Onn 3

ଜଳେଶ୍ୱର ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ

State

ଜଳେଶ୍ୱର : ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ଜଳେଶ୍ୱର ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ । ଦକ୍ଷିଣପୂର୍ବ ରେଳପଥର ରୂପ୍ସା ଷ୍ଟେସନରେ ଏଭଳି ଅଘଟଣ ଘଟିଛି । କୋଇଲା ବୋଝେଇ ହୋଇ ଷ୍ଟେସନରେ ଛିଡା ହୋଇଥିବା ବେଳେ ନିଆଁ ଲାଗିଯାଇଛି ।

ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ବାଲେଶ୍ଵର ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଉଛି। କେମିତି ନିଆଁ ଲାଗିଲା ସେନେଇ ରେଳବାଇ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।