ପାକିସ୍ତାନର ବଜେଟ୍ ଆମ ସାମରିକ ବଜେଟଠୁ ବି କମ୍: ଅସଦୁଦ୍ଦିନ ଓୱେସି
ନୂଆଦିଲ୍ଲୀ: ୨୨ ଏପ୍ରିଲରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଏହାକୁ ନେଇ ସାରା ଦେଶରେ କ୍ରୋଧ ରହିଛି। ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ ହେଉଛି, ଯେଉଁଥିରେ ସେ କହିଛନ୍ତି ଯେ, ପାକିସ୍ତାନ ଆଇଏସଆଇଏସ ପରି କାମ କରିଛି। ପାକିସ୍ତାନ ଭାରତଠାରୁ ଅଧା ଶତାବ୍ଦୀ ପଛରେ ଅଛି। ସେମାନଙ୍କ ଦେଶର ବଜେଟ୍ ଆମ ସାମରିକ ବଜେଟ୍ ସହିତ ସମାନ ନୁହେଁ। […]
Read More Text.