Naveen 1

ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କଲେ ନବୀନ

ରାଜ୍ୟ

ଭୁବନେଶ୍ୱର: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ସେ ଜଣେ ପ୍ରମୁଖ ଆଦିବାସୀ ନେତା ଥିଲେ ।

ଆଦିବାସୀ ଅବହେଳିତ ଲୋକଙ୍କ ଅଧିକାର ଲଢେଇ ପାଇଁ ତାଙ୍କର ଉତ୍ସର୍ଗୀକୃତ ଜୀବନ ସ୍ମରଣୀୟ ରହିବ । ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ ।

Shrutilipi ad