ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଭିତ୍ତିଭୂମି ନିର୍ମାଣରେ ଅନିୟମିତତାକୁ ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

ଆଗରପଡ଼ା :ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭିତ୍ତି ଭୂମିର ବିକାଶ ନିମନ୍ତେ ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ ୯କୋଟି ୯୦ଲକ୍ଷ ଟଙ୍କା ମଂଜୁର ହୋଇଛି । ଉକ୍ତ ଅର୍ଥରେ ଇତି ମଧ୍ୟରେ ଭିତ୍ତିଭୂମିର ଉନ୍ନତି କରାଯାଉଛି । ଉକ୍ତ କାର୍ଯ୍ୟରେ ଅନିୟମିତତା ହେଉଥିବା ନେଇ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ ଠାରେ ଲିଖିତ ଅଭିଯୋଗ ହୋଇଥିବା ଜଣପଡ଼ିଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଟି ବହୁ ପୁରାତନ ହୋଇଥିବାରୁ ତାର ପରିସରରେ ଅନେକ କୋଠାଘର ସହିତ ବହୁ ଆସବାବପତ୍ର ମଧ୍ୟ … Continue reading ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଭିତ୍ତିଭୂମି ନିର୍ମାଣରେ ଅନିୟମିତତାକୁ ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ