ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ପତଡ଼ାବାସୀ ଡହଳବିକଳ

ଖବର ପ୍ରକାଶର ୩ମାସ ପରେବି କାର୍ଯ୍ୟାନୁଷ୍ଠାନ ଶୂନ ଆଗରପଡ଼ା: ଗତ ମଇ ମାସ ୧୫ ତାରିଖରେ“ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ ଅଚଳ; ପାଣି ପାଇଁ ପତଡ଼ାବାସୀ ଡ଼ହଳବିକଳ”ଖବର ‘ଓଏନଏନ’ରେ ପ୍ରକାଶ ପାଇଥିଲା । ଖବର ପ୍ରକାଶକୁ ଇତି ମଧ୍ୟରେ ୩ ମାସ ବିତି ଯାଇଥିଲେ ସୁଦ୍ଧା ବିଭାଗ ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟପନ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଳା ବନ୍ତ ବ୍ଲକ … Continue reading ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ପତଡ଼ାବାସୀ ଡହଳବିକଳ