Onn 3

ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Crime State

ଯାଜପୁର : ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର । ଯାଜପୁର୍‌ ରୋଡ ଟମକା ଥାନା ଅନ୍ତର୍ଗତ ରଥପଦା ଛକ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି।

ହତ୍ୟା ସନ୍ଦେହରେ ଟମକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ମୃତକଙ୍କ ପରିଚୟ ମିଳିନଥିବା ବେଳେ ଟମ୍‌କା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।