କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ
ଭୁବନେଶ୍ବର : କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ଆଉ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଏଣିକି ଭୁବନେଶ୍ୱରରେ ବି ହୋଇପାରିବ ନାର୍କୋ ଟେଷ୍ଟ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ।କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ, କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା। […]
Read More Text.