ଗୁଳ୍ମ ଘେରରେ ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ, ଖବର ପ୍ରକାଶର ତିନି ମାସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଆଗରପଡ଼ା: ଗତ ଜୁଲାଇ ମାସରେ“ବସୁଧା ଯୋଜନା ବାଟବଣା; ଗୁଳ୍ମ ଘେରରେ ସୋଲାର ୱାଟର ପମ୍ପପିଙ୍ଗ ସିଷ୍ଟମ” ଖବର ‘ଓଏନଏନ’ରେ ପ୍ରକାଶ ପାଇଥିଲା । ଖବର ପ୍ରକାଶକୁ ଇତି ମଧ୍ୟରେ ତିନି ମାସ ବିତି ଯାଇଥିଲେ ସୁଦ୍ଧା ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟପନ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏହିପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଓଡ଼ଙ୍ଗ ପଂଚାୟତରେ । ସରକାର ୨୦୨୪ରେ ଗ୍ରାମାଂଚଳର … Continue reading ଗୁଳ୍ମ ଘେରରେ ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ, ଖବର ପ୍ରକାଶର ତିନି ମାସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ