Onn 3

ବାଇକ-ବୋଲେରୋ ମୁହାଁମୁହିଁ, ଜଣେ ମୃତ, ୨ ଗୁରୁତର

Crime State

ଯାଜପୁର:  ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା । ଜଣେ ମୃତ, ୨ ଗୁରୁତର । ଯାଜପୁର ଥାନା ଯୋଡିକୂଅ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଏସ୍‌. କେ. ମୋତି । ଗୁରୁତର ଦୁଇ ଯୁବକ ହେଲେ ସେକ୍‌ ନାହାଜ ହୁସେନ୍‌ ଓ ଏକ୍ରା ମୁନ୍‌ ।

ଦୁଇ ଗୁରୁତରଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।ଦୀର୍ଘ ୮ ବର୍ଷ ଧରି ସେମାନେ ଯାଜପୁରରେ ଏକ ଚୁଡା କଳରେ କାମ କରୁଥିଲେ ।