Untitled 1 copy

ଆସନ୍ତାକାଲି ସିବିଏସଇ ଦଶମ-ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ!

ଦେଶ - ବିଦେଶ

ନୂଆଦିଲ୍ଲୀ: ଆସନ୍ତାକାଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ମଙ୍ଗଳବାର ପୂର୍ବାହ୍ନ ୧୦ ଟା ସମୟରେ ଫଳ ପ୍ରକାଶନ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।
ଛାତ୍ରଛାତ୍ରୀ www.cbse.gov.in, cbseresults.nic.inରେ ରେଜଲ୍ଟ ଦେଖି ପାରିବେ ।
ଚଳିତବର୍ଷ ଦଶମ ଏବଂ ଦ୍ବାଦଶରେ ମୋଟ ୪୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଦଶମରେ ୨୪ ଲକ୍ଷ ୧୨ ହଜାର ଏବଂ ଦ୍ବାଦଶ ଶ୍ରେଣୀରେ ୧୭ ଲକ୍ଷ ୮୮ ହଜାର ପରିକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Shrutilipi ad