ଜିଲ୍ଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ବିଭାଗୀୟ ଅଧିକାରୀ : କାଗଜ କଲମରେ ସୀମିତ ରହିଗଲା ବଣୁଆଙ୍କ ଆବାସ

ଆଗରପଡ଼ା,ତା୭/୭ :ବିଭାଗୀୟ ଅଧିକାରୀମାନେ ସରକାରଙ୍କ ନିର୍ଦ୍ଦେଶାନୁସାରେ କାର୍ଯ୍ୟ କରୁନଥିବାରୁ ପ୍ରକୃତ ହିତାଧିକାରୀ ସରକାରୀ ଯୋଜନା ପାଇବାରୁ ବଂଚିତ ହେଉଥିବା ଜଣାପଡ଼ିଛି । ଏହିପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଗୋପିନାଥପୁର ପଂଚାୟତରେ । ଉକ୍ତ ପଂଚାୟତ ଅନ୍ତର୍ଗତ ତାଜିପୁର ଗ୍ରାମ ଆଦିବାସୀ ସାହିରେ ବଣୁଆଙ୍କ ଘର । ବଣୁଆ ମୁଣ୍ଡା ଜଣେ ଜନଜାତି ସଂପ୍ରଦାୟର ବ୍ୟକ୍ତି ହେବା ସହ ଅତ୍ୟନ୍ତ ଗରୀବ ଶ୍ରେଣୀୟ ବ୍ୟକ୍ତି ଅଟନ୍ତି । ୩ ପୁଅ ଓ … Continue reading ଜିଲ୍ଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ବିଭାଗୀୟ ଅଧିକାରୀ : କାଗଜ କଲମରେ ସୀମିତ ରହିଗଲା ବଣୁଆଙ୍କ ଆବାସ