୍ତି। ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ମାନକ ଜାରି କରିଛି। ଏହି ମାନକ ଅନୁସାରେ ଗୋଟିଏ ଅଞ୍ଚଳରେ ୨୪ […]

Read More Text.
Sew

ମାନୁନାହିଁ ଇସ୍କନ, ଆମେରିକା ହଷ୍ଟନରେ ରଥଯାତ୍ରା ପାଇଁ ପ୍ରସ୍ତୁତି

ଆମେରିକା ହଷ୍ଟନରେ ରଥଯାତ୍ରା ପାଇଁ ଇସ୍କନର ପ୍ରସ୍ତୁତି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଚିଠି ପରେ ବି ମାନୁନି ଇସ୍କନ । ଅଦିନିଆ ରଥଯାତ୍ରା ପରମ୍ପରା ବିରୋଧୀ କହିଥିଲେ ଗଜପତି । ଏନେଇ ହଷ୍ଟନ ଇସ୍କନ ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିଲେ ଗଜପତି । ଅଦିନିଆ ରଥଯାତ୍ରା ବନ୍ଦ କରିବାକୁ ଚିଠି ଲେଖିଥିଲେ । ଏହାପରେ ମଧ୍ୟ ନଭେମ୍ବର ୯ରେ ରଥଯାତ୍ରା ଆୟୋଜନ ନେଇ ଇସ୍କନ କର୍ତ୍ତୃପକ୍ଷ ପ୍ରସ୍ତୁତି ଚଳାଇଛନ୍ତି । ପୂର୍ବରୁ ନଭେମ୍ବର ୩ରେ ହେବାକୁ […]

Read More Text.
Image 1730708378

ଅଭିଯୋଗ ପରେ ହଟିଲେ ମହାରାଷ୍ଟ୍ର DGP

ମହାରାଷ୍ଟ୍ର ନିର୍ବାଚନ ପୂର୍ବର ବଡ଼ ନିଷ୍ପତ୍ତି ନେଲେ ନିର୍ବାଚନ କମିଶନର। ବିରୋଧୀଙ୍କ ଅଭିଯୋଗ ପରେ ଆକ୍ସନ ମୁଡ୍‌କୁ ଆସିଲେ ଇସି। ହଟିଲେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା। ତାଙ୍କ ଟ୍ରାନ୍ସଫର ହୋଇଛି। ପ୍ରକୃତରେ କଂଗ୍ରେସ ସମେତ ଅନ୍ୟାନ୍ୟ ରାଜନୈତିକ ଦଳ ଡିଜିପି ରଶ୍ମୀ ଶୁକ୍ଲାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିର୍ବାଚନ ଆୟୋଗ ରଶ୍ମୀ ଶୁକ୍ଳାଙ୍କୁ ମହାରାଷ୍ଟ୍ରର ଡିଜିପି ପଦରୁ ହଟାଇ ତାଙ୍କୁ ବଦଳି କରି ଦିଆଯାଇଛି। ଏହା ସହିତ କ୍ୟାଡରର […]

Read More Text.