20250715 013225

ଜୀବନ ଯୁଦ୍ଧରେ ହାରିଗଲେ ଏଫଏମ କଲେଜ ଛାତ୍ରୀ

BREAKING NEWS ରାଜ୍ୟ

 

-ଜୀବନ ମରଣ ଲଢେଇ ଭିତରେ ଶେଷ ନିଶ୍ୱାସ ତ୍ୟାଗ କଲେ ଛାତ୍ରୀ

-ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ

– ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା

-ଆତ୍ମାହୁତି ଉଦ୍ୟମ ପରେ ସଙ୍କଟାପନ୍ନ ଅବସ୍ଥାରେ ଏମ୍ସରେ ଭର୍ତ୍ତି ହୋଇଥିଲେ

-ଶନିବାର କଲେଜରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ

-ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ

-ସୌମ୍ଯାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା

20250715 013719