ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା, ୪ ଆହତ ରାଜ୍ୟ May 31, 2025ONNLeave a Comment on ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା, ୪ ଆହତ କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। Share this: Click to share on Facebook (Opens in new window) Facebook Click to share on X (Opens in new window) X Like this:Like Loading...