Bq99lb6aapchicwa4cfu

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାଜ୍ୟ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।

Shrutilipi ad