Images (3)

୮୫ ହଜାର ଭିସା ରଦ୍ଦ କଲେ ଟ୍ରମ୍ପ୍, ଭାରତୀୟ ଅଧିକ ପ୍ରଭାବିତ

ଦେଶ - ବିଦେଶ

ୱାଶିଂଟନ: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଗୁଳିକାଣ୍ଡ ପରେ, ଜାତୀୟ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଚଳିତ ବର୍ଷ ପ୍ରାୟ ୮୫,୦୦୦ ଭିସା ରଦ୍ଦ କରିଛନ୍ତି। ଷ୍ଟେଟ୍ ଡିପାର୍ଟମେଣ୍ଟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଭିସା ରଦ୍ଦ କରିବାର ଉଦ୍ଦେଶ୍ୟ ହେଉଛି ଆମେରିକାର ସାଧାରଣ ଜନତାଙ୍କୁ ସୁରକ୍ଷା ଦେବା। ଏହି ପଦକ୍ଷେପ ଭାରତୀୟ ବୃତ୍ତିଗତ ଏବଂ ଛାତ୍ରଙ୍କ ଉପରେ ସର୍ବାଧିକ ପ୍ରଭାବ ପକାଇଛି।

Shrutilipi ad