Onn 3

ଜୁଲାଇ ୩ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

State

ଭୁବନେଶ୍ବର: ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ୮୦ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଜୁଲାଇ ୩ରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖ ଯାଏ ଚାଲିବ । www.bseodisha.ac.in ୱେବସାଇଟକୁ ଯାଇ ଆଡମିଟି ଡାଉନଲୋ କରିପାରିବେ ଛାତ୍ରଛାତ୍ରୀ ।