ମୋଦୀ-ୟୁନୁସଙ୍କ ଆଲୋଚନାବେଳେ ଉଠିଲା ହସିନାଙ୍କ ପ୍ରତ୍ୟର୍ପଣ ପ୍ରସଙ୍ଗ
ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଅନୁଷ୍ଠିତ ବିମଷ୍ଟେକ ସମ୍ମିଳନୀରେ ଯୋଗଦେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶ ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଂଲାଦେଶର ବିତାଡ଼ିତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ପ୍ରସଙ୍ଗ ଉଠାଇଥିଲେ ୟୁନୁସ। ଏ ନେଇ ସୂଚନା ଦେଇଛି ବୈଦେଶିକ ମନ୍ତ୍ରଣାଳୟ। ତେବେ ଏହି ପ୍ରସଙ୍ଗରେ କ’ଣ ଆଲୋଚନା ହୋଇଥିଲା ସେ ବିଷୟରେ କୌଣସି ତଥ୍ୟ ଦିଆଯାଇ ନାହିଁ। ଏହାବ୍ୟତୀତ ବାଂଲାଦେଶରେ ହିନ୍ଦୁ […]
Read More Text.