ଫଳକରେ ସୀମିତ ରହିଗଲା ମରାମତି, ମରଣଯନ୍ତା ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

ଆଗରପଡ଼ା: ରାସ୍ତାର ସ୍ଥାୟିତ୍ୱକୁ ଆଖି ଆଗରେ ରଖି ବିଭାଗ ତରଫରୁ ରାସ୍ତା ନିର୍ମାଣ କରିଥିବା ଠିକାଦାରକୁ ଏହାର ମରାମତି ଦାଇତ୍ୱ ଦିଆଯିବା ସହ ଏକ ସମୟ ସୀମା ମଧ୍ୟ ଧାର୍ଯ୍ୟ କରାଯାଇଥାଏ । କିନ୍ତୁ ଉକ୍ତ ସମୟ ସୀମା ମଧ୍ୟରେ ରାସ୍ତାର ରକ୍ଷଣାବେକ୍ଷଣ କରାଯାଉନଥିବାରୁ ଏହା ଏକ ପ୍ରହସନରେ ପରିଣତ ହେବାକୁ ଯାଉଛି । କେବଳ ଫଳକରେ ଏହା ସୀମିତ ରହିଯାଉଥିବା ଜଣାପଡ଼ିଛି । ଏହି ପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ … Continue reading ଫଳକରେ ସୀମିତ ରହିଗଲା ମରାମତି, ମରଣଯନ୍ତା ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ