Onn 3

ସୁନ୍ଦରଗଡ଼ରେ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି

  ସୁନ୍ଦରଗଡ଼: ରାଜ୍ୟରେ ଦିନକୁ ଦିନ ଭୟ ବଢାଉଛି ସ୍କ୍ରବ୍ ଟାଇଫସ୍ । ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସ୍କ୍ରବ ଟାଇଫସ୍ ର ହବ୍ ପାଲଟିଛି ସୁନ୍ଦରଗଡ । ଆଜି ପୁଣି ସୁନ୍ଦରଗଡ଼ରୁ ୫ ଜଣ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି ପାଇଛି । ଖବର ଅନୁସାରେ, ସୁନ୍ଦରଗଡ ଜିଲ୍ଲାରେ ୪୨ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିଲା । ସେମାନଙ୍କ […]

Read More Text.
Onn 3

ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଲା

  ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା ପରୀକ୍ଷା କରାଯାଇଛି, ସେଥିମଧ୍ୟରୁ ସାତ ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି, ଏନେଇ ସୁନ୍ଦରଗଡ଼ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ) କାହ୍ନୁ ଚରଣ ନାୟକ ସୂଚନା […]

Read More Text.
Onn 3

ସୁନ୍ଦରଗଡକୁ ସ୍କ୍ରବ ଟାଇଫସ୍ ଚିନ୍ତା; ପୁଣି ୩ ପଜିଟିଭ ଚିହ୍ନଟ, ସମୁଦାୟ ସଂଖ୍ୟା ୧୮୩

ସୁନ୍ଦରଗଡ: ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍ରେ ଲାଗୁନି ଲଗାମ। ଗତକାଲି ୧୧ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଚିହ୍ନଟ ହୋଇଛନ୍ତି ୩ଜଣ। ଏହା ସହ ସଂଖ୍ୟା ୧୮୩ରେ ପହଞ୍ଚିଛି। ଗତ ଜାନୁୟାରୀ ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ହୋଇଛି। ସେହି ରୋଗୀ ଜଣକ ପ୍ରାୟ ୨୦ ଦିନ ଧରି ICUରେ ରହି ଚିକିତ୍ସିତ ହେଉଥିଲେ । ସେ ପୂର୍ବରୁ ଅନ୍ୟାନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ […]

Read More Text.
Onn 3

ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ, ବରଗଡରେ ସ୍ୱତନ୍ତ୍ର ଡାକ୍ତରୀ ଦଳ

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ ପହଞ୍ଚିଛନ୍ତି । ବରଗଡ ସିଡିଏମଓଙ୍କୁ ଭେଟି ବରଗଡ଼ ଜିଲ୍ଲାରେ ବ୍ୟାପୁଥିବା ସ୍କ୍ରଵ ଟାଇଫସ ରୋଗ ଉପରେ ଆଲୋଚନା କରିଛନ୍ତି ଏହି ଦଳ l ବିଷାକ୍ତ କୀଟ […]

Read More Text.
Onn 3

ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧ ଜଣ ସ୍କ୍ରବ୍ ଟାଇଫସ୍ ସଂକ୍ରମିତ ଚିହ୍ନଟ ହୋଇଛି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ ରେ ପହଞ୍ଚିଛି । ସେପଟେ ବଢୁଥିବା […]

Read More Text.
Onn 3

ବଢିଲା ସ୍କ୍ରବ ଟାଇଫସ ଚିନ୍ତା, ଜ୍ୱର ହେଲେ ତୁରନ୍ତ ପରୀକ୍ଷା କରାଇବାକୁ ଜନସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର: ଡେଙ୍ଗ ପରେ ଏବେ ରାଜ୍ୟରେ ବଢିଲା ସ୍କ୍ରବ ଟାଇଫସ ଚିନ୍ତା । ବରଗଡ ଏବଂ ସୁନ୍ଦରଗଡରେ ୬ ଜଣଙ୍କର ଏହି ସ୍କ୍ରବ ଟାଇଫସରେ ମୃତ୍ୟୁ ଘଟିବା ପରେ ସ୍ୱାସ୍ଥ୍ୟ ବିଭାଗ ସଚେତନ ହୋଇଛି । ସବୁ ଜିଲ୍ଲାକୁ ଏ ନେଇ ସତର୍କ କରାଯାଇଛି । ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏହାର କିପରି ଟେଷ୍ଟ କରାଯିବ ସେ ବ୍ୟବସ୍ଥା କରିବା ସହ ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି । ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡା.ନିରଞ୍ଜନ ମିଶ୍ର ଚିଠି […]

Read More Text.
Onn 3

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ବତନ୍ତ୍ର ଡେଙ୍ଗୁ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର: ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ କାଉଣ୍ଟର ଖୋଲାଯାଇଛି। ସେହିପରି ସୋମବାରଠାରୁ ପଟିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇଆରସି ଭିଲେଜ ସହରାଞ୍ଚଳ ହସ୍ପିଟାଲରେ ଆଉ ଦୁଇଟି ଟେଷ୍ଟିଂ ସେଣ୍ଟର ଆରମ୍ଭ ହେବ। ଏ ସମ୍ପର୍କରେ ସୂଚନା ଦେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ଆଜିଠାରୁ କ୍ୟାପିଟାଲ ହସ୍ପିଟାଲରୁ ଡେଙ୍ଗୁ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଟେଷ୍ଟିଂ କାଉଣ୍ଟର ଆରମ୍ଭ ହୋଇଛି। ମୁଁ ଏଠାରେ […]

Read More Text.
Onn 3

ରୋବୋଟିକ ସର୍ଜରୀ କ୍ଷେତ୍ରରେ ଆମ୍ରି ହସ୍ପିଟାଲର ତିଆରି କରିଛି ଏକ ମାଇଲଖୁଣ୍ଟ

ଭୁବନେଶ୍ୱର: ପୂର୍ବାଞ୍ଚଳ ଭାରତ ପାଇଁ ପ୍ରଥମ ପ୍ରକାରର ସଫଳତାରେ ଆମ୍ରି ହସ୍ପିଟାଲ ଭୁବନେଶ୍ୱର ୪ମାସ ମଧ୍ୟରେ ୧୦୦ଟି ରୋବୋଟିକ ଆଣ୍ଠୁ ପ୍ର୍ରତିରୋପଣ କରିବାରେ ସଫଳ ହୋଇ ପାରିଛି । ଆମ୍ରିର କ୍ଲିନିକାଲ ଉତ୍କର୍ଷତା ଓ ବୈଷୟିକ ଉନ୍ନତି, ଅସ୍ଥିଶଲ୍ୟ ଏବଂ ମିଳିତ ପ୍ରତିସ୍ଥାପନ ଏବଂଓଡ଼ିଶାକୁ ଏକ ଭୂମିପୂଜନ ପ୍ରଯୁକ୍ତିବିଦ୍ୟା ଆଣିବା ହେଉଛି ଏହି ଚିହ୍ନ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅଗ୍ରଗତି ଆଧୁନିକ ଔଷଧକୁ ଶୀଘ୍ର ପୁନାକାରରେ ରୂପାନ୍ତରିତ କରୁଥିବାରୁ ଆମ୍ରି ହସ୍ପିଟାଲଗୁଡ଼ିକ ଓଡ଼ିଶା ଲୋକଙ୍କୁ ମିଳିତ ସ୍ଥାନରେ ରୋବୋଟିକ […]

Read More Text.